-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ଜଳ ଛତ୍ର ଉଦଘାଟନ

14-Apr-2023



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ/)
ପବିତ୍ର ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବ ବର୍ଷ  ଉପଲକ୍ଷେ  ଆଜି ସନ୍ଧ୍ୟା 6  ଘଣ୍ଟl ବେଳେ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର -ମନମୁଣ୍ଡା ପକ୍ଷରୁ ବିଜୁ ପଟ୍ଟନାୟକ ଛକ ଠାରେ ଏକ ଜଳ ଛତ୍ର ର ଶୁଭାରମ୍ଭ କରାଯାଇଥିଲା l ସୁବର୍ଣ୍ଣପୁର ଏସପି ଶ୍ରୀ  ଅମରେଶ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ହନୁମାନ ପ୍ରଭୁ ଙ୍କୁ ଧୂପ ଦୀପ ପ୍ରଦାନ ପୂର୍ବକ ଏହି କାର୍ଯ୍ୟକ୍ରମ  କୁ ଶୁଭ ଉଦଘାଟନ କରିଥିବା ବେଳେ  ସମ୍ମାନିତ ଅତିଥି ଭାବେ  ସୋନପୁର ଭାରପ୍ରାପ୍ତ ଥାନା ଅଧିକାରୀ କୃଷ୍ଣ ଚନ୍ଦ୍ର ମେହେର , ସୋନପୁର କଲେଜ ଏନ ସି ସି ଲେଫ୍ଟନାଣ୍ଟ ଆଶିଷ ଅଗ୍ରୱାଲା, କାଉନସିଲର ପିୟୁଷ ପଣ୍ଡା, ସ୍ୱଚ୍ଛ ଭାରତ ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ, ଉପଦେଷ୍ଟା ଗରିବ ଲୋଇ , ବିନୋଦ ମେହେର, ଇନ୍ଦୁମତୀ ପୁରୋହିତ,  ଜ଼ିଲ୍ଲା ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ ସାହୁ, ସମାଜସେବୀ ପରେଶ ମେହେର, ଶଙ୍କର ମେହେର,ରାମଚନ୍ଦ୍ର ଆଗ୍ରୱାଲl, ଗଣେଶ ମିଶ୍ର, ଶ୍ରୀବନ୍ତ ମିଶ୍ର, ସନ୍ତୋଷ ମିଶ୍ର ଯୋଗ ଦେଇ ଆୟୋଜକ ଓ ଜନ ସାଧାରଣ ଙ୍କୁ ଉତ୍ସାହିତ କରିଥିଲେ l ସଂଗଠନ ର ସଂଯୋଜକ ମନୋରଞ୍ଜନ ତ୍ରିପାଠୀ, ପ୍ରଭାସ ମେହେର, ପ୍ରତ୍ୟୁଷ ମେହେର, ପ୍ରଫୁଲ୍ଲ ନାଏକ, ତରଣୀ ମେହେର, ଜୟନ୍ତ ବେହେରା, ତ୍ରିଲୋଚନ ତରିଆ, ଡ଼, ସରୋଜ ପଟେଲ, ଦିଲ୍ଲୀପ ଭୁକ୍ତା, ଜୟନାରlଣ ସାହୁ, ନାରାୟଣ ରଥ, ପ୍ରତାପ ଦାଶ, ସୁଶାନ୍ତ ସାହୁ, ଦେବାଶିଷ ମିଶ୍ର, ସଂଗୀତା ନାଏକ ପ୍ରମୁଖ ସମସ୍ତ ସଭ୍ୟ ପଣା ବଣ୍ଟନ କରି  ଏହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like