-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||     

HOME   ଜିଲ୍ଲା

ବାଲିଗୁଡାରେ ବୈଷୟିକ ଶିକ୍ଷା ସଚେତନ ରଥ ପରିକ୍ରମା 

20-Apr-2023



ବାଲିଗୁଡା(ସୁଶିଲ କୁମାର ପାଣିଗ୍ରାହୀ): ବର୍ତ୍ତମାନ ସମୟରେ ବୈଷୟିକ ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଓଡ଼ିଶା ନଲେଜ କର୍ପୋରେସନ ଲିମିଟେଡ଼ (ଓକେସିଏଲ) ଓଡିଶାର ପ୍ରତ୍ୟେକ ଜିଲ୍ଳାରେ ବୈଷୟିକ ଶିକ୍ଷା ସଚେତନ ରଥ ଭ୍ରମଣ କରୁଛି l ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲାର ବାଲିଗୁଡାରେ ଓକେସିଏଲ ଅଧିନସ୍ଥ ୟୁଆଇସିଟି କମ୍ପୁଟର ସେଣ୍ଟର ଠାରୁ ଏହି ରଥକୁ ବାଲିଗୁଡା ସେଣ୍ଟର ପରିଚାଳକ ବିଦେଶୀ ମହାରଣା ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ପରେ ସମଗ୍ର ସହର ପରିକ୍ରମା କରିଥିଲା l ଏଥିରେ ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ l ଛାତ୍ରଛାତ୍ରୀଙ୍କୁ ବୈଷୟିକ ଶିକ୍ଷାର ଆବଶ୍ୟକତା କୁ ଜଣାଇ ଓକେସିଏଲର ଏଭଳି କାର୍ଯ୍ୟକୁ ଶ୍ରୀ ମହାରଣା ସାଧୁବାଦ ଜଣାଇଥିଲେ l ଓଡିଶା ସରକାର ଇଲେକ୍ଟ୍ରୋନିକ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଓ ମହାରାଷ୍ଟ୍ର ନଲେଜ କର୍ପୋରେସନରେ ମିଳିତ ଉଦ୍ୟମରେ ଓଡିଶା ନଲେଜ କର୍ପୋରେସନ ଦ୍ୱାରା ସମଗ୍ର ରାଜ୍ୟରେ ଜନସାଧାରଣଙ୍କ ନିକଟରେ କିପରି କମ୍ପୁଟର ଶିକ୍ଷା ପହଞ୍ଚିପାରିବ ତାହାର ସୁବନ୍ଦୋବସ୍ତ କରିଛନ୍ତି ଏବଂ ଓଏସ-ସିଆଇଟି (OS-CIT) ଭଳି ଉନ୍ନତ ମାନର କମ୍ପୁଟର ପାଠ୍ୟକ୍ରମର ତାଲିମ ଦେଉଛନ୍ତି l ଏହି ପାଠ୍ୟକ୍ରମରେ  ସଫଳତାର ସହ ଉତୀର୍ଣ୍ଣ ହେଵା ପରେ ଛାତ୍ରଛାତ୍ରୀ ମାନଙ୍କୁ ଓଡିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଦ୍ୱାରା ସଫଳତା ପ୍ରମାଣ ପତ୍ର ଦିଆଯାଉଛି l ଯେଉଁ ପ୍ରମାଣ ପତ୍ର ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ରାଜ୍ୟ ସରକାର, କେନ୍ଦ୍ର ସରକାର, ବେସରକାରୀ ସଂସ୍ଥା ଏବଂ ବିଭିନ୍ନ କର୍ମ ନିୟୋଜନ ସଂସ୍ଥାରେ ନିଯୁକ୍ତି ପାଇଁ ମଧ୍ୟ ଆବେଦନ କରିପାରିବେ l  ଜାଲ ସାର୍ଟିଫିକେଟ ଦେଉଥିବା ସଂସ୍ଥାଠାରୁ ଦୁରେଇ ରହିବାକୁ ସଚେତନ କରିବା ସହ ଓଡିଶା ସରକାରଙ୍କ ଓଏସ-ସିଆଇଟି (OS-CIT) ଭଳି ଉନ୍ନତ ମାନର ପାଠ୍ୟକ୍ରମ ପଢିବାକୁ ସ୍ଥାନୀୟ ୟୁଆଇସିଟି (UICT) କମ୍ପୁଟର ସେଣ୍ଟରର ପରିଚାଳକ ଶ୍ରୀ ମହାରଣା ପରାମର୍ଶ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
*କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   15-Jul-2026
  ଜିଲ୍ଲା  
ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   15-Jul-2026
  ଜିଲ୍ଲା  
୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ   15-Jul-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   15-Jul-2026
  ଜିଲ୍ଲା  
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   15-Jul-2026
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
  ଜିଲ୍ଲା  
ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026

You Might Also Like