-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଯୋଗୀସର୍ଡା ହରିହର ନୋଡାଲ ଉଚ୍ଚ ବିଦ୍ୟାଳୟ କୁ ମହାମହିମ ରାଜ୍ୟପାଳଙ୍କ ଗସ୍ତ

11-Apr-2023



ଲୋଇସିଂହା, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନକୁ ରାଜ୍ୟପାଳଙ୍କ ଗସ୍ତ କରିଥିଲେ l ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଷୀଲାଲ୍ ପ୍ରଥମେ ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲ୍ ର ପ୍ରତିଷ୍ଠା ଦିବସ ରେ ଯୋଗଦେଇ ବିଛୁପାଲି ସ୍ଥିତ ସନ୍ଥ ଙ ଆଶ୍ରମ ରେ ଯୋଗଦେବା ପରେ ଏହି ପରିପ୍ରେକ୍ଷୀରେ ଅପରାହ୍ନ 4.45 ରେ ଯୋଗେଶ୍ୱର ଧାମ୍ ଯୋଗୀସର୍ଡା ସ୍ଥିତ ହରିହର ନୋଡାଲ୍ ହାଇସ୍କୁଲ ର ବାର୍ଷିକୋତ୍ସବ ରେ ମୂଖ୍ୟ ଅତିଥି ଭାବେ ଯୋଗଦେଇ କୋମଳମତି ଛାତ୍ରୀ ଛାତ୍ର ମାନଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ମୂଲ୍ୟବାନ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଥମେ ତାଙ୍କ ଅଭିଭାଷଣଟି ଫୁଲ ଠୁ ଆରମ୍ଭ ହୋଇଥିଲା, ଫୁଲ ଏପରି ଏକ ଜିନିଷ ଯାହାକି ଯାହା ସବୁବେଳେ ଖିଲିଥାଏ l

ତାହାର ସୁଗନ୍ଧ ଚାରିଆଡେ ମହକୁ ଥାଏ, ଫୁଲ ଶିବଙ୍କ ଠାରେ, ଶିବା ଠାରେ, ଶବ ଠାରେ, ସାଙ୍ଗ ଠାରେ, ଶତ୍ରୁ ଠାରେ ମଧ୍ୟ ଲାଗିଥାଏ l ଫୁଲକୁ ଯେତେ କଷ୍ଟ ଦେଲେ ମଧ୍ୟ ତାର ସୁଗନ୍ଧ ବରାବର ରହିଥାଏ l ଏଭଳି ବକ୍ତବ୍ୟରେ ଛାତ୍ରଛାତ୍ରୀ ସହ ଉପସ୍ଥିତ ଲୋକଙ୍କ ମନ ଟାଣି ନେଇଥିଲେ l ଏହାସହ ଭାରତ ଏପରି ଏକ ଦେଶ ପ୍ରାୟ 175 ଟି ଦେଶ ଭାରତ ମାଟି  ଚୁମିବା ପାଇଁ ଇଛା ପ୍ରକାଶ କରନ୍ତି l କାରଣ ଭାରତୀୟ ଲୋକ ଲୋକଙ୍କ ହୃଦୟ ଜିତି ନିଅନ୍ତି, ଦୁଷ୍ମନ ଭି ଏଠି ଦୋସ୍ତ ବନିଯାଏ l ସଭାରେ ସମ୍ମାନିତ ଅତିଥି ଭାବେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ ଶ୍ରୀଯୁକ୍ତ ଇନ୍ଦ୍ରମଣି ତ୍ରିପାଠୀ , ଜିଲ୍ଲାପାଳ ଚଞ୍ଚଳ ରାଣା, S.P. ଶ୍ରୀ ନିତିନ କୁଶଳକର ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରି ମଞ୍ଚାସିନ ଥିଲେ l ସମ୍ମାନିତ ଅତିଥି ବୃନ୍ଦ ମହାମହିମ ରାଜ୍ୟପାଳ ଙ୍କ ବଲାଙ୍ଗୀର ଗସ୍ତ କୁ ଆମ ପାଇଁ ଗୌରବ ର ଦିନ ବୋଲି କହିଥିଲେ l ଏହି ଅବସରରେ ରାଜ୍ୟ ଏବଂ ଜାତୀୟ ସ୍ତରରେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା କୃତି ଶିକ୍ଷାର୍ଥୀମାନଙ୍କୁ ପୁରସ୍କୃତ କରାଯିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like