-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କାଉ ଡୋଳା ଗ୍ରାମ ଠାରେ ବାଲି ଯାତ୍ରା ସମାପନ l

18-Apr-2023



କଳାହାଣ୍ଡି,କୋକସରା(ତ୍ରିନଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ କାଉ ଡୋଳା ଗ୍ରାମ ଠାରେ ବାଲି ଯାତ୍ରା ଅନୁଷ୍ଠିତ ହେଉଅଛି । ସୂଚନା ଯୋଗ୍ୟ ଯେ ଏଠାରେ 47 ବର୍ଷ ପୂର୍ବେ ବାଲି ଯାତ୍ରା ଅନୁଷ୍ଠିତ ହୋଇଥିଲା , ସେହି ପୂରାତନ ପରମ୍ପରା କୁ ବଜାଇ ରଖିବାପାଇଁ ଗ୍ରାମର ସମସ୍ତ ଭଦ୍ର ବ୍ୟକ୍ତି ଏକ ବୈଠକ ଆୟୋଜନ କରି ଗ୍ରାମର ସମସ୍ତ ଦେବ।ଦେବୀ ଙ୍କୁ ସନ୍ତୁଷ୍ଟି କରିବାପାଇଁ  ବାଲି ଯାତ୍ରା ଅନୁଷ୍ଠିତ ହୋଇଥିଲା ।

ଏହା ଏକ ମାସ ପର୍ଯ୍ୟନ୍ତ ଅନୁଷ୍ଟିତ ହୋଇଥିଲା । କାଶୀ ପୁର ମୁନୁସ ଗାଁ ଠାରୁ ଗୁରୁ ମାଏ ଲଖି ମାଝୀ ଗ୍ରାମ ପୂଝାରୀ ଦୁସ୍ମନ୍ତ ମାଝୀ, ଈଶ୍ୱର ମାଝୀ, କୈଳାଶ ପୂଝାରୀ, କାର୍ତ୍ତିକ ମାଝୀ ପୂଜା ଦାୟିତ୍ଵ ରେ ଥିବାବେଳେ,ସର୍ବ ସମ୍ମତି କ୍ରମେ ସଭାପତି ଭାବରେ କାଉ ଡୋଳା ଗ୍ରାମ ର ଶଶି କାନ୍ତ ପଣ୍ଡା ସମ୍ପାଦକ ବିସମ ସାହୁ କଷା ଦକ୍ଷ ଗଣେଶ୍ୱର ସତ ନାମୀ , ମେମ୍ୱର ଭାବରେ ବୁଟୁ ନାଥ ସର।ବୁ, ଗଜେନ୍ଦ୍ର ବେଶ୍ରା , ବଳବ ବେଶ୍ରା, ଦୁର୍ଯୋଧନ  ବେଶ୍ରା, କାମଦେବ ବେଶ୍ରା , ବାଲେଶ୍ବର ବେଶ୍ରା ଓ ଗ୍ରାମର ସମସ୍ତ ଭଦ୍ର ବ୍ୟକ୍ତିଓ ମହିଳା ମାନେ ସାହାଯ୍ୟ ସହଯୋଗ କରିଛନ୍ତି lଏହି ବାଲି ଯାତ୍ରା ବହୁତ ଆନନ୍ଦ ର ସହିତ ପାଳିତ ହେଉ ଥିବା ଦେଖି ବାକୁ ମିଳିଛି  lଯୁବ କମିଟି ସଦସ୍ୟ ଭିକାରୀ ଚରଣ ମାଝୀ, ବଂଶି ଧର ବେଶ୍ରା ତୋଫାନ ନାୟକ ,ମଳୟ ବେଶ୍ର।ଓ ଗ୍ରାମର ପ୍ରତେକ ଲୋକ ମାନେ ସାହାଯ୍ୟ ସହଯୋଗ କରି କରୁଥିବା ଦେଖିବାକୁ ମିଲି ଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like