-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସହଲା ସରପଞ୍ଚ ପଦବୀ ଫେରି ପାଇଲେ 

21-Apr-2023



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର)-ଏହି ବ୍ଲକ ଅନ୍ତର୍ଗତ ସହଲା ପଞ୍ଚାୟତର ସରପଞ୍ଚ ପଟୁଆରୀ ପଧାନ ପଞ୍ଚାୟତିରାଜ  ଓ ପାନୀୟ ଜଳ ବିଭାଗ ପକ୍ଷରୁ ତାଙ୍କୁ ନିଳମ୍ବନ କରିଥିଲେ । ନିଳମ୍ବନ ପରେ ପଞ୍ଚାୟତର ନାଏବ ସରପଞ୍ଚ ଦାୟିତ୍ୱରେ ଥିଲେ । ବିଭାଗୀୟ ପତ୍ର ସଂଖ୍ୟା ୮୧୨୧/୧୫.୪.୨୦୨୩ ଅନୁସାରେ ପୁଣି ତାଙ୍କୁ ତାଙ୍କର ପଦବୀରେ ରହିବାକୁ  ନିର୍ଦ୍ଦେଶ ଦିଆଯାଇଛି । ୧୫ଦିନ ମଧ୍ୟରେ କାରଣ ଦର୍ଶାଅ ନୋଟିସ ମଧ୍ୟ ଦିଆଯାଇଛି ।  ନିଳମ୍ବନ ଆଦେଶ ଉଠିବା ପରେ ଆଜି  ସମର୍ଥକଙ୍କ ସହିତ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚି ଥିଲେ । ସେଠାରେ ତାଙ୍କୁ ଫୁଲମାଳ ଦେଇ ସ୍ୱାଗତ କରିଥିଲେ ସମର୍ଥ ତଥା କେତେକ ୱାର୍ଡମେମ୍ବରମାନେ ମଧ୍ୟ । ସେ ତାଙ୍କର ପ୍ରତିକ୍ରୀୟାରେ ପ୍ରାକାଶ କରିଥିଲେ ଯେ,  ପଞ୍ଚାୟତବାସୀଙ୍କ ସେବା କରିବାକୁ ତାଙ୍କୁ ପାଞ୍ଚ ବର୍ଷ ପାଇଁ ନିର୍ବାଚିତ କରିଛନ୍ତି । ତେଣୁ ସେମାନଙ୍କ ଆଶା ଓ ଭରସାକୁ ସମ୍ମାନ ଦେଇ ପଞ୍ଚାୟତକୁ ଠିକ୍ ଭାବରେ ଚଳାଇବି ବୋଲି ସେ କହିଥିଲେ । ଆହୁରି ମଧ୍ୟ କହିଥିଲେ ଯେ ପଞ୍ଚାୟତରେ ସେ କୌଣସି ଦୂର୍ନୀତି କରିନଥିବା ପ୍ରକାଶ କରିବା ସହ ପଞ୍ଚାୟତବାସୀ ମୋ ସହିତ ରହିଥିବା ଏବଂ ଅସୁବିଧା ସମୟରେ ସାଥ ଦେଇଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।  ନିଳମ୍ବନ ଉଠିବା ଓ ଦାୟିତ୍ୱ  ନେବା ଉପରେ ବିଡିଓ ଡୁଙ୍ଗୁରିପାଲି ଏବଂ ପଞ୍ଚାୟତ ଅଧିକାରୀଙ୍କୁ ପଚାରିବାରୁ  ସେମାନେ ପ୍ରକାଶ କରିଥିଲେ ଯେ, ସରକାର ନିଳମ୍ବନ କରିଥିଲେ । ସରକାର ପୁଣି ଏହାକୁ ପ୍ରତ୍ୟାହାର କରି ଦାୟିତ୍ୱ ଦେଇଛନ୍ତି । ପୁଣି ସେ ପୂର୍ବଭଳି ସରପଞ୍ଚ ଦାୟିତ୍ୱ ତୁଳାଇବେ ବୋଲି ପ୍ରକାଶ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like