-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ସ୍ତ୍ରୀ ଓ ପ୍ରସୂତୀ ବିଭାଗରେ ସ୍ୱାସ୍ଥ୍ୟସେବାକୁ ନେଇ ଅଭିଯୋଗ

21-Apr-2023



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର)-ସୁବର୍ଣ୍ଣପୁର ଜିଲ୍ଲାର  ପ୍ରମୁଖ ଡାକ୍ତରଖାନା ଭାବରେ ପରିଚିତ ଡୁଙ୍ଗୁରିପାଲି ଡାକ୍ତରଖାନା । ଏଠାକୁ ପ୍ରତ୍ୟେହ ଶହ ଶହ ସଂଖ୍ୟାରେ ରୋଗୀ ଆସିଥାନ୍ତି । ସ୍ଥାନୀୟ ଲୋକଙ୍କ ସହ ଯୋଗୀ ମନୋଭାବ, ଗମନାଗମନର ସୁବିଧା ଦୃଷ୍ଟିରୁ ଲୋକେ ଚିକିତ୍ସା ପାଇଁ ଏଠାକୁ ଦୌଡି ଆସିଥାନ୍ତି । କିନ୍ତୁ କେତେକ ଡାକ୍ତରଙ୍କ ମନମୁଖି, ଘରୋଇ ଚିକତ୍ସା ପ୍ରତିଆକୃଷ୍ଟ ଯୋଗୁଁ ରୋଗୀମାନେ ହଇରାଣ ହେଉଥିବା ଭଳି ଗୁରୁତର ଅଭିଯୋଗ ହୋଇଛି ।  ସର୍ଗୁଲ, କପାସିରା ପ୍ରଭୃତି ଗ୍ରାମର କେତେକ ରୋଗୀ ଏବଂ ତାଙ୍କ ସଂପର୍କୀୟମାନେ ଆଜି  ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଡାକ୍ତର ସଞ୍ଜୟ କୁମାର ପଧାନଙ୍କ ଜରିଆରେ ଏକ ଅଭିଯୋଗ କରିଛନ୍ତି । ଏଠାରେ ଥିବା ସ୍ତ୍ରୀ ଓ ପ୍ରସୂତୀ ବୀଭାଗର ଡାକ୍ତର କିରଣ ପ୍ରଭା ଡୁଙ୍ଗ ଡୁଙ୍ଗ ସେ ଚିକିତ୍ସାରେ ଅବହେଳା କରିବା ସହ କ୍ଲିନିକରେ ଅଧିକ ସମୟ ଦେଉଛନ୍ତି । ପ୍ରସୂତୀ ପାଇଁ ଆସୁଥିବା ରୋଗୀକୁ ଠିକ୍ ଭାବରେ  ଦେଖି ନଥାନ୍ତି । ରୋଗୀର ଅବସ୍ଥା ଗୁରୁତର ହେଲେ ବଡ ଡାକ୍ତରଖାନାକୁ ପଠାଇ ଦେଉଛନ୍ତି । ଯାହାଫଳରେ ପ୍ରସୁତୀ ଅଧବାଟରେ ମଳା ଶିଶୁ ବା ଅନ୍ୟତ୍ର ଗୁରୁତର ଅବସ୍ଥାରେ ପହଞ୍ଚି ହଇରାଣ ହେଉଛନ୍ତି ।  ଏଣୁ ତାଙ୍କୁ ଏଠାରୁ ବଦଳୀ କରାଯାଉ ବୋଲି ସେମାନେ ଦାବୀ କରିଛନ୍ତି । ଆଜି କେତେକ ପ୍ରସୂତି, ତାଙ୍କର ସଂପର୍କୀୟମାନେ ପହଞ୍ଚି ଡାକ୍ତରଖାନା ସମ୍ମୁଖରେ ଧାରଣା ମଧ୍ୟ ଦେଇଥିଲେ ।  ଏହାକୁ ସମର୍ଥନ କରିଥିଲେ  ବିଜେପିର ହେମନ୍ତ ବିଶ୍ୱାଳ, କୋସଲ ସେନାର ପ୍ରଫୁଲ୍ଲ ବାରି, ସରୋଜ ପଧାନ, ପ୍ରବୀର ସାହୁ, ଯଦୁମଣି କୁଦେଇ,  ସୁଭୁବ୍ରତ ବେହେରା, ଦିଲିପ ପଧାନ, ଶୁଭମ ବେହେରା,  ଅଙ୍କିତ ସେଠି, ପ୍ରଫୂଲ୍ଲ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ରହି ସ୍ୱସ୍ଥ୍ୟସେବାକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବ୍ଲକରେ ଯଦି ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀମାନେ ଏଭଳି କରିବେ ତାହେଲେ ରାଜ୍ୟରେ ଅବସ୍ଥା କଣ  ହେଉନଥିବା ବୋଲି ଅଭିଯୋଗ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026

You Might Also Like