-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଦେଶ ବିଦେଶ

ଆଇନଜୀବୀମାନେ ଧର୍ମଘଟ କରିପାରିବେ ନାହିଁ କିମ୍ବା ନ୍ୟାୟିକ କାର୍ଯ୍ୟରୁ ନିଜକୁ ରକ୍ଷା ପାଇପାରିବେ ନାହିଁ : ସୁପ୍ରିମ କୋର୍ଟ

20-Apr-2023



ନୂଆଦିଲ୍ଲୀ: ଆଇନଜୀବୀମାନେ ଧର୍ମଘଟ କରିପାରିବେ ନାହିଁ କିମ୍ବା ନ୍ୟାୟିକ କାର୍ଯ୍ୟରୁ ନିଜକୁ ରକ୍ଷା ପାଇପାରିବେ ନାହିଁ । ଗୁରୁବାର ସୁପ୍ରିମକୋର୍ଟ ଏଭଳି କହିଛନ୍ତି। ଏହି କ୍ରମରେ ମୁଖ୍ୟ ବିଚାରପତି ଜଷ୍ଟିସ୍ ଡି. ୱାଇ.ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ରାଜ୍ୟ ସ୍ତରୀୟ ଅଭିଯୋଗ ସମାଧାନ କମିଟି ଗଠନ କରିବାକୁ କୋର୍ଟ ସମସ୍ତ ରାଜ୍ୟ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସମାଧାନ କମିଟି ଗଠନ ପାଖରେ ପ୍ରକୃତ ସମସ୍ୟା ପାଇଁ ଆଇନଜୀବୀମାନେ ଆବେଦନ କରିପାରିବେ। ଏନେଇ ସମସ୍ତ ରାଜ୍ୟର ଆଇନଜୀବୀ ଏବଂ ହାଇକୋର୍ଟଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମଆର ଶାହା ଏବଂ ଜଷ୍ଟିସ ଅହସାନୁଦ୍ଦିନ ଅମାନୁଲ୍ଲାଙ୍କ ନେତୃତ୍ୱରେ ଗଠିତ ସୁପ୍ରିମକୋର୍ଟର ଏକ ବେଞ୍ଚ କହିଛନ୍ତି, ଜିଲା କୋର୍ଟସ୍ତରରେ ମଧ୍ୟ ପୃଥକ ଅଭିଯୋଗ ସମାଧାନ କମିଟି ଗଠନ କରାଯିବା ଉଚିତ। ଆଇନଜୀବୀମାନେ ସମାଧାନ କମିଟିଠାରେ ପ୍ରକୃତ ଅଭିଯୋଗର ମାମଲା ମଧ୍ୟ ପଞ୍ଜିକରଣ କରିପାରିବେ। ଏଥିସହ ବେଞ୍ଚ ଦୋହରାଇଛି ଯେ, ବାର ଆସୋସିଏସନର କୌଣସି ସଦସ୍ୟ ଧର୍ମଘଟ କରିପାରିବେ ନାହିଁ। କୋର୍ଟ କହିଛନ୍ତି, ଆଇନଜୀବୀଙ୍କ ଧର୍ମଘଟ ଯୋଗୁଁ ନ୍ୟାୟିକ କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି। ଯାହାକି ଠିକ ନୁହେଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like