-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ମହାନଗର

ଫାଇନାନ୍ସ କମ୍ପାନୀ ରେ ଟଙ୍କା ବୁଝାଇ ଠକାମୀର ଶିକାର ହେଲେ ଗ୍ରାହକ , ପୂର୍ବତନ ବ୍ରାଞ୍ଚ ମ୍ୟାନେଜର୍ ଗିରଫ

16-Apr-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): -ଜିଲ୍ଲା ସଦର ମହକୁମାରେ ଥିବା ନ୍ୟୁ ଅପ୍ରଚ୍ୟୁନିଟି କଂସଲଟେନ୍ସି ପ୍ରାଇଭେଟ ଲିମିଟେଡ଼ ଫାଇନାନ୍ସ କମ୍ପାନୀରେ ପ୍ରାୟ ୩୪ଜଣ ଗ୍ରାହକ ଠକେଇର ଶିକାର ହୋଇଛନ୍ତି।ଏହି ଫାଇନାନ୍ସ କମ୍ପାନୀର ପୂର୍ବତନ ବ୍ରାଞ୍ଚ ମେନେଜର ବିଭୁ ରଞ୍ଜନ ଦେହୁରୀ ପ୍ରାୟ ସାଢ଼େ ୧୨ ଲକ୍ଷ ଟଙ୍କା ଗ୍ରାହକଙ୍କ ଋଣ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ସଦର ଟାଉନ ଥାନା ପୋଲିସ ଗିରଫ କରିଛି।ଏହି କମ୍ପାନୀର ଏରିଆ ମେନେଜର ବିପିନ କୁମାର ସାହୁ ଏହି ଠକେଇ ସମ୍ପର୍କରେ ଗତ ମାର୍ଚ୍ଚ ୩ ତାରିଖରେ ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ ।ବିପିନଙ୍କ ଅଭିଯୋଗକୁ ଆଧାର କରି ପୋଲିସ ତଦନ୍ତରୁ ପୂର୍ବତନ ବ୍ରାଞ୍ଚ ମେନେଜର ବିଭୂ ରଞ୍ଜନ ଋଣୀ ଗ୍ରାହକଙ୍କ ଟଙ୍କା ବାଟମାରଣା କରିଥିବା ପ୍ରମାଣ ପାଇଥିଲା।ତେବେ ପୋଲିସ ବିଭିନ୍ନ ଯାଗାରେ ଚଢ଼ାଉ କରି ଜିଲ୍ଲାର ଅଇଁଲାଛାଟ ଅଂଚଳରୁ ବିଭୁ ରଞ୍ଜନକୁ ଗିରଫ କରିବାରେ ସଫଳ ହୋଇଛି।ଆଜି ସଦର ପୋଲିସ ଅଭିଯୁକ୍ତ ବିଭୁ ରଂଜନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।ତେବେ ଅନେକ ଫାଇନାନ୍ସ କମ୍ପାନୀର ଶାଖା ଜିଲ୍ଲାର ସଦର ମହକୁମା ସମେତ ବିଭିନ୍ନ ଅଂଚଳରେ ଖୋଲିଛି।ନିରୀହ ଲୋକଙ୍କ ପାଖରୁ ଆଧାର ପରିଚୟ ପତ୍ର, ଭୋଟର ପରିଚୟ ପତ୍ର , ଜମିବାଡ଼ି ସମ୍ପର୍କିତ କାଗଜପତ୍ର ତଥା ଫଟୋ ସହିତ ଆବଶ୍ୟକ ପ୍ରମାଣ ପତ୍ର ସଂଗ୍ରହ କରି ଋଣ ପ୍ରଦାନ କରୁଛନ୍ତି।ତେବେ ଅନେକ ଗ୍ରାହକ ଋଣ କାଗଜାତ ପଢି ପାରୁ ନ ଥିବାର ସୁଯୋଗ ନେଇ ଫାଇନାନ୍ସ କମ୍ପାନୀ ଗୁଡିକର କର୍ମଚାରୀ ମାନେ ଗ୍ରାହକ ମାନଙ୍କୁ ଠକିବାରେ ସକ୍ଷମ ହେଉଛନ୍ତି।ବିଭିନ୍ନ ସମୟରେ ଋଣୀ ଗ୍ରାହକ ମାନଙ୍କୁ ଅଳ୍ପ କିଛି ଋଣ ଟଙ୍କା ପ୍ରଦାନ କରି ବାକି ଋଣ ଟଙ୍କା ଠକି ନେଉଛନ୍ତି ତ କେବେ କେବେ ଆଦୌ ଟଙ୍କା ଦେଉ ନାହାନ୍ତି । ଅଥଚ ଗ୍ରାହକଙ୍କ ନାଁରେ ଋଣ ଟଙ୍କା ଗଡୁଥିବା ଦେଖିବାକୁ ମିଳୁଛି।ପୂର୍ବରୁ ଅନେକ ଫାଇନାନ୍ସ କମ୍ପାନୀ ଲୋକଙ୍କ କୋଟି କୋଟି ଟଙ୍କା ଜମାରାଶି ଠକି ନେଇଥିବା ଦୃଷ୍ଟାନ୍ତ ରହିଛି।ତେବେ ଜନସାଧାରଣ ଫାଇନାନ୍ସ କମ୍ପାନୀର କାର୍ଯ୍ୟକଳାପ ଉପରେ ସଚେତନ ହେବା ପାଇଁ ଜିଲ୍ଲା ପୋଲିସ ଅନୁରୋଧ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like