-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ରାସ୍ତାକଡ଼ରେ ମଳତ୍ୟାଗ କରୁଥିବା ବ୍ୟକ୍ତିଙ୍କ ଉପରେ ଚଢ଼ିଗଲା କାର, ୩ ଗୁରୁତର ଆହତ

08-Dec-2020



(ପ୍ରେରଣା ଖବର) ତିଗିରିଆ: ରାସ୍ତା କଡ଼ରେ ମଳତ୍ୟାଗ କରୁଥିବା ବ୍ୟକ୍ତିଙ୍କ ଉ‌ପରେ ଚଢିଗଲା କାର। ତିଗିରିଆ ଥାନା ଅନ୍ତର୍ଗତ ୬୫ ନମ୍ବର ରାଜ୍ୟ ରାଜପଥର ପାଞ୍ଚଗାଁ ସାହୁଘର ଛକ ନିକଟରେ ସକାଳ ୫ଟାରେ ଏହି ଘଟଣା ଘଟିଛି। ରାସ୍ତା କଡ଼ରେ ମଳତ୍ୟାଗ କରୁଥିବା ସମୟରେ ବ୍ୟକ୍ତିଙ୍କ ଉ‌ପରେ କାର ଚଢିଯିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ଉକ୍ତ ବ୍ୟକ୍ତି ଜଣକ ପାଞ୍ଚଗାଁର ଧରଣୀଧର ବେହେରା ବୋଲି ଜଣାପଡ଼ିଛି। ଏହା ସହ କାରରେ ଥିବା ଦୁଇଜଣ ଯାତ୍ରୀ ମଧ୍ୟ ଆହତ ହୋଇଥିବା ଜଣା ପଡ଼ିଛି। ସେମାନେ ହେଲେ ଢେଙ୍କାନାଳ ଜିଲ୍ଲା କଦମପାଳର ଲତା ନାୟକ ଓ ତିଗିରିଆ ଥାନା ଅନ୍ତର୍ଗତ ଗୋଡିଝରିଆ ଗ୍ରାମର ସୁଜତା ନାୟକ।ସୂଚନା ମୁତାବକ, ବଡମ୍ବାରୁ ବାହାଘର ସାରି ଫେରୁଥିବା ଏକ ଅଲଟୋ କାରର ଚାଳକଙ୍କ ଆଖି ଲାଗିଯିବାରୁ ରାସ୍ତା କଡ଼ରେ ମଳତ୍ୟାଗ କରୁଥିବା ଧରଣୀଧରଙ୍କ ଉପରେ କାରଟି ଚଢିଯାଇଥିଲା। ଧକ୍କା ଦେଇ କାରଟି ରାସ୍ତା କଡ଼କୁ ଓଲଟି ପଡ଼ିବାରୁ କାରରେ ଥିବା ୪ ଜଣଙ୍କ ମଧ୍ୟରୁ ଦୁଇଜଣ ଗୁରୁତର ଆହାତ ହେବା ସହ ମଳତ୍ୟାଗ କରୁଥିବା ଧରଣୀଧର ବେହେରା ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସରେ ଗୁରୁତର ଆହତମାନଙ୍କୁ ଆଠଗଡ ଡାକ୍ତରଖାନାକୁ ପଠାଯାଇଛି। ଘଟଣାସ୍ଥଳରେ ତିଗିରିଆ ଥାନା ପୁଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଛି। ଆଠଗଡ ଡାକ୍ତରଖାନାରେ ସେମାନଙ୍କ ଚିକିତ୍ସା ଚାଲିଥିବା ସମୟରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତିନି ଗୁରୁତର ଆହତଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। କାର ମଧ୍ୟରେ ଥିବା ୮ ବର୍ଷର ବାଳକ ଅଳ୍ପକେ ବର୍ତ୍ତିଯାଇଛି। ଅନ୍ୟପକ୍ଷରେ ଖବର ପାଇ ଘଟଣାସ୍ଥଳରେ ତିଗିରିଆ ପୁଲିସ ପହଞ୍ଚି କାରଟି ଜବତ କରି ତଦନ୍ତ ଜାରି ରଖିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like