-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ତାପମାତ୍ରା ବୃଦ୍ଧି ପାଉଛି : ପ୍ରବଳ ଗରମରେ ପିଇବା ପାଣି ପାଇଁ ଡହଳ ବିକଳ ହେଉଛନ୍ତି ଲଣ୍ଡାଗାଁ ପଞ୍ଚାୟତବାସୀ 

19-Apr-2023



କନ୍ଧମାଳ(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଆଜକୁ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଜଳସ୍ତର କମିବା ରେ ଲାଗିଛି, ପ୍ରତିଦିନର ତାପମାତ୍ରା ୪୦ ରୁ ୪୧ଡିଗ୍ରୀ ରହୁଛି l ତାପମାତ୍ରା ବୃଦ୍ଧି କାରଣରୁ ନଦୀ ନାଳ ଓ କୂପରେ ଜଳସ୍ତର କମିବାରେ ଲାଗିଛି l ଲୋକମାନେ ଜଳ ସଂଗ୍ରହ କରିବାରେ ନାନା ଅସୁବିଧା ରେ ସମ୍ମୁଖୀନ ହେଉଛନ୍ତି l ଏଭଳି ପରିସ୍ଥିତିରେ ବାଲିଗୁଡା ବ୍ଲକ୍ ଉପାନ୍ତ ପଞ୍ଚାୟତ ଲଣ୍ଡାଗାଁ ରେ ୧୧ଟି ଓ୍ବାର୍ଡକୁ ନେଇ ଗଠିତ

ପଞ୍ଚାୟତରେ ରୁହନ୍ତି ୧୫ଶହରୁ ଅଧିକ ଲୋକ। ସରକାରଙ୍କ ବିଶୁଦ୍ଧପାଣି ପାଇଁ ଗାଁଗାଁକୁ ପିଇବା ପାଣିର ସୁବିଧା ପାଇଁ ବସୁଧା ଯୋଜନାରେ ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରି ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ ଓଭରଟ୍ୟାଙ୍କ କରାଯାଇଥିବା ବେଳେ ଲଣ୍ଡାଗାଁ ଭଳି ଗ୍ରାମ ପଞ୍ଚାୟତରେ ପିଇବା ପାଣିର ଘୋର ଅଭାବ ସାଙ୍ଗକୁ ଓ୍ବାର୍ଡ ବା ବସ୍ତି ମଧ୍ୟରେ ଥିବା ନଳକୂପ  ଖରାପ ଥିବା ବେଳେ କାଁଭାଁ ଯେଉଁଗୁଡିକ ଠିକ୍ ଅଛି ତାକୁ ବହୁ ସମୟ କସରତ କଲେ ଯାଇ ବଡ଼ କଷ୍ଟରେ  ବାଲଟିଏ ପାଣି ବାହାରୁ ଥିବା ବେଳେ ପିଇବା ପାଣି ପାଇଁ ଲୋକେ ନାହିଁ ନଥିବା ହଇରାଣ ହେଉଥିବା ଦେଖିବାକୁ ମିଳିଛି। ଏପଟେ ଦିନବେଳର ଡହ ଡହ ଖରାରେ ଲୋକେ ସକାଳୁ ବାହାରକୁ ବାହାରିବା କଷ୍ଟସାଧ୍ୟ ହେଉଥିବା ବେଳେ ପଞ୍ଚାୟତକୁ ନିଜର ଯାବତୀୟ କାମପାଇ ତଥା ବଜାରକୁ ଖରାବେଳେ ଦୁରରୁ ଆସୁଥିବା ଲୋକଙ୍କ ପାଇଁ ପଞ୍ଚାୟତ ପକ୍ଷରୁ ଜଳଛତ୍ର ଆଜି ପର୍ଯ୍ୟନ୍ତ ଖୋଲା ଯାଇନଥିବା ବେଳେ ଲଣ୍ଡାଗାଁ ପଞ୍ଚାୟତ ଉପରେ ନିର୍ଭର କରୁଥିବା ଲୋକ ଟୋପାଏ ପିଇବାପାଣି ପାଇଁ ନାହିଁ ନଥିବା ହଇରାଣ ହେଉଥିବା ଅଭିଯୋଗ କରିଛନ୍ତି  ଗ୍ରାମବାସି। ସରକାର ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମ ଓ ଖବରକାଗଜ ରେ ତାତି ବଢିବାର ପୂର୍ବାନୁମାନ କରିବା ସହ ସବୁ ପଞ୍ଚାୟତ ଓ

ସହର ବଜାର ଓ ରାସ୍ତା କଡରେ ପିଇବା ପାଣି ପାଇଁ ଜଳଛତ୍ର ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ ସୁଦ୍ଧା ନିର୍ଦ୍ଦେଶକୁ ଫୁ କରୁଥିବା ଏହି ଲଣ୍ଡାଗାଁ ପଞ୍ଚାୟତରେ  ଦେଖିବାକୁ ମିଳିଛି। ଏନେଇ ସରପଞ୍ଚ ତୁଳସୀ ଝଙ୍କାରଙ୍କୁ ପଚାରିବାରୁ ସେ ଏନେଇ କିଛି ଉତ୍ତର ନ ଦେଇ ଫୋନଟିକୁ କାଟିଦେଇଥିଲେ। ଜଳଛତ୍ର ସହ ପିଇବା ପାଣିର ସମସ୍ୟା ନେଇ ସରପଞ୍ଚଙ୍କ ଠାରୁ ଆରମ୍ଭକରି ଗ୍ରାମ୍ୟ ଜଳଯୋଗାଣ ବିଭାଗ ଅଧିକାରୀଙ୍କୁ ଲିଖିତ ଅଭିଯୋଗ ସହ ମୈାଖିକ ଭାବେ କହି ଆସୁଥିଲେ ସୁଦ୍ଧା ପାଣିର ସୁବିଧା କରିବା ଓ ନଳକୂପ ମରାମତି କରିବାର ଦେଖିବାକୁ ମିଳୁନଥିବା ବିଷୟ ଅଞ୍ଚଳ ବାସୀଙ୍କ ତରଫରୁ ଅଭିରାମ ରଣା, ରାଜେନ୍ଦ୍ର ମାଲିକ୍, ମୋତିଲାଲ ରଣା,ଟଙ୍କଧର ରଣା,କବିରାଜ ରଣା, ସଦାନନ୍ଦ କୁଦେଇ ପ୍ରମ୍ମୁଖ ଅଭିଯୋଗ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like