-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ପ୍ରମୁଖ ଶାସନ ସଚିବଙ୍କ ବେଳପଡ଼ା ଅଞ୍ଚଳ ଗ୍ରସ୍ତ, କାନୁଟ ଗ୍ରାମ ର ରଙ୍ଗାଧର ପଧ।ନ ଙ୍କୁ ସଫଳ ମୋଡେଲ ଚାଷୀ ଭାବେ ସୁପାରିଶ

20-Apr-2023



ବେଲପଡା(ପୂର୍ଣ ଶଶୀ ଶେଖର ରାଓ ): ଓଡ଼ିଶା ସରକାରଙ୍କ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ଚଢ଼ା ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକର ଧୂମାଭଟ୍ଟା ଓ କାନୁଟ ଗ୍ରାମର ଚାଷ କ୍ଷେତ୍ର ପରିଦର୍ଶନ କରିଛନ୍ତି l ତାଙ୍କର ଏହି ଗସ୍ତ ସମୟରେ ଧୂମାଭଟl ରେ ସର୍ବାଧିକ ଆୟ ହଉଥିବା ତରଭୁଜ ଚାଷ ଜମିକୁ ଯାଇବୁଲି ଦେଖି ଚାଷୀ ମାନଙ୍କ ସହ ଆଲୋଚନା କରିଥିଲେ l ଗତ ଅଦିନିଆ ବର୍ଷାରେ କୁଆପଥର ମାଡରେ ତରଭୁଜ ଚାଷ ନଷ୍ଟ ହୋଇଥିବା ତଥା ବଜାର ସୁବିଧା ନଥିବାରୁ ଚାଷୀ କ୍ଷତି ସହୁଥିବା ଚାଷୀ ମାନଙ୍କ ଠାରୁ ଶୁଣି ଥିଲେ l ଚାଷୀ ମାନେ ସଚିବଙ୍କୁ କ୍ଷୟକ୍ଷତି ମିଲିବ ପାଇଁ ଅନୁରୋଧ କରିଥିଲେ l ବେଳପଡ଼ାରେ ତରଭୁଜ ସଂରକ୍ଷଣ ପାଇଁ ଗୋଦାମ ଗୃହ ଓ ଶୀତଳ ଭଣ୍ଡାର ନିର୍ମାଣ କରାଯିବ ବୋଲି ଚାଷୀ ମାନଙ୍କୁ ଆଶ୍ୱାସନା ଦେଇଥିଲେ l ପରେ ସଚିବ କlନୁଟ ଗ୍ରାମର ମୋଡେଲ ସଫଳ ଚାଷୀ ରଙ୍ଗାଧର ପଧାନଙ୍କ ଫାର୍ମ ହାଉସକୁ ଯାଇଥିଲେ । ସେଠାରେ ସଚିବଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା l ୧୭ ଏକର ପରିମିତ ଉଦ୍ୟାନ ମଧ୍ୟରେ ମାଛ; କୁକୁଡ଼ା(କଡକ ନାଥ) ପିଆଜ ସଂରକ୍ଷଣ,  ପରିବା ଚାଷ ସହ ବିଭିନ୍ନ ପ୍ରଜାତି ର ଆମ୍ବ ବଗିଚା ଦେଖି ସଚିବ ଖୁସି ହୋଇ ସଫଳ ମୋଡେଲ ଚାଷୀ ଭାବରେ ନିଆଯିବ ବୋଲି କହିଥିଲେ l ଚାଷୀ ମାନଙ୍କ ସହ ଆଲୋଚନା କରି  ଅଞ୍ଚଳରେ କପା ଚାଷ ବହୁ ପରିମାଣରରେ ହେଉଥିବା ଜାଣି ଭବିଷ୍ୟତରେ ଏକ ଜିନିଂ ମିଲ୍ କରିବା ପାଇଁ ପ୍ରସ୍ତାବ ରହିଛି ବୋଲି କହିଥିଲେ l ସଚିବଙ୍କ ଗସ୍ତ ସମୟ ରେ  ବି ଡି ସି ସି ବ୍ୟାଙ୍କ୍ ସଭାପତି ସ୍ମାରକ ମିଶ୍ର, ସମ୍ପାଦକ  ବି ଡି ସି ସି  ହରିଶ୍ ଚନ୍ଦ୍ର ଦାସ, ଡିଆ ସିଏସ ଦମୟନ୍ତୀ ସିଂ, ଟଙ୍କଧର ନାଏକ (ଏ ଆର୍ ସି ଏସ୍ ପାଟଣାଗଡ) ସୌମ୍ୟରଞ୍ଜନ ପଟ୍ଟନାୟକ ଉଦ୍ୟାନବିଡ ଵେଲପଡ଼l ପ୍ରମୁଖ ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like