-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଳକରେ ଶିକ୍ଷା ସଚେତନତା ରଥର ଶୁଭାରମ୍ଭ

12-Apr-2023



କଣ୍ଟାବାଞ୍ଜୀ(ଆନନ୍ଦ ମୋଟେ ): ସାରା ରାଜ୍ୟରେ ଚାଲ ଆମେ ସ୍କୁଲକୁ ଯିବା କାର୍ଯ୍ୟକ୍ରମ ଚାଲିବା ଅବସରରେ ଶିକ୍ଷା ସଚେତନତା ରଥ ଆଜି ତୁରେକେଲା ବ୍ଳକରୁ ଗଡିବାର ଶୁଭାରମ୍ଭ ହୋଇଛି।ତୁରେକେଲା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ଶ୍ରୀ ଦେବାଶିଷ ସାମଲ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ମୁଖ୍ୟଅତିଥି, ଶ୍ରୀମତୀ ମାଧୁରୀ ହୋତା, ଶିଶୁ ପ୍ରକଳ୍ପ ଅଧିକାରୀ, ଶ୍ରୀ ଫକୀର ଚରଣ ବିଶି,ଏବିଇଓ,ଶ୍ରୀ ଚନ୍ଦ୍ରଭାନୁ ବେହେରା, ଏବିଇଓ, ଶ୍ରୀ ଜଳନ୍ଧର ମହାକୁଡ, ସରପଞ୍ଚ ସମ୍ମାନିତ ଅତିଥି

ଭାବରେ ଯୋଗ ଦେଇଥିଲେ।ତୁରେକେଲା କ୍ଳଷ୍ଟର ସଂଯୋଜକ ଶ୍ରୀ ବିରଞ୍ଚି ନାରାୟଣ ଦାଶ ସଭା ପରିଚାଳନା କରିଥିଲେ।ସଭାରେ ଉପସ୍ଥିତ ସମସ୍ତ ଅତିଥି ପୂର୍ଣ୍ଣ ଉପସ୍ଥାନ ସହିତ ଛଅ ବର୍ଷରୁ ବିଦ୍ୟାଳରେ ଯେପରି ସମସ୍ତ ପୁଅଝିଅ ନାମ ଲେଖେଇବେ ସେଥିପ୍ରତି ଧ୍ୟାନ ଦେବାକୁ ମତ ଦେଇଥିଲେ।ସଭା ପରେ ଅତିଥି ମାନେ ସବୁଜ ପତାକା ଦେଖେଇବା ପରେ ଶିକ୍ଷା ସଚେତନତା ରଥଟି ଗଡିବା ଆରମ୍ଭ କରିଥିଲା।ତୁରେକେଲା ଗ୍ରାମ ପରିକ୍ରମା କଲାପରେ ବକବାହାଲ ଗ୍ରାମକୁ ଯାଇଥିଲା।ବକବାହାଲ ପ୍ରାଥମିକ ବିଦ୍ୟାଳୟରେ ରଥକୁ ସ୍ୱ।ଗତ କରାଯାଇଥିଲା।ତାପରେ ରଥଟି କମେଇମୁଣ୍ଡା ପଞ୍ଚାୟତର ପଖନମୁଣ୍ଡା ଗ୍ରାମକୁ ଯାଇଥିଲା।ଗ୍ରାମରେ ରଥକୁ ବନ୍ଦାପନା କରିବା ସହିତ ସଂକିର୍ତ୍ତନ୍ୟଦଳ ମହାସମାରୋହରେ ସ୍ୱ।ଗତ କରିଥିଲେ।ପଖନମୁଣ୍ଡା ଉଚ୍ଚ ବିଦ୍ୟାଳୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା।ସଭାରେ ସରପଞ୍ଚ ଶ୍ରୀମତୀ ବିନୋଦିନି ନାଗ,ସମିତିସଭ୍ୟା ରଜନୀ ତାଣ୍ଡୀ, ସିଆରସିସି ଧନସିଂ ମାଝୀ ଉପସ୍ଥିତ ଥିଲେ।ତାପରେ କୁଇବାହାଲ ଗ୍ରାମର ଉଚ୍ଚ ବିଦ୍ୟଳୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା।ଏହି

କାର୍ଯ୍ୟକ୍ରମରେ ସିଆରସିସି ପ୍ରେମରାଜ ପାଣିଗ୍ରାହୀ,ଗୁରୁପ୍ରସାଦ ଛତ୍ରିଆ, ସୁନିଲ ସାହୁ,ପ୍ରକାଶ ସେଲମା, ରମେଶ ସୁନା,ଶିକ୍ଷୟିତ୍ରୀ କୁନି ମହାଣା,ଅଜିତ ବାରିକ,ବିଜୁଦାସ ମହାନନ୍ଦ, ସୂର୍ଯ୍ୟକାନ୍ତ ରଣା, ଅଲେଖ ବନଗୋଲା, ବିଶେଶ୍ୱର ମୁଦୁଲି, ମନୋଜ ତାଣ୍ଡୀ, ଚନ୍ଦ୍ରାବତି ଦେଇ,ମଣି ମାଝୀ, ରଜନୀ ରାଉତ,ବିନୋଦ ବଉକ,କୃଷ୍ଣଚନ୍ଦ୍ର ରଣା,ନିରୋଦ ଭୁଏ,ଶରତ ମାଝୀ,କୁଳଧର ଚନ୍ଦନ, ଲକ୍ଷ୍ମୀ ମାଝୀ,ଶ୍ୟାମ ସୁନ୍ଦର ପାତ୍ର, ତଥା ଗ୍ରାମବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like