-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବନ୍ଦ ସଫଳ

19-Apr-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ଡାବୁଗାଁ ରେ ଆଜି ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ସଫଳ ହୋଇ ଯାଇଛି। ଏପ୍ରିଲ ୧୯ ତାରିଖ ବଜରଙ୍ଗଦଳ ତରଫରୁ ଓଡ଼ିଶା ବନ୍ଦ ଡାକରା ଦିଆ ଯାଇଥିଲା। ଏହାକୁ ଓଡ଼ିଶା  ହିନ୍ଦୁ ମହାସଂଘ ସଂପୂର୍ଣ୍ଣ ସମର୍ଥନ ଜଣାଇଥିଲା। ଓଡ଼ିଶା ର ବିଭିନ୍ନ ସ୍ଥାନରେ ବଜରଙ୍ଗଦଳ ଓ ହିନ୍ଦୁ ମହାସଂଘ ର କାର୍ଯ୍ୟକର୍ତ୍ତା ମାନେ ଶାନ୍ତିପୂର୍ଣ୍ଣ ଭାବରେ ଦୋକାନ ବଜାର ବନ୍ଦ କରାଇଥିଲେ। ଗାଡି ମୋଟର ଚଳାଚଳ ପ୍ରାୟ ବନ୍ଦ ଥିଲା। ଏହି ଅବସରରେ ଡାବୁଗାଁ ବଜରଙ୍ଗଦଳ, ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ, ହିନ୍ଦୁ ମହାସଂଘ, ହିନ୍ଦୁ ଜାଗରଣ ମଞ୍ଚ ଏବଂ କେଶରୀଆ ହିନ୍ଦୁ ବାହିନୀ ର କାର୍ଯ୍ୟକର୍ତ୍ତା ଡାବୁଗାଁ ମୁଖ୍ୟ ରାସ୍ତା କୁ ଅବରୋଧ କରିଥିଲେ। ହିନ୍ଦୁ ମହାସଂଘ କେନ୍ଦ୍ରୀୟ ସମିତି ପ୍ରମୁଖ ଜୟନ୍ତ କୁମାର ପାତ୍ର, ପ୍ରବୀଣ ଅଗ୍ରୱାଲ, ଜେ ରାଜଶେଖର ରାଓ, ମହେଶ ପାତ୍ର, କେଶରୀଆ ହିନ୍ଦୁ ବାହିନୀ ର ଜିଲ୍ଲା ସଭାପତି ମିହିର ଶଙ୍କର ପାତ୍ର, ହିନ୍ଦୁ ଜାଗରଣ ମଞ୍ଚ ଡାବୁଗାଁ ସଭାପତି ଦିବ୍ୟ ରଞ୍ଜନ ପାତ୍ର, ଭଗବାନ ମହାନ୍ତି,ପିଣ୍ଟୁ ଅଗ୍ରୱାଲ, ବୁଢ଼ା ମିଶ୍ର, ସଞ୍ଜୟ ଶତପଥୀ, ଭୀମସେନ ଜେନା, ସତ୍ୟ ରାଓ, ନିହାର ରଞ୍ଜନ ଦତ୍ତ, ଶେଖର ରାଓ,ନରୁ ସିଂ, ବଳ ହରିଜନ ଏବଂ ବିଭିନ୍ନ ହିନ୍ଦୁ ସଙ୍ଗଠନ ର କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like