-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ସାପ୍ତାହିକ ପ୍ରେରଣା ର ୧୮ତମ ସ୍ୱନକ୍ଷତ୍ର ଦିବସ ପାଳିତ

14-Apr-2023



ବଲାଙ୍ଗୀର,  ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବ ବର୍ଷ ଅବସରରେ ସାପ୍ତାହିକ ପ୍ରେରଣାର ୧୮ତମ ସ୍ୱନକ୍ଷତ୍ର ଦିବସ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ପାଳିତ ହୋଇଯାଇଛି । ଶିିକ୍ଷାବିତ୍ ମନୋରଂଜନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ପ୍ରାରମ୍ଭରେ ଅତିଥି ମାନେ ଶ୍ରୀ ହନୁମାନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ସଭାର ଶୁଭାରମ୍ଭ କରିଥିଲେ । ପ୍ରେରଣାର ସଂପାଦକ ରଘୁ ନନ୍ଦନ ସିଂହ ସଂପାଦକୀୟ ବିବରଣୀ ପ୍ରଦାନ କରିବା ସହ ସଭାର ଉଦ୍ଦେଶ୍ୟ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ସଭାର ପ୍ରଥମ ଅଧିବେଶନରେ କବି ରତ୍ନମୟ ତ୍ରିପାଠୀଙ୍କ ସଂଯୋଜନାରେ ଏକ ବହୁଭାଷୀ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା । କବିତା ପାଠୋତ୍ସବରେ କବି ହୃଷୀକେଶ ପୁରୋହିତ ସଭାପତିତ୍ୱ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ କବିତା ମିଶ୍ର, ରାମନାରାୟଣ ଦାସ, ମୃଗେଶ ବୈଷ୍ଣବ ପାଣିଗ୍ରାହୀ, ଚୁମ୍‌କି ମିଶ୍ର, କପିଳ ପତି, ସବିତା ମହରା, ଡ. ଅଶୋକ ସେଠୀ, କପିଳେଶ୍ୱର ଖମାରୀ, ବାସନ୍ତୀ ହନୁମାନ, ମୋହନ ପଟେଲ ପ୍ରମୁଖ ସ୍ୱରଚିତ କବିତା ପାଠ କରିଥିଲେ ।

ଦ୍ୱିତୀୟ ଅଧିବେଶନରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ତୁଷୁରା ଏନ୍‌ଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ୱାଲ , ସମ୍ମାନିତ ଅତିଥି ଭାବରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ବରିଷ୍ଠ ଲେଖକ ଶଶୀଭୂଷଣ ମିଶ୍ର ଓ ମୁଖ୍ୟ ବକ୍ତା ଭାବରେ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ଗୀତାଞ୍ଜଳି ପାଢ଼ି ଯୋଗ ଦେଇ ପ୍ରେରଣା ଖବରକାଗଜ ର ପ୍ରଚାରପ୍ରସାର ବୃଦ୍ଧି ପାଇବା ସହ ଏ ଅଂଚଳର ନୂଆଁ ନୂଆଁ ଖବର ପରିବେଷଣ କ୍ଷେତ୍ରରେ ପ୍ରେରଣା ଏକ ଅଗ୍ରଣୀ ଭୂମିକା ଗ୍ରହଣ କରୁ ବୋଲି କହିଥିଲେ । ମନର ଭାବ ପ୍ରକାଶ କରିବାର ଏକ ମାଧ୍ୟମ ହେଉଛି ପତ୍ରିକା ଏବଂ ଏହା ମାଧ୍ୟମରେ  ଓ ସମାଜରେ ଘଟୁଥିବା ଘଟଣାର ପ୍ରତିଫଳନ ହୋଇଥାଏ ବୋଲି ବକ୍ତା ମାନେ କହିଥିଲେ ।ା ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ  ପ୍ରେରଣାର ବାର୍ଷିକ ବିଶେଷାଙ୍କ ଉନ୍ମୋଚିତ ହୋଇଥିଲା ।

ଏହି ଅବସରରେ ସାମ୍ବାଦିକତା କ୍ଷେତ୍ରରେ ବୀରେନ୍ଦ୍ର କୁମାର ଝାଙ୍କର, ଘଟେଶ୍ୱର ମିଶ୍ର, ସାହିତ୍ୟ କ୍ଷେତ୍ରରେ ଡ. ଅଭୟ ନାରାୟଣ ନାୟକ, କବୟିତ୍ରୀ ଜ୍ୟୋସ୍ନାମୟୀ ତ୍ରିପାଠୀ, ଆଇନଜୀବୀ ବବିତା ଅଗ୍ରୱାଲ ଶିକ୍ଷୟିତ୍ରୀ ଜ୍ୟୋସ୍ନା ଦାଶ ବଲାଙ୍ଗୀର ଜିଲ୍ଲା ଲାଠୋର ର ସର୍ବକନିଷ୍ଠ ସରପଂଚ ଜୟଶ୍ରୀ ଭଏଁସାଲ, ଆଦର୍ଶ ଶିକ୍ଷକ ହୃଷୀକେଶ ଡାଙ୍ଗଙ୍କ ସମେତ ପ୍ରେରଣା ପ୍ରତିନିଧି ସଂଜୀବ ଦାସ ଓ ନରହରି ବଗର୍ତ୍ତିୀଙ୍କ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ସନ୍ତୋଷ କୁମାର ଠାକୁର ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ଫିରୋଜ ସାହୁ, ବିନୋଦ ଦୀପ, ରବି ପଶାୟତ, ଦେବାଶିଷ ବହିଦାର, ନିରୋଜ ମିଶ୍ର, ରାଧାକୃଷ୍ଣ ମିଶ୍ର, ମନୋଜ ଜୈନ ପ୍ରମୁଖ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like