-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ ଉପଖଣ୍ଡସ୍ତରୀୟ ସମସ୍ୟା ଉପରେ ପ୍ରଶାସନ ସହିତ ସିଟିଜେନ କମିଟି ର ଆଲୋଚନା

17-Apr-2023



ପାଟଣାଗଡ(ପୂର୍ଣ ଶଶୀ ଶେଖର ରାଓ): ପାଟଣାଗଡ ସହରର ପ୍ରତ୍ୟେକ  ୱାର୍ଡ କୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରିବା ସହିତ ପାଟଣାଗଡ ବ୍ଲକ, ବେଲପଡା ବ୍ଲକ ଏବଂ ଖପ୍ରାଖୋଲ ବ୍ଲକର ସମସ୍ତ ଗାଁ କୁ  ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା, ପାଟଣାଗଡ ସହରର ବାସିନ୍ଦା ପାଇଁ ସ୍ୱଚ୍ଛ ପାନୀୟ ଜଳ ଯୋଗାଣର ସ୍ଥାୟୀ ସମାଧାନ ପାଇଁ ଶୁକ୍ତେଲ ନଦୀରୁ ପାଇପ ଯୋଗେ ଜଳ ଯୋଗାଣ କାର୍ଯ୍ୟ ତ୍ୱରାନ୍ୱିତ କରିବା, ପାଟଣାଗଡ ସହରର ଟ୍ରାଫିକ ସମସ୍ୟା ସମାଧାନ ପାଇଁ  ଉଲବା ଭାୟା ତେଣ୍ଡାପଦର-ରାମପୁର-ରାମପାଲି-ବଥର୍ଲା ବାଟ ଦେଇ ବାଇପାସ ରାସ୍ତା ନିର୍ମାଣ କାର୍ଯ୍ୟ ଆସନ୍ତା ମଇ ମାସ ଠାରୁ ଆରମ୍ଭ କରିବା, ପାଟଣାଗଡରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଆଲୋଚନା କରାଯାଇଥିଲା l ଏହାସହିତ ହରିଶଙ୍କର ଠାରେ ୧ ମଇ ରୁ ୫ ପର୍ଯ୍ୟନ୍ତ ଦୀର୍ଘ ପାଞ୍ଚ ଦିନବ୍ୟାପି ହେବାକୁ ଥିବା ରାଜ୍ୟସ୍ତରୀୟ ହରିଶଙ୍କର ମହୋତ୍ସବକୁ ଶାନ୍ତି ଶୃଙ୍ଖଳା ସହିତ ସମାପନ କରିବା ପାଇଁ ପୋଲିସ,ପ୍ରଶାସନ, ମନ୍ଦିର ପରିଚାଳନା କମିଟି, ସଚେତନ ନାଗରିକ, ସ୍ବେଛାସେବୀ ସହଯୋଗ କରିବାକୁ ସଭାପତି ସମସ୍ତ ଙ୍କ ସହଯୋଗ କାମନା କରିଥିଲେ l ପାଟଣାଗଡ ସହର ନିକଟରେ ପ୍ରବାହିତ ମାୟାବତୀ ନଦୀ ଏବଂ ସ୍ବର୍ଣ୍ଣଭଦ୍ରା ନଦୀରେ ଜଳ ସଂରକ୍ଷଣ ପାଇଁ ବ୍ୟାରେଜ

ଏବଂ ଚେକ ଡ୍ୟାମ ନିର୍ମାଣ ପାଇଁ ମଧ୍ୟ କମିଟି ତରଫରୁ ପ୍ରସ୍ତାବ ଦିଆଯାଇଥିଲା l ପାଟଣାଗଡ ଉପଜ଼ିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ତହସିଲଦାର ଲକ୍ଷ୍ମଣ ମାଝି, ଗୋଷ୍ଠୀ ଉନ୍ନୟନ ଅଧିକାରୀ, କାର୍ଯ୍ୟ ନିର୍ବାହୀ ଅଧିକାରୀ ପାଟଣାଗଡ ବିଜ୍ଞାପିତ ଅଞ୍ଚଳ ପରିଷଦ,ଏସଡ଼ିଓ ବିଦ୍ୟୁତ ବିଭାଗ, ଏସଡ଼ିଓ ଗ୍ରାମ୍ୟ ଜଳ ଯୋଗାଣ ଏବଂ ପରିମଳ ବିଭାଗ,ଏସଡ଼ିଓ ପବ୍ଲିକ ୱାର୍କ୍ସ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗର ଯନ୍ତ୍ରୀ,ଯନ୍ତ୍ରୀ ଜନ ସ୍ୱାସ୍ଥ୍ୟ ବିଭାଗ,ଉପସ୍ଥିତ ଥିବାବେଳେ ସିଟିଜେନ କମିଟି ତରଫରୁ  ସଭାପତି 
ଘନଶ୍ୟାମ ମେହେର, ସମ୍ପାଦକ ସବ୍ୟସାଚୀ ମାଝି, ଡମ୍ବରୁ ପାଣିଗ୍ରାହୀ, ଅରକ୍ଷିତ ଯୋଶୀ, ରାଧେଶ୍ୟାମ ମିଶ୍ର, ମହାଦେବ ମେହେର ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like