-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଏସ୍ ୟୁ ଜେ ର ବୈଠକ ଓ ବନ୍ଧୁ ମିଳନ କାର୍ଯ୍ଯକ୍ରମ

20-Apr-2023



ବଲାଙ୍ଗିର,ଆଜି ସନ୍ଧ୍ୟାରେ ଷ୍ଟେଟ୍ ୟୁନିଅନ୍ ଅଫ ଜର୍ଣ୍ଣାଲିଷ୍ଟ ବଲାଙ୍ଗିର ଶାଖାର ଏକ ବୈଠକ ଓ ବନ୍ଧୁ ମିଲନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସାମ୍ବାଦିକ ମlନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା କୁ ୫ ଲକ୍ଷ  ଟଙ୍କା କୁ ବୃଦ୍ଧି , ସାମ୍ବାଦିକ ମlନଙ୍କୁ ପେନସନ୍ ଯୋଜନା କାର୍ଯ୍ୟକାରୀ କରିବା, ବଲାଙ୍ଗିର ରେ ପ୍ରେସ କଲୋନି ଆଦି ବିଷୟ ଉପରେ ଆଲୋଚନା ହୋଇଥିଲା l ଏହି ବୈଠକ ରେ ଏସ୍ ୟୁ ଜେ ର ଜିଲ୍ଲା ସଂଯୋଜକ ତଥା ରାଜ୍ୟ ସମ୍ପାଦକ ମହେନ୍ଦ୍ର ଦର୍ଜି , ବଲାଙ୍ଗିର ଶାଖା ସଭାପତି ଗୋପବନ୍ଧୁ ସତପଥୀ , ସମ୍ପାଦକ ରଘୁ ନନ୍ଦନ ସିଂହ , ସାଧାରଣ ସମ୍ପାଦକ ଶରତ ମହାକୁଡ , ସଭ୍ଯ ମହେନ୍ଦ୍ର ପ୍ରଧାନ, ନିରୋଜ ମିଶ୍ର , ରାଧାକୃଷ୍ଣ ମିଶ୍ର ,ପଵନ ବଂଶଲ,  ବାଳକୃଷ୍ଣ ଷଡଙ୍ଗୀ , ସନ୍ତୋଷ କୁମାର ଠାକୁର  ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like