-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ର ୩୮ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ।

14-Apr-2023



ପଦ୍ମପୁର (ପ୍ରେରଣା ଖବର)
ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ୩୮ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ଓ ଉତ୍ସବ ପ୍ରମୁଖ ଚୈତନ୍ୟ ଭୋଇ ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ  ଉତ୍ସବ ରେ ଶ୍ରୀମତୀ ବର୍ଷା ସିଂ ବରିହା (ମାନ୍ୟବର ବିଧାୟିକା ପଦ୍ମପୁର ନିର୍ବାଚନ ମଣ୍ଡଳୀ ,ପଦ୍ମପୁର) ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ରଳନ ପୂର୍ବକ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ ।ଶ୍ରୀଯୁକ୍ତ ପ୍ରଦୀପ କୁମାର ସାହୁ (ଉପ ସଭାପତି ଶିକ୍ଷା ବିକାଶ ସମିତି, ଓଡିଶା) ପ୍ରମୁଖ ଯୋଗଦେଇ ଶିଶୁ ର ସର୍ବାଙ୍ଗୀନ ବିକାଶ ପ୍ରତି ଧ୍ୟାନ ଦେଇ ଭଲ ମଣିଷ ଟିଏ ଗଢ଼ି ତୋଳିବାକୁ ମାତା ପିତା ଙ୍କ ଦାୟିତ୍ୱ ଗୁରୁତ୍ୱ ପୂର୍ଣ୍ଣ ବିଷୟରେ ଆଲୋକ ପାତ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।ଭଉଣୀ ମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ କରାଯାଇଥିଲା ।ଶ୍ରୀଯୁକ୍ତ ଜନକଲାଲ ମେହେର ସମ୍ପାଦକ ବାର୍ଷିକ ବିବରଣୀ ପାଠକରିଥିଲେ ।ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।ସମସ୍ତ ଅତିଥି ମାନଙ୍କ କରକମଳରେ ବିଦ୍ୟାଳୟ ର ବାର୍ଷିକ ମୁଖପତ୍ର ଅରୁଣ ଉନ୍ମୋଚିତ ହୋଇଥିଲା ।ଡ଼ଃ ବାଞ୍ଛାନିଧି ପଣ୍ଡା, ଶିରିଶ ବହିଦାର ,ଅନୀଲ ମୋଦୀ,ଗୋବିନ୍ଦ ପ୍ରସାଦ ଅଗ୍ରୱାଲ, ରାମକ୍ରିଷ୍ଣ ଦାସ ପ୍ରମୁଖ ଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ନାନୀତ କରାଯାଇଥିଲା ।ବିଦ୍ୟାଳୟ ର ବିଭିନ୍ନ ପ୍ରତିଯୋଗିତା ଓ ପରୀକ୍ଷା ରେ କୃତିତ୍ବ ହାସଲ କରିଥିବା ଭାଇ ଭଉଣୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ କୁ ଚୈତନ୍ୟ ଭୋଇ ଗୁରୁଜୀ ଓ କଲ୍ୟାଣୀ ମିଶ୍ର ଗୁରୁମା ସଂଯୋଜନା କରିଥିବା ବେଳେ ଶ୍ରୀଯୁକ୍ତ ଜୟକୁମାର ଭୁଏ ସହ ସମ୍ପାଦକ ଧନ୍ୟବାଦ ଅର୍ପଣ କରିଥିଲେ ।ପରେପରେ ଭଉଣୀ ମାନଙ୍କ ଓଡ଼ିଶୀ ନୃତ୍ୟ, ଶିଶୁ ପ୍ରାରମ୍ଭ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୧୧ ଗୋଟି ନୃତ୍ୟ ଝିଅ ମାନଙ୍କ ଉପରେ କଥାବସ୍ତୁ ନେଇ ପରିବେଷଣ  ପରୀ ନୃତ୍ୟ ଓ ଯୋଗାସନ ,କେଶରଂଜନ ପଧାନ ଙ୍କ ଦ୍ୱାରା ରଚିତ ଓ ନିର୍ଦ୍ଦେଶିତ ନାଟକ ଗାନ୍ଧୀ ଛକ ଦର୍ଶକ ମାନଙ୍କ ହୃଦୟସ୍ପର୍ଶୀ   ହୋଇଥିଲା । ବିଭିନ୍ନ ମନୋରଞ୍ଜନ କାର୍ଯ୍ୟକ୍ରମ ରେ ବସନ୍ତ ସାହୁ, ରମେଶ ଗୁର୍ଲା ,ଦୟାସାଗର ଧରୁଆ ,ଜୁବଲି ପଣ୍ଡା, ରାଶେଶ୍ୱରୀ ପାଣିଗ୍ରାହୀ, ସୌରେନ୍ଦୀ ସାହୁ, ପ୍ରମୁଖ ନିର୍ଦ୍ଦେଶନା ଦେଇଥିଲେ ।ମାତୃ ଭାରତୀ ର ସଦସ୍ୟା ବୃନ୍ଦ,ପରିଚାଳନା କମିଟି ସଦସ୍ୟ, ସମସ୍ତ ଗୁରୁଜୀ ଗୁରୁମା ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like