-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   (12-Mar-2026)       ||      ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   (12-Mar-2026)       ||      *ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   (12-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||     

HOME   ଜିଲ୍ଲା

ରାଇରଙ୍ଗପୁର ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବାମନଘାଟି ବନ୍ଦ ଡାକରା

10-Apr-2023



ବାରିପଦା: ତେଜିଲା ରାଇରରଙ୍ଗପୁର ଜିଲ୍ଲା ମାନ୍ୟତା ଦାବି। ଏନେଇ ୧୨ ଘଣ୍ଟିଆ ବାମନଘାଟି ବନ୍ଦ ଡାକରା ଦିଆଯାଇଛି। ରାଇରଙ୍ଗପୁର ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ରାସ୍ତା ବାଇକ୍ ଛିଡ଼ା କରି ବ୍ୟାନର ଲଗାଇ ରାସ୍ତା ଅବରୋଧ କରିଛନ୍ତି କମିଟି ସଦସ୍ୟ।

ରାଇରଙ୍ଗପୁର ମ୍ୟୁନିସିପାଲିଟି ସହ ୭ ବ୍ଳକରେ ବନ୍ଦ ପାଳନ କରାଯାଉଥିବା ବେଳେ ସମସ୍ତ ସରକାରୀ ଓ ବେସରକାରୀ ଅଫିସ ବନ୍ଦ ରହିଛି। ଗାଡି ଚଳାଚଳ ବନ୍ଦ ରହିବାରୁ ରାସ୍ତାଘାଟ ସବୁ ଶୁନ୍‌ଶାନ ହୋଇଯାଇଛି।

ସୂଚନା ଅନୁସାରେ, ବନ୍ଦ ପାଳନକୁ ସଫଳ କରିବା ପାଇଁ ଆନ୍ଦୋଳନକାରୀମାନେ ସକାଳ ୭ଟାରୁ ରାସ୍ତାକୁ ଓହ୍ଲାଇଥିଲେ। ରେଳଷ୍ଟେସନ ଓ ବସଷ୍ଟାଣ୍ଡ ସହିତ ଉପଖଣ୍ଡର ସମସ୍ତ ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟକୁ ବନ୍ଦ କରିବାକୁ ଆହ୍ୱାନ ଦେଇଥିବା ବେଳେ ଏଥିରେ ସମସ୍ତ ରାଜନୈତିକ ଦଳ ଓ ବିଭିନ୍ନ ସାମାଜିକ ସଂଗଠନ ସାମିଲ ହୋଇଥିବା ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   12-Mar-2026
  ଜିଲ୍ଲା  
ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   12-Mar-2026
  ଜିଲ୍ଲା  
*ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026

You Might Also Like