-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ରୋତ ମହାବିଦ୍ୟାଳୟ ରେ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

12-Apr-2023



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ରୋତ ମହାବିଦ୍ୟାଳୟ ର ମୂଳ ଅଧ୍ୟକ୍ଷ ,ପ୍ରାଧ୍ୟାପକ, ଅଧ୍ୟାପକ ଓ କର୍ମଚାରୀ ମାନଙ୍କର ଏକ ବନ୍ଧୁ ମିଳନ ହୋଇଯାଇଛି l ଏଥିରେ ପୂର୍ବତନ ଅଧ୍ୟକ୍ଷ ଅଶ୍ଵିନୀ କୁମାର ଦାସ ,ପ୍ରାଧ୍ୟାପକ ଧନଞ୍ଜୟ ସାହୁ , ଅରୁଣ ନାୟକ , ଅଜୟ କୁମାର ମିଶ୍ର , ଜୟନାରେନ୍ ବେହେରା , ଜଗନ୍ନାଥ ମହାପାତ୍ର , ପ୍ରଦୀପ ଷଡ଼ଙ୍ଗୀ , ଖିରୋଦ୍ର ମହାରଣା , ଗୁପ୍ତେଶ୍ୱର ବାରିକ , ଦୃବ ଚରଣ ପ ଧାନ , ଅନ୍ତର୍ଯ୍ୟାମୀ ନାୟକ , ଓ ଅଣ କର୍ମଚାରୀ ପ୍ୟାରୀ ଲାଲ ପଟେଲ , ଗ ଙ୍ଗା ଧର ପ ଟେଲ , ରାହାସ ଚନ୍ଦନ , ଜୟସିଂହ ବରିହା , କଉତୁକ ପ ଟେଲ୍ , ମିନ କେତନ ବାରିକ ପ୍ରମୁଖ ଏହି ବନ୍ଧୁ ମିଳନ ରେ ଯୋଗ ଦେଇ ଥିଲେ l ଏହି ଅବସରରେ କଲେଜ ଅଧ୍ୟକ୍ଷ ସନ୍ତୋଷ କୁମାର ରଥ ଙ୍କ ସଭା ପତି ଟ୍ୟୁ ରେ ଏକ ସଭାର ଆୟୋଜନ କରା ଯାଇ ଥିଲା ଓ ଅଧ୍ୟାପକ , ଅଣ କର୍ମଚାରୀ ମାନେ ନିଜ ନିଜ ଅନୁଭୂତି ସ୍ମୁତି ଚାର ନ କରିବା ସହିତ ଉତ୍ତରୋତ୍ତର ଉନ୍ନତି ପାଇ ପ୍ରଭୁ ଜଗନ୍ନାଥ ଙ୍କ ଠାରେ ସମସ୍ତେ କାମନା କରିଥିଲେ l କଲେଜ୍ ଟି ଆଗାମୀ ଦିନରେ ଉନ୍ନତି ପଥରେ ଆଗେଇ ଆସୁ ବୋଲି କାମନା କରି ଥିଲେ ।ଏହି କଲେଜ୍ ର ଦିବଂଗତ ଅଧ୍ୟାପକ ସମ୍ପଦ ନାୟକ , ଅଣ କର୍ମ ଚାରି ଜଗଦାନନ୍ଦ ଭୋଇ , ଗୋପାଳ ବେହେରା ଙ୍କ ଉଦ୍ଧେଶ୍ୟରେ ଏକ ଶୋକ ସଭା କରାଯାଇ ସ୍ମୁତି ଚରଣ କରି ଥିଲେ l ସର୍ବ ସମତି କ୍ରମେ କଲେଜ କୁ ସାହାଯ୍ୟର ହାତ ବଢ଼ାଇବା ପାଇଁ ସମ୍ବତି ପ୍ରଦାନ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like