-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଭାରତୀୟ ମାନବ ଅଧିକାର ପରିଷଦ ଦ୍ୱାରା ପଣା ବଣ୍ଟନ ।

15-Apr-2023



କଳାହାଣ୍ଡି(ତ୍ରିନାଥ ବେଶ୍ରା )
 ଭବାନୀପାଟଣା ସହରସ୍ଥିତ ଗାନ୍ଧୀଛକ ନିକଟ ଦଳିତ ମଞ୍ଚ ରେ ୧୪ ଅପ୍ରେଲ ଡକ୍ଟର ଆମ୍ବେଦକର ଜୟନ୍ତୀ ସହ  ମହାବିଷୁବ ସଂକ୍ରାନ୍ତି ତଥା ପବିତ୍ର ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ପାଳନ ଅବସରରେ ଭାରତୀୟ ମାନବ ଅଧିକାର ପରିଷଦ ଅନୁକୂଲ୍ୟ ରେ ଦିବା ଏଗାର ଟାରୁ ଅପରାହ୍ନ ତିନି ଘଟିକା ପର୍ଯ୍ୟନ୍ତ ପଣା ବଣ୍ଟନ କରାଯାଇଥିଲା ।  ଓଡ଼ିଆ ସଂସ୍କୃତି,ପରମ୍ପରା, ଭାଇଚାରା ଅନ୍ୟ ରାଜ୍ୟ ତୁଳନାରେ ଭିନ୍ନ, ଓଡ଼ିଶାର ଏହି ମହାନ ସଂସ୍କୃତିକୁ ଉଜ୍ଜୀବିତ ତଥା ରୁଦ୍ଧିମନ୍ତ ରଖିବା ଏବଂ ପରସ୍ପର ମଧ୍ୟରେ ଭାଇଚାରା ସୃଷ୍ଟି କରିବା ନିମନ୍ତେ ପ୍ରତେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପଣା ବଣ୍ଟନ କାର୍ଯ୍ୟକ୍ରମ କରାଯାଇଥିଲା ।

ଏଥିରେ ଭାରତୀୟ ମାନବ ଅଧିକାର ପରିଷଦ ର ରାଜ୍ୟ ସଭାପତି ଶ୍ରୀ  ସଂଗ୍ରାମ କେଶରୀ ପାତ୍ର, ରାଜ୍ୟ କାର୍ଯ୍ୟକାରୀ ସଭାପତି ସାରଦା ପ୍ରସାଦ ମିହାନ୍ତି, ରାଜ୍ୟ ଉପ ସଭାପତି ଶ୍ରୀ ପ୍ରବିଣ କୁମାର ଗୁପ୍ତା, ରାଜ୍ୟ ସଂଖ୍ୟାଲଘୁ ସେଲ୍ ର ସଭାପତି ମହମ୍ମଦ ସଲିମ୍ ଆଦିଙ୍କ ସହ ବିଏଚ୍ ଆର୍ ସି ର ଜିଲ୍ଲା କାର୍ଯ୍ୟକାରୀ ସଭାପତି ଅଶୋକ କୁମାର ଜୈନ୍,  ଜିଲ୍ଲା ଉପ ସଭାପତି ଶାନ୍ତି ସ୍ବରୂପ ପଣ୍ଡା, ରାଜ୍ୟ ସମ୍ପାଦକ ଶ୍ରୀ ଉମା ଶଙ୍କର ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମରେ ପରିଚାଳନା କରିଥିଲେ ଏବଂ କଳାହାଣ୍ଡି ଜିଲ୍ଲା ମିଳିତ ସାମ୍ବାଦିକ ସଂଘର ସଭାପତି ନାରାୟଣ ପ୍ରସାଦ ନାୟକ, କୋଷାଧ୍ୟକ୍ଷ  ବିରଞ୍ଚି ନାରାୟଣ ଯୋଶୀ, ଉପ ସଭାପତି ମଧୁସୂଦନ ମହାପାତ୍ର, ସଂଯୋଜକ ସିମାଞ୍ଚଳ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ପଣା ବଣ୍ଟନରେ ସହଯୋଗ କରିଥିଲେ । ଉକ୍ତ ମହତ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ବରିଷ୍ଠ  ସାମ୍ବାଦିକ ଶ୍ରୀଯୁକ୍ତ ନାରାୟଣ ପ୍ରସାଦ ନାୟକ  ଉଦଘାଟନ କରିଥିଲେ । ବିଏଚ୍ ଆର୍ ସି ତରଫରୁ କରାଯାଇଥିବା ମହତ କାର୍ଯ୍ୟକୁ ବୁଦ୍ଧିଜିବୀ ମହଲରେ ଭୂୟସୀ ପ୍ରଶଂସା କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like