-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟ କ୍ଷେତ୍ରରେ ନିରାପଦ ମାତୃତ୍ୱ ଅଭିଯାନ ବଶତଃ ମାତୃମୃତ୍ୟୁ ହ୍ରାସ ସଫଳ ହେଉଛି

11-Apr-2023



ବଲାଙ୍ଗୀର,(ପ୍ରେରଣା ଖବର ) ଆଜି ଏପ୍ରିଲ  ୧୧ ବଲାଙ୍ଗିର ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ନିରାପଦ ମାତୃତ୍ୱ ଦିବସ ପାଳନ କରାଯାଇଛି l
ଏହି ଅବସରରେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡା. ଆଶିଷ ବିଶ୍ୱାସ ସଭରେ ଅଧକ୍ଷତା କରି ସରକାରଙ୍କ ପ୍ରଦତ୍ତ ପ୍ରଧାନମନ୍ତ୍ରୀ ନିରାପଦ ମାତୃତ୍ୱ ଜନିତ ନିୟମାବଳୀ ସମ୍ୱନ୍ଧରେ ସବିଶେଷ ଧାରଣା ଦେଇ ସରକାରଙ୍କ ବିଭିନ୍ନ ମାଗଣା ସ୍ୱାସ୍ଥ୍ୟ ଜନିତ ସୁବିଧା,ଯାନ୍ତ୍ରିକ ସୁବିଧା (ସୋନ ଗ୍ରାଫି )ଗର୍ଭ ସମୟର ବିଭିନ୍ନ ସ୍ୱାସ୍ଥ୍ୟ ପରୀକ୍ଷା ସଠିକ ସମୟରେ କରାଇଲେ ଜଣେ ଗର୍ଭବତୀ ମହିଳା ନିରାପଦ ମାତୃତ୍ୱ ହାସଲ କରି ପାରିବେ ଓ ଏହିପରି ଆମ ରାଜ୍ୟର "ସଂପୂର୍ଣ୍ଣା"ଯୋଜନାରେ ଦୁର୍ଗମ ଅଂଚଳରୁ ଗର୍ଭବତୀ ମାଁ ମାନଙ୍କୁ ଅତିତିକ୍ତ ସହାୟତା ଓ ଆର୍ଥିକ ପ୍ରୋତ୍ସାହନ ଦିଆଯିବା, ରାଜ୍ୟ ରେ ସ୍ଥାପିତ ହୋଇଥିବା ୭୪ ଗୋଟି

ମାଆ ଓ ଶିଶୁ ଚିକିତ୍ସା କେନ୍ଦ୍ର, ୯୩ ଟି ମାଁ ଗୃହ କରାଇ ଏଠି ଗର୍ଭବତୀ ମାଁ ଙ୍କର ନିରନ୍ତର ସେବା ଯୋଗାଇ ଦେବା ଇତ୍ୟାଦି ଆମ ସରକାରଙ୍କ ବିଶେଷ ଅବଦାନ ବୋଲି ଶ୍ରୀ ବିଶ୍ୱାସ ଜଣାଇଥିଲେ 
ଆଜିର ଦିନ ଟି କସ୍ତୁରବା ଗାନ୍ଧୀଙ୍କ ଜୟନ୍ତୀ ଓ ଏହିଦିନ ଟି ନିରାପଦ ମାତୃତ୍ୱ ଦିବସ ପାଇଁ ସମର୍ପିତ ତେଣୁ ଆଜିର ଏହି ପବିତ୍ର ଦିନରେ ଆମେ ସଭିଏଁ ଶପଥ ନେବା ଆବଶ୍ୟକ ଯେ କୌଣସି ପରିସ୍ଥିତିରେ ବି ହେଉ ଜଣେ ପ୍ରସୂତି ମାଁ ଗର୍ଭଧାରଣ ସମୟରେ ମୃତ୍ୟୁବରଣ କରିବା କଥା ନୁହଁ ବୋଲି ସ୍ୱାସ୍ଥ୍ୟ କେନ୍ଦ୍ର ର ବରିଷ୍ଠ ସ୍ୱାସ୍ଥ୍ୟ ସେବିକା ମାମୀ ସିଂଦେଓ ଓ ରୋଜାଲିନା ହୋତା ଉଦବୋଧନ ଦେଇଥିଲେ l
ନିରାପଦ ମାତୃତ୍ୱ ପାଇଁ ସରକାରଙ୍କ ଅନବରତ ପ୍ରୟାସ ଫଳ ସ୍ଵରୂପ ଓଡିଶା 

ମାତୃ ମାତୃ ମୃତ୍ୟୁ ହାରରେ ସର୍ବାଧିକ  ୩୦୫  ପଏଣ୍ଟ ହ୍ରାସ ପ୍ରସବ ପୂର୍ବବର୍ତ୍ତୀ ପରୀକ୍ଷା କ୍ଷେତ୍ରରେ  ୭୮.୧  ଶତକଡା ଓ ଅନୁଷ୍ଠାନିକ ପ୍ରସବରେ ୯୨.୨ ଶତକଡା ହାସଲ କରି ସର୍ବ ଭାରତରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରି ପାରିଛି l
ସ୍ୱାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ଏଭଳି ପ୍ରୟାସ ଓ ଯୋଜନା ପାଇଁ ଆମେ ଗର୍ବ ଅନୁଭବ କରିବା ଆବଶ୍ୟକ ବୋଲି ଅନୁଷ୍ଠାର  ନିର୍ଦ୍ଦେଶକ ଚେୟାରମେନ ସତ୍ୟ ରଞ୍ଜନ ଓ ରବି ରଞ୍ଜନ ଜଣାଇଥିଲେ l
ନିରାପଦ ମାତୃତ୍ୱ ଦିବସ ରେ ସ୍ୱାସ୍ଥ୍ୟ କେନ୍ଦ୍ରରୁ ସତ୍ୟବ୍ରତ ଷଡ଼ଙ୍ଗୀ, ସୂର୍ଯ୍ୟଂସୀ ହୋତା, ରୋନି ବଗର୍ତ୍ତୀ, ଅଞ୍ଜଳି ନାଗ, ବିପିନ ବିହାରୀ ସେଟ, ଦଶରଥୀ ପଧାନ ପ୍ରମୂଖ ଉପସ୍ଥିତ ରହିବା ସଂଗେ ସଂଗେ, ଅନେକ ମାଁ ଉପସ୍ଥିତ ରହି ଦିବସକୁ ସାଫଲ୍ୟ କରାଇବାରେ ସହଯୋଗ କାରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like