-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ତିରୋଧାନ ଦିବସ ପାଳନ, ରକ୍ତ ଦାନ ଶିବିର ଅନୁଷ୍ଠିତ, ୩୦ ୟୁନିଟ ରକ୍ତ ସଂଗ୍ରହ

16-Apr-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ସଭା ଗୃହ ଠାରେ ମହାନ୍ ଜନ ନାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ  ପାଳିତ ହୋଇଯାଇଛି। ଏହି ଅବସର ରେ ଏକ ରକ୍ତ ଦାନ ଶିବିର ଆୟୋଜନ ହୋଇଥିଲା। ଏଥିରେ ୩୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।  ଜିଲ୍ଲା ଜୀବନ ବିନ୍ଦୁ 'ଓଡ଼ିଶା ମୋ ପରିବାର'  ଆନୁକଲ୍ୟରେ ଅନୁଷ୍ଠିତ ରକ୍ତ ଦାନ ଶିବିରକୁ

ଉଫୁଲା ପଞ୍ଚାୟତ ସରପଞ୍ଚ ଶ୍ରୀୟା କର୍ମୀ ଆନୁଷ୍ଠାନିକ ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଏଥିରେ ଜିଲ୍ଲା ସଂଯୋଜକ ରଞ୍ଜିତ କୁମାର ରଥ , ପୂର୍ବତନ ବ୍ଲକ ଅଧ୍ୟକ୍ଷ ସ୍ଵୟମ୍ଭୁନାଥ ଖଣ୍ଡଗିରୀ, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ସରପଞ୍ଚ ସଂଘ ସଂପାଦକ ସୂର୍ଯ୍ୟ ନନ୍ଦ, ଆତ୍ମା ସଭାପତି ବିବୁସ୍ଵତି ପଣ୍ଡା,ବରିଷ୍ଠ ସାମ୍ବାଦିକ ବାସୁଦେବ ପଣ୍ଡା, ଯୁଗଳ ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇ ରକ୍ତ ଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ, ସ୍ଵାଧୀନତା ସଂଗ୍ରାମୀ, ଇଣ୍ଡୋନେସିଆ ର ଭୂମିପୁତ୍ର ଝଡ଼ର ଇଗଲ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ସ୍ମୃତି ଚାରନ କରି ଯୁବଶକ୍ତିକୁ ସାମାଜିକ ଉନ୍ନୟନର ବାର୍ତ୍ତା ବହ ହେବାକୁ ଅତିଥି ମାନେ ଉଦବୋଧନ ଦେଇଥିଲେ। ଅତିଥିମାନଙ୍କ ଦ୍ବାରା ରକ୍ତଦାତାଙ୍କୁ ପ୍ରମାଣପତ୍ର

ପ୍ରଦାନ କରାଯାଇଥିଲା।  ସ୍ଵେଚ୍ଛାସବୀ ମଳୟ ଅମାତ, ପିଙ୍କୁ ଗାଇଗରିଆ,ରାଜୀବ ଖେତୀ, ଆଶିଷ ସାହୁ, ପ୍ରଭଞ୍ଜନ କର୍ମୀ, ଓମ୍ ପଣ୍ଡା, ଆୟୁଷ ଅଗ୍ରୱାଲ, ଚିତ୍ତରଞ୍ଜନ ଦାସ, ଜ୍ୟୋତି ସିଂହ, ଆରୁଣି ରାଜହଂସ ଓ ଅନ୍ୟାନ୍ୟ ରକ୍ତଦାତା,ୱାର୍ଡ ମେମ୍ବର, ପଞ୍ଚାୟତ କର୍ମଚାରୀ ସହଯୋଗ କରିଥିଲେ। ଡ଼ା. ବିଶ୍ଵନାଥ ରଥ ଓ  ସୁବର୍ଣ୍ଣପୁର ବ୍ଳଡ ବ୍ୟାଙ୍କ କର୍ମଚାରୀଙ୍କ ଦ୍ବାରା ରକ୍ତ ସଂଗ୍ରହ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like