-+91-9937148622 |

prerana_bgr@rediffmail.com |

  Thursday 16th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||      *ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||     

HOME   ଜିଲ୍ଲା

ଲୋଇସିଂହା ର ବିଭିନ୍ନ ସ୍ଥାନକୁ ପରିଦର୍ଶନ ରେ ଆସିଥିଲେ ଏକ ଉଚ୍ଚ ସ୍ତରୀୟ ଦଳ

19-Apr-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ର ବିଭିନ୍ନ ସ୍ଥାନକୁ ପରିଦର୍ଶନ ରେ ଆସିଥିଲେ ଉଚ୍ଚ ସ୍ତରୀୟ ଦଳ, ପ୍ରଥମେ ଲୋଇସିଂହା ଝାରମୁଣ୍ଡାକୁ ଯାଇଥିଲେ ପିଆରଏମ ଡ଼ି ଡବ୍ଲୁ ପ୍ରିନସିପାଲ ସେକ୍ରେଟାରୀ ସୁଶୀଲ ଲୋହାଣୀ, ପି.ଡି. ଡ଼ିଆରଡ଼ିଏ ବଲାଙ୍ଗୀର ଷ୍ଟାଫ, ଜିଲ୍ଲା ପରିଷଦ ଅଧ୍ୟକ୍ଷl ଦେବକୀ ସାହୁ, ଏଡିପିଏଚଓ ଡ଼. ଶୁଦ୍ଧl ବାରଲା, ଲୋଇସିଂହା ବିଡ଼ିଓ ଆକାଶ ରଞ୍ଜନ ସାହୁ ଓ ବ୍ଲକ ଷ୍ଟାଫ, ମା ଦୁର୍ଗାପାଣି ପଂଚାୟତ ସଭାପତି ତଥା ସାଂସଦ ପ୍ରତିନିଧି ବାଳକୃଷ୍ଣ ଧରୁଆ, ଉପସ୍ଥିତ ଥିଲେ ଜିଲ୍ଲା କୃଷି ଅଧିକାରୀ ସହ ବ୍ଲକ ଅଧିକାରୀ ଉମାଶଙ୍କର ମିଶ୍ର l

ପ୍ରଥମେ ଇଏମଆଇ ଲୁହୁରାକଣ୍ଟା ଉନ୍ନତିକରଣ, କେନାଲ ଖନନ ପାଇଁ ଅନୁରୋଧ, ମେଘା ପ୍ରୋଜେକ୍ଟ ପାଣି ପାଇଁ ପ୍ରତନିଧି ଦୃଷ୍ଟିଗୋଚର କରିଥିଲେ l ପରେ ଏହି ଦଳ ଲୋଇସିଂହା ହସ୍ପିଟାଲ ପରିଦର୍ଶନରେ ପହଂଚି ଥିଲେ, ଉପସ୍ଥିତ ଥିଲେ ହସ୍ପିଟାଲ ଇନଚାର୍ଜ ଶେଖରଲାଲ ପଧାନ l ଏହାପରେ ବୁଢ଼ୀପଦର ପଂଚାୟତ କୁ ପହଂଚିଥିଲେ ଏହି ଦଳ, ପଂଚାୟତ କାର୍ଯ୍ୟାଳୟ ସହ ପରିଦର୍ଶନ କରିଥିଲେ ବୁଢ଼ୀପଦର ରେ ନବ ନିର୍ମିତ ପାର୍କକୁ, ଉକ୍ତ ଦଳ  ପଂଚାୟତ ର କାର୍ଯ୍ୟକଳାପ କୁ ଦେଖି ଖୁସିବ୍ୟକ୍ତ କରିଥିଲେ l ଉପସ୍ଥିତ ଥିଲେ ବୁଢ଼ୀପଦର ସରପଞ୍ଚ ଲକ୍ଷ୍ମୀ ପଧାନ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   16-Jul-2026
  ଜିଲ୍ଲା  
କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   16-Jul-2026
  ଜିଲ୍ଲା  
*ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   16-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   16-Jul-2026
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   15-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   15-Jul-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   15-Jul-2026

You Might Also Like