-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବୁର୍ଡl ସ୍ଥିତ ବାଞ୍ଜିପାଲି ଠାରେ ଏସସି, ଏସଟି, ଓବିସି ବହୁଜନ ସମାଜ ପକ୍ଷରୁ ଭାରତରତ୍ନ ଡ଼. ବି.ଆର ଆମ୍ବେଦକର ଙ୍କ 132 ତମ ଜନ୍ମ ଜୟନ୍ତୀ ପାଳିତ

15-Apr-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅଧିନସ୍ଥ ବାଞ୍ଜିପାଲି ଠାରେ ଏସସି, ଏସଟି, ଓବିସି ବହୁଜନ ସମାଜ ପକ୍ଷରୁ ସମଗ୍ର ବିଶ୍ୱ ଇତିହାସରେ ମାନବବାଦ ର ପ୍ରତିଷ୍ଠାତା ମହା ବୋଧିସତ୍ୱ, ବିଶ୍ଵରତ୍ନ ଡ଼. ବି. ଆର ଆମ୍ବେଦକର ଙ୍କ 132 ତମ ଜୟନ୍ତୀ ଉପଲକ୍ଷେ ଏକ ବିଶାଳ ବ୍ଲକ ସ୍ତରୀୟ  ମାନବବାଦୀ ଅଭିବାଦନ ଏକ ବାଇକ ରାଲି ଜାତୀୟ ସମ୍ମାନ ସ୍ୱରୂପ ଲୋଇସିଂହା ଆଦିବାସୀ ଭବନ ଠାରୁ ବାହାରି ଜଡ଼ାମୁଣ୍ଡା ବାବାସାହେବ ସ୍ଟେଚୁ ରେ ପୁଷ୍ପମାଲ୍ୟ ସହ ପ୍ରଦୀପ ପ୍ରଜ୍ବଳନ ପରେ ଲୋଇସିଂହା ବସ୍ତି ରୁ ବାହାରି ବୁର୍ଡl, ବୁର୍ଡl ଛକ, ବୁଢ଼ୀପଦର l ବୁର୍ଡl ଆମ୍ବେଦକର କ୍ଳବ ରେ ପ୍ରଦୀପ ପ୍ରଜ୍ବଳନ କରି ବାଞ୍ଜିପାଳି ସ୍ଥିତ ଡ଼. ବି. ଆର ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ବାବାସାହେବ ଙ୍କ ଜୟଗାନ ହୋଇଥିଲା l ବାଇକ ରାଲି ଟି ପ୍ରାୟ 200 ମୋଟର ସାଇକେଲ ବ୍ୟବହୃତ ହୋଇଥିଲା, ସେଠି ଆମ୍ବେଦକର ଙ୍କ ଷ୍ଟେଚୁ ରେ ପ୍ରଦୀପ ପ୍ରଜ୍ବଳନ କରାଗଲା l ଏହାପରେ ବୁଦ୍ଧ ବନ୍ଦନା ଓ ସମ୍ବିଧାନ ର ମୁଖବନ୍ଧ ସାମୁହିକ ଭାବରେ ପଠନ କରିବା ସହ ସାଂସ୍କୃତିକ ସଭା ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ବିଜୟ ମହାନନ୍ଦ ଯୋଗ ଦେଇଥିଲେ l ଜଗନାଥ ମେଘ, ମିସ ମମୀକ, ପ୍ରତିଭା, ଧୀମାନ ସୁନିଲ ନନ୍ଦ ଉପସ୍ଥିତ ଥିଲେ l ସ୍ପେସିଆଲ ଅତିଥି  ଭାବେ ବୁର୍ଡl ସରପଞ୍ଚ ସୁଦିପ ସା ଯୋଗ ଦେଇଥିଲେ l ସଭାରେ ବାବାସାହେବଙ୍କର ଦେଶ ଓ ସମାଜ ପାଇଁ ତାଙ୍କର ବହୁମୂଲ୍ୟ ତ୍ୟାଗ ଓ ଯୋଗଦାନ ଉପରେ ତଥା ତାଙ୍କର ବିଚାର, ସିଦ୍ଧାନ୍ତ, ଗଣତ୍ରାନ୍ତିକ ସମାଜ ଗଠନ, ଜାତୀବିହୀନ ଆଦର୍ଶ ସମାଜ, ଅନ୍ଧବିଶ୍ୱାସ, କୁସଂସ୍କାର, ବୈଜ୍ଞାନିକ ଓ ତର୍କ ସଂଗତ ଚିନ୍ତାଧାରା ଉପରେ ସମସ୍ତ ଅତିଥି ଓ ବିଚାରକ ଆଲୋଚନା କରିଥିଲେ l ଧୀମାନ ଦୈତାରୀ ନନ୍ଦ ସ୍ୱାଗତ କରିଥିବା ବେଳେ ରମାକାନ୍ତ ଦୀପ ସଭାକୁ ସଂଚାଳନ କରିଥିଲେ l ଆମ୍ବେଦକର କ୍ଲବ ଓ ଏସଏସଏ ଓଡିଶା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l ପରେ ହଜାରୀ କୁମ୍ଭାର, ରଞ୍ଜନ ନନ୍ଦ, ବିଜୁ ନାଗ, ଲାଲମନ ନାଗ ପ୍ରମୁଖଙ୍କ ସହଯୋଗ କରି ଧନ୍ୟବାଦ ଅର୍ପଣ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like