-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଡହ ଡହ ଖରାରେ ସିଝୁଛନ୍ତି ପରିବା ବ୍ୟବସାୟୀ, ମୁଣ୍ଡ ଫଟା ଖରାରେ ଜରିପାଲ ହିଁ ଭରସା -ରାଜସ୍ବ ଆଦୟକୁ ଗୁରୁତ୍ବ, ବେଫିକର ପଞ୍ଚାୟତ କର୍ତ୍ତୃପକ୍ଷ - ପିଇବା ପାଣି ବ୍ୟବସ୍ଥା ନାହିଁ

11-Apr-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଇଛି।‌ କିଛି ଦିନ ହେବ ଏହି ଅଞ୍ଚଳରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ରହୁଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ରେ ଜନଜୀବନ ଅସ୍ତବ୍ୟସ୍ତ ହେବା ସହ ଘରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡିଛି। ଏଭଲି ଅବସ୍ଥାରେ ବୀରମହାରାଜପୁର ଠାରେ ବସୁଥିବା ଦୈନିକ ପରିବା  ବଜାର ରେ ବ୍ୟବସାୟୀ ମାନେ ମୁଣ୍ଡଫଟା ଖରାକୁ ନେଇ ଅକଥନୀୟ ଅସୁବିଧାର ଭୋଗୁଛନ୍ତି। କେବଳ ବ୍ୟବସାୟୀ ନୁହନ୍ତି ବଜାର କୁ ଆସୁଥିବା ଗ୍ରାହକ ମାନେ ମଧ୍ୟ ‌ ଖରା ଉତ୍ତାପ ରେ କଲବଲ ହେଉଛନ୍ତି। ମୁଣ୍ଡଫଟା ଖରା ସମୟରେ ପରିବା ବିକ୍ରେତାଙ୍କ ପାଇଁ କେବଳ ଜରି ପାଲ ହିଁ ଭରସା ପାଲଟିଛି। ଦୈନିକ ଏଠାରେ ପରିବା ବିକ୍ରେତା ଏବଂ ଅଞ୍ଚଳ ବାସୀଙ୍କ ସମାଗମ ‌ହେଉଥିଲେ ସୁଦ୍ଧା ପ୍ରସାଶନ ପକ୍ଷରୁ ଏଯାଏଁ ବଜାର ନିକଟରେ ପିଇବା ପାଣିର କୈାଣସି ବ୍ୟବସ୍ଥା କରାଯାଇ ନାହିଁ। ଯଦି କୈାଣସି ଚାଷୀ ଅଂଶୁଘାତ ର ଶିକାର ହୁଅନ୍ତି ତେବେ ସ୍ଥାନୀୟ ପ୍ରଶାସନ ଏଥିପ୍ରତି ଉତ୍ତରଦାୟୀ ରହିବେ ବୋଲି ଏଠାକୁ ଆସୁଥିବା ବ୍ୟବସାୟ ପ୍ରକାଶ କରିଛନ୍ତି। ପ୍ରତିଦିନ  ରାଜସ୍ୱ ଆଦାୟ ହେଉଥିଲେ ମଧ୍ୟ ବ୍ୟବସାୟୀ ଙ୍କ ସ୍ବାର୍ଥକୁ ପଞ୍ଚାୟତ କର୍ତ୍ତୁପକ୍ଷ ଅଣଦେଖା କରୁଥିବା ଅଭିଯୋଗ ହେଉଛି। ଦୈନିକ ବଜାର ଠାରେ ପ୍ରଶାସନ ପକ୍ଷରୁ ଏକ ନଳକୂପ ସ୍ଥାପନ ହୋଇଥିଲା।‌ ଯାହାଫଳରେ ଏଠାକୁ ଆସୁଥିବା କ୍ରେତା ଓ ବିକ୍ରେତା ଓ  ସ୍ଥାନୀୟ ଲୋକେ ପିଇବା ପାଣି ଟୋପାଏ ପାଉଥିଲେ। ନଳକୂପ ସ୍ଥାପନ ର କିଛି ଦିନ ପରେ ଏହି ନଳକୂପ କୁ କୈାଣସି ବ୍ୟକ୍ତି ଏଠାରୁ କାଢୀ ନେଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ତୁରନ୍ତ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଜନସାଧାରଣ ଦାବି ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like