-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଚନ୍ଦଳି ବିଟ ହାଉସରେ ରହୁନାହାନ୍ତି ଫରେଷ୍ଟ ଗାର୍ଡ - କାଠ ମାଫିଆ ସକ୍ରିୟ - ମରାମତି ନାଁରେ ବର୍ଷକୁ ଲକ୍ଷାଧିକ ଟଙ୍କା ସୁହା

11-Apr-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବନାଞ୍ଚଳ ଅଧିନସ୍ଥ ସୁବଳୟା ରେଞ୍ଜ ଅନ୍ତର୍ଗତ ଚନ୍ଦଳି  ସଂରକ୍ଷିତ ଜଙ୍ଗଲରେ ଥିବା ଫରେଷ୍ଟ ବିଟ ହାଉରେ ଫରେଷ୍ଟ ଗାର୍ଡ ରହୁନଥିବା ଦେଖିବାକୁ ମିଳିଛି। ଉକ୍ତ ସଂରକ୍ଷିତ ଜଙ୍ଗଲର  ସୁରକ୍ଷା ତଥା ବନ୍ୟଜନ୍ତୁ ଶିକାର ଉପରେ ସୁରକ୍ଷା ପାଇଁ ଫରେଷ୍ଟ ଗାର୍ଡ ନିଯୁକ୍ତି ସହ ରହିବା ପାଇଁ ସରକାରଙ୍କ ରାଜସ୍ବରୁ ଲକ୍ଷାଧିକ ଟଙ୍କା ବ୍ୟୟରେ ବାସ ଗୃହ ନିର୍ମାଣ କରାଯାଇଛି। ହେଲେ ଏଠାରେ ନିର୍ମାଣ ଦିନ ଠାରୁ ଦିନ ଟିଏବି କୈାଣସି କର୍ମଚାରୀ ରହିନାହାନ୍ତି। ଏହି ଗୃହଟି ୨୦୧୨ ମସିହାରେ ନିର୍ମାଣ ହୋଇଥିଲେ ମଧ୍ୟ ପ୍ରତ୍ୟେକ ବର୍ଷ ଘର ମରାମତି ନାଁ ରେ ଲକ୍ଷାଧିକ ଟଙ୍କା ବ୍ୟୟ ବରାଦ କରାଯାଉଛି। ଏଠାରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ରହୁନଥିବା ସୁଯୋଗ ନେଇ କାଠ ମାଫିଆ ମାନେ ଦିନ ଦ୍ବିପହରରେ ମୂଲ୍ୟବାନ ଗଛ କାଟି ନେଉଥିବା ଅଭିଯୋଗ ହେଉଛି। ଏବଂ ସନ୍ଧ୍ୟା ହେଲେ ଶିକାରୀ ମାନେ ନିରିହ ବନ୍ୟଜନ୍ତୁଙ୍କୁ  ଶିକାର ଉଦ୍ଦେଶ୍ୟରେ ଚନ୍ଦଳି ପାହାଡ଼ରେ ରହୁଥିବା ଜଣାଯାଇଛି। ଏନେଇ ଫରେଷ୍ଟ ଗାର୍ଡ ଙ୍କୁ ଫୋନ ଯୋଗେ ଯୋଗାଯୋଗ କରାଯିବାରୁ ମୋବାଇଲ ସୁଇଅପ୍ ରହିଥିବାରୁ ପ୍ରତିକ୍ରିୟା ମିଳିପାରିନାହିଁ। ଜିଲ୍ଲା ପ୍ରଶାସନ ଓ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବା ସହ ବିହିତ ପଦକ୍ଷେପ ନେବାକୁ ଜନସାଧାରଣ ଦାବି ହେଉଛି।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like