-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ନାଗେନପାଲି ଗ୍ରାମରେ ବିକାଶ ଡ଼ିଗ୍ରୀ କଲେଜର ଏନ୍‌.ଏସ୍‌.ଏସ୍ ନିଟ୍ ସର୍ଭେ

18-Apr-2023



ବରଗଡ(ନିରଂଜନ ତ୍ରିପାଠୀ): ବିକାଶ ହାଇଅର୍ ଏଜୁକେସନାଲ ଇଂଷ୍ଟିଚ୍ୟୁସନ୍ସ ଅନ୍ତର୍ଗତ ବିକାଶ ଡିଗ୍ରୀ କଲେଜ୍ ର ଏନ.ଏସ୍‌.ଏସ୍ ସେଲ୍ ଦ୍ୱାରା ନିିକଟବର୍ତି ନାଗେନପାଲି ଗ୍ରାମରେ ଏନ୍‌.ଏସ୍‌.ଏସ୍ ନିଟ୍ ସର୍ଭେ ର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ ସହିଦ ଯୁବକ ସଂଘ, ନାଗେନପାଲି କାର୍ଯ୍ୟାଳୟ ପରିସରରେ ଗୋବର୍ଦ୍ଧନ ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିକାଶ ଗ୍ରୁପର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଡି. ନାଗେଶ୍ୱର ରାଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଏବଂ ବିକାଶ ଏନ୍‌.ଏସ୍‌.ଏସ୍ ର ଛାତ୍ରଛାତ୍ରୀ ମାନଙ୍କୁ ନିଷ୍ଠାର ସହିତ ସମାଜଭିତ୍ତିକ କାର୍ଯ୍ୟକ୍ରମରେ  ଅଂଶ ଗ୍ରହଣ କରିବା ପାଇଁ ଉତ୍ସାହିତ କରିଥିଲେ । ବିକାଶ ଡିଗ୍ରୀ କଲେଜର ଅଧ୍ୟକ୍ଷ ତଥା ନର୍ଦ୍ଦେଶକ ଡ. ସମରେନ୍ଦ୍ର ନାଥ ପଣ୍ଡା ୫୦ ଜଣ ଏନ୍‌.ଏସ୍‌.ଏସ୍ ଛାତ୍ରଛାତ୍ରୀ ଦ୍ୱାରା ୭ଦିନ ପର୍ଯ୍ୟନ୍ତ ହେବାକୁ ଥିବା ଉକ୍ତ ସର୍ଭେର ଅଭିମୁଖ୍ୟ ଉପସ୍ଥାପନା କରିଥିଲେ । ଯୁବକ ସଂଘ ତରଫରୁ କିଶୋର ବିଶ୍ୱାଳ ସ୍ୱାଗତ ଭାଷଣ ଦେଇଥିବାବେଳେ ସଚିବ ଶିଶିର ଖମାରି ଧନ୍ୟବାଦ ଅର୍ପଣ କରିଥିଲେ । ସାଂସ୍କୃତିକ ସମ୍ପାଦକ ଶ୍ରୀ ସୁଶିଳ ପ୍ରଧାନ ଏବଂ     ଉପାଧ୍ୟକ୍ଷ ଶ୍ରୀ ଆର୍‌.ଏସ୍‌.ଭି କ୍ରୀଷ୍ଣାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମର ସଂଯୋଜନା ଦାୟିତ୍ୱ ଏନ୍‌.ଏସ୍‌.ଏସ୍ ପ୍ରୋଗ୍ରାମ ଅଫିସର ରଜତ କୁମାର ପାଣିଗ୍ରାହୀ ତୁଳାଇଥିଲେ । ୫୦ଜଣ ଛାତ୍ରଛାତ୍ରୀ ଏନ୍‌.ଏସ୍‌.ଏସ୍ ଦ୍ୱାରା ନର୍ଦ୍ଦେଶିତ ବିଧିରେ ନାଗେନପାଲି ଗ୍ରାମରେ ନିଟ୍ ସର୍ଭେର ଶୁଭାରମ୍ଭ କରିଥିଲେ । 
 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ