-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଦେବସର ଧାମ ମା ଦୁର୍ଗା ମନ୍ଦିର ପ୍ରାଣ ପ୍ରତିଷ୍ଠା ଏବଂ ଛପନ ପ୍ରହର ଅଖଣ୍ଡ ନାମ ଯଜ୍ଞ ପାଇଁ କଳସ ଶୋଭା ଯାତ୍ରା ଅନୁଷ୍ଠିତ |

16-Apr-2023



ରୁପ୍ରା ରୋଡ (ସଞ୍ଜିବ ଦାସ )
ଦେବସର ଧାମ (ହରିୟାଣା) ରେ ଆସ୍ଥା ରଖୁ ଥୁବା କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ରୁପ୍ରା ରୋଡ ନିବାସୀ ଶ୍ରୀ ମୂଳଚନ୍ଦ ଅଗ୍ରୱାଲ ଙ୍କ ପରିବାର ଦ୍ୱାରା ନବ ନିର୍ମିତ ଦେବସର ମା ଦୁର୍ଗା ମନ୍ଦିର କାର୍ଯ୍ୟ ସମ୍ପନ୍ନ ହୋଇଯାଇଛି ଏବଂ ମନ୍ଦିର ର ପ୍ରାଣ ପ୍ରତିଷ୍ଠା ଏପ୍ରିଲ ୨୪ ରେ ହେବାକୁ ଅଛି | ଏହି ନବ ନିର୍ମିତ ମନ୍ଦିର ର ପ୍ରାଣ ପ୍ରତିଷ୍ଠା ପାଇଁ ହରିୟାଣା (ବିଭାଣି ) ରୁ ଅଖଣ୍ଡ ଜ୍ୟୋତି ଏକ ସୁସଜିତ ରଥ ରେ ଗତ କାଲି ମନ୍ଦିର ପ୍ରାଙ୍ଗଣ ରେ ପହଞ୍ଚି ଯାଇଛି | ମନ୍ଦିର ର ପ୍ରାଣ ପ୍ରତିଷ୍ଠା ପାଇଁ ଆୟୋଜିତ ଥିବା ଛପନ ପ୍ରହର ଅଖଣ୍ଡ ନାମ ଯଜ୍ଞ ୧୭ଏପ୍ରିଲ ରୁ ଆରମ୍ଭ ହୋଇ ୨୪ ଏପ୍ରିଲ ପର୍ଯନ୍ତ ଅନୁଷ୍ଠିତ ହେବ, ଏହି ନାମ ଯଜ୍ଞ ପାଇଁ ଅଞ୍ଚଳ ର ସମସ୍ତ ଗାଁ ର ସମସ୍ତ ଙ୍କ ଘରକୁ କଳସ ପଠେଇ ଦିଆ ହୋଇଯାଇଥିବା ବେଳେ ଆଜି ସନ୍ଧ୍ୟା ୫.00ରୁ ନିକଟ ସାନ୍ଦୁଲ ନଦୀ ରୁ କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇ ଯାଇଛି | ଏହି କଳସ ଶୋଭା ଯାତ୍ରା ରେ ଲାଖ ଗୁଡା, ରୁପ୍ରା ରୋଡ, ବଲଵସପୁର, ବରଗାଁ, ବିଲାଟ, ଛତାମହୁଲ, ସମସ୍ତ ଗ୍ରାମ ରୁ ବହୁ ସଂଖ୍ୟା ରେ ମହିଳା ଶ୍ରଦ୍ଧାଳୁ ଯୋଗ ଦେଇ ସମସ୍ତ କଳସ କୁ ମନ୍ଦିର ପାଖରେ ଥିବା ପ୍ରହର ମଣ୍ଡପ ପଡିଆ ରେ ସ୍ଥାପନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like