-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||     

HOME   ଜିଲ୍ଲା

ବୈଶାଖୀ ଆସର ଅନୁଷ୍ଠିତ: ଚୁଆ-ଚନ୍ଦନର ବାସରେ ମହକିଲା ପଥପ୍ରାନ୍ତ  

15-Apr-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁରର ବ୍ଲକଛକ ନ୍ୟୁ ମାର୍କେଟ ପରିସରରେ ସୃଜନର ଚନ୍ଦନ ଛିଟା *ବୈଶାଖୀ* ଆସର ଅନୁଷ୍ଠିତ ହୋଇଯାଇଛି । ସଙ୍ଗୀତ,ନୃତ୍ୟ,ଚିତ୍ର ଓ କବିତାର ବର୍ଣ୍ଣିଳ ଆସର "ବୈଶାଖୀ-୨୦୨୩" କାର୍ଯ୍ୟକ୍ରମରେ ବିଭିନ୍ନ ରୂପ ଓ ରଙ୍ଗ ପରଶି ଥିଲେ ଅନେକ ସୃଜକ । ସୁବର୍ଣ୍ଣପୁରର ଅଗ୍ରଣୀ ଅନୁଷ୍ଠାନ ନାଟ ପକ୍ଷରୁ ଆୟୋଜିତ ଏହି ଅଭିନବ କାର୍ଯ୍ୟକ୍ରମକୁ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ସମ୍ବଲପୁର ମଣ୍ଡଳର ସର୍କଲ ମୁଖ୍ୟ ଅଜିତ କୁମାର ମେହେର ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିବାବେଳେ ବିଶିଷ୍ଠ ସାମାଜିକ କର୍ମୀ ଘାସିରାମ ପଣ୍ଡା,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ ଓ ସଂସ୍କୃତି ସଂଗଠକ ବେଣୁଧର ପ୍ରଧାନ ଓଁକାର ପର୍ବରେ ଯୋଗଦେଇ ବୈଶାଖୀର ଏହି ଅଭିନବତାକୁ ପ୍ରଶଂସା କରିଥିଲେ । ଯୁବ ଲେଖକ କ୍ଷୀରୋଦ୍ର ବିଶ୍ୱାଳଂକ ସଂଯୋଜନାରେ ଅନୁଷ୍ଠିତ ସୃଜନର ଚନ୍ଦନ ଛିଟା ବୈଶାଖୀ ଆସରରେ ୩୬ରୁ ଅଧିକ କବି,ସଙ୍ଗୀତ ଶିଳ୍ପୀ,ଶିଶୁ ନୃତ୍ୟ ଶିଳ୍ପୀ ଓ ଚିତ୍ରକର ଦୁର୍ଯୋଧନ ମେହେର ନିଜ ନିଜର ସୃଜନ ପରିବେଷଣ କରିଥିଲେ । କବି ରଂଜିତା ପଣ୍ଡା, ସସ୍ମିତା ମେହେର, ଆଶିଷ ମିଶ୍ର, ସ୍ଵର୍ଣ୍ଣମୟୀ ମହାପାତ୍ର, ଗାଳ୍ପିକ ଆଦିତ୍ୟ ମିଶ୍ର, ଚିତ୍ରଶିଳ୍ପୀ ଦୂର୍ଯ୍ୟୋଧନ ମେହେର, ନୃତ୍ୟଶିଳ୍ପୀ ଆଇନୁର ବଣିଆଁ, ଯୋଗକର୍ମୀ ଶିବଦତ୍ତ ଚାନ୍ଦ,  ନାଟର କାର୍ଯ୍ୟକାରୀ ଅଧ୍ୟକ୍ଷ୍ୟ ପ୍ରଦ୍ୟୁମ୍ନ ସାହୁ,ସାଧାରଣ ସଂପାଦକ ବନମାଳୀ ପଣ୍ଡା,ସମାଜସେବା ସଂପାଦକ ସଂଜୟ କୁମାର ପଣ୍ଡା,ସଂସ୍କୃତି ସଂପାଦକ ଅବିନାଶ ହୋତା,ଲକ୍ଷ୍ମୀ ନାରାୟଣ ସାହୁ ପ୍ରମୁଖ ବୈଶାଖୀ ଆସରକୁ ସଫଳ କରିବାରେ ସହାୟତା କରିଥିଲେ । ଗାଳ୍ପିକ କ୍ଷୀରୋଦ ବିହାରୀ ବିଶ୍ଵାଳ କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026

You Might Also Like