-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସହଯୋଗ ଫାଉଣ୍ଡେଶନର ଅନ୍ନପୁର୍ଣ୍ଣା କାର୍ଯ୍ୟକ୍ରମରେ ଯୋଗ ଦେଲେ ନରସିଂହ         ସେବା ପରୋମଧର୍ମ - ନରସିଂହ 

16-Apr-2023



ବଲାଙ୍ଗିର(ପ୍ରେରଣା ଖବର) - ସେବା ପରୋମଧର୍ମ । ସେବା ଭୋଗୀ ସେବା ପାଇ ଯେତିକି ଅସ୍ୱସ୍ତ ଅନୁଭବ କରେ, ସେବା କରିକି ସେବାକାରୀ ତାଠୁ ଅଧିକ ଆତ୍ମ ତୃପ୍ତି ପାଏ । ବିଭିନ୍ନ ସରକାରୀ ବେସରକାରୀ ବ୍ୟବସ୍ଥା ସତ୍ୱେ ଅନେକେ ଦୁଃଖ ଦରିଦ୍ରତାରେ କାଳାତିପାତ କରୁଛନ୍ତି । ତେଣୁ ନିଜ ସାମର୍ଥ୍ୟ ମୁତାବକ ସମସ୍ତେ ଜନସେବାରେ ଆଗେଇ ଆସନ୍ତୁ ବୋଲି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଆଜି ସହଯୋଗ ଫାଉଣ୍ଡେସନ ଦ୍ୱାରା ଆୟୋଜିତ ଅନ୍ନପୁର୍ଣ୍ଣା କାର୍ଯ୍ୟକ୍ରମରେ ଯୋଗଦେଇ ନିଜ ବକ୍ତବ୍ୟରେ କହିଛନ୍ତି ।  ସେ ନିଜସ୍ୱ ବକ୍ତବ୍ୟରେ ଆହୁରି କହିଛନ୍ତି ଯେ, ଗରିବ ଗୁରବାଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ଆହାର କାର୍ଯ୍ୟକ୍ରମ ରବିବାର ଦିନ ବନ୍ଦ ରହେ । ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଗରିବ ଜନସାଧାରଣ ରବିବାର ଦିନ ଅନେକ ଅସୁବିଧାର ସମ୍ମୁଖୀନ ହୁଅନ୍ତି । ଏହି ଦିନ ଗରିବଙ୍କୁ ଖାଇବା ଯୋଗାଇଦେବା ଭଳି କାର୍ଯ୍ୟକ୍ରମ ଅତି ପ୍ରଶଂସନୀୟ । ଗରିବ ସେବା କୁ ସବୁ ଧର୍ମରେ ମାଧବ ସେବା ବୋଲି କୁହାଯାଇଛି । ଆଶା ଏହି ଅନୁଷ୍ଠାନ ଏଭଳି ସେବାକାର୍ଯ୍ୟ ଜାରି ରଖିବେ ବୋଲି ଶ୍ରୀ ମିଶ୍ର କହିଛନ୍ତି । କାର୍ଯ୍ୟକ୍ରମ ପ୍ରାରମ୍ଭରୁ ଶ୍ରୀ ମିଶ୍ରଙ୍କୁ ଫାଉଣ୍ଡେସନର କର୍ମକର୍ତ୍ତାମାନେ ପାଛୋଟି ଆଣିଥିଲେ ।  ଇଂ ଶ୍ରୀ ଜୈନ ସ୍ୱର୍ଗତ ପିତା ଜରୀ ନାରାୟଣ ଜୈନଙ୍କ ପୁନ୍ୟ ତିଥିରେ ଆଜି ଏହି ମହତ କାର୍ଯ୍ୟକ୍ରମର ପୃଷ୍ଟପୋଷକତା କରିଥିଲେ । ଶ୍ରୀ ମିଶ୍ରଙ୍କ ଆଶିର୍ବଚନ ପରେ  ଫାଉଣ୍ଡେସନ ପକ୍ଷରୁ ଶ୍ରୀ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମ ପରେ ଶ୍ରୀ ମିଶ୍ର ସ୍ୱହସ୍ତରେ ଉପସ୍ଥିତ ଜନସାଧାରଣଙ୍କୁ  ଦହି ପାଣି ବଣ୍ଟନ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକଙ୍କ ପ୍ରତିନୀଧି ମନୀଷ ମିଶ୍ର, କଂଗ୍ରେସ ସେବାଦଳ ମୁଖ୍ୟ ଅସିତ ମିଶ୍ର ଓ ଜୁଲ୍‌ୁ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।  ରେଡକ୍ରସ କର୍ମୀ ତଥା ଫାଉଣ୍ଡେସନର ଉପଦେଷ୍ଟା  ରାମ ନାରାୟଣ ଦାଶ ସଭା ପରିଚାଲଣା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like