-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ଠାରେ ୩୮ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ।

13-Apr-2023



ବରଗଡ଼ - (ପ୍ରେରଣା ଖବର)
ବରଗଡ଼ ଜିଲ୍ଲା ପଦମପୁର  ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଠାରେ ୩୮ତମ ବାର୍ଷିକ ଉତ୍ସବ ୨୦୨୨-୨୩ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟା ମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ଓ ଅନ୍ୟାନିୟ ଅତିଥି ବୃନ୍ଦ  ମୁଖ୍ୟ ଅତିଥି ତଥା ବର୍ତ୍ତମାନ ର ଏମ. ଏଲ.ଏ ମାନନୀୟା ଶ୍ରୀମତୀ ବର୍ଷା ସିଂ ବରିହା ଙ୍କୁ ବାଟ ରୁ ଉପଢୌକନ  ଦେଇ ପାଛୋଟି ଆଣିଥିଲେ ।ଶ୍ରୀମତୀ ବର୍ଷା ସିଂ ବରିହା ଦୀପ ପ୍ରଜ୍ବଳନ କରିଥିଲେ। ବିଦ୍ୟା ମନ୍ଦିର ର ଛାତ୍ରୀ ମାନଙ୍କ ଦ୍ଵାରା ପ୍ରରମ୍ବିକ ସଂଗୀତ ଗାନ କରାଯାଇଥିଲା। ଓ ଶିଶୁ ବିଦ୍ୟା ମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ସ୍ବାଗତ ଭାଷଣ ଦେଇଥିଲେ ।ଶ୍ରୀମତି ବର୍ଷା ସିଂ ବରିହା ଙ୍କୁ ଉତ୍ତରୀୟ ଦେଇ ସମ୍ମାନ  କରାଯାଇଥିଲା ।ଶ୍ରୀଯୁକ୍ତ  ପ୍ରଦୀପ କୁମାର ସାହୁ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଥିଲେ। ଏହି ବାର୍ଷିକ ଉତ୍ସବ ଶାନ୍ତି ଶୃଙ୍ଖଳା ର ସହିତ ହୋଇଥିଲା ଏହି ବାର୍ଷିକ ଉତ୍ସବ ରେ ବହୁ ମାନ୍ୟ ଗଣ୍ୟ ଅତିଥି ବୃନ୍ଦ ଉପସ୍ଥିତ ଥିଲେ। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପ୍ରତିଯୋଗିତା ରେ ଭାଗ ନେଇଥିବା କୃତି ଛାତ୍ର ଛାତ୍ରୀ ମାନଙ୍କୁ ସାର୍ଟିଫିକେଟ ଦିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like