-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ନେତାଜୀ ପବ୍ଲିକ ସ୍କୁଲ ବାର୍ଷିକୋତ୍ସବ

21-Apr-2023



ସୋନପୁର-(ମନୋରଞ୍ଜନ ତ୍ରିପାଠୀ )ସ୍ଥାନୀୟ ଟାଉନହଲରେ ୨୦ ବର୍ଷ ପୂର୍ତ୍ତି ଅବସରରେ ନେତାଜୀ ପବ୍ଳିକ ସ୍କୁଲ ବାର୍ଷିକୋତ୍ସବ ନିଡାମ୍ବର ଭାବରେ ପାଳିତ ହୋଇଯାଇଛି। ଏହି ନେତାଜୀ ପବ୍ଲିକ  ସ୍କୁଲର ଅଧ୍ୟକ୍ଷ ପ୍ରତ୍ୟୁଷ ରଂଜନ ମିଶ୍ର ଅଧ୍ୟକ୍ଷତା କରିଥିଲେ।ମୂଖ୍ୟ ଅତିଥି ଭାବରେ ଅଵସରପ୍ରାପ୍ତ ଅଧ୍ୟାପକ ଡ. ଜ୍ୟୋତି ରଂଜନ ବହିଦାର ଯୋଗ ଦେଇ ଶିକ୍ଷାରେ ନୈତିକତା ଶିକ୍ଷାଦାନ ସହ ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ମଧ୍ୟରେ କିପରି ସମ୍ପର୍କ ରଖାଯାଇ ପାରିବ। ତାହା ଉପରେ ସେ ମତପ୍ରକାଶ କରିଥିଲେ । ଅନ୍ୟତମ ସମ୍ମାନୀତ ଅତିଥି ତଥା ସ୍କୁଲର ସଂପାଦକ ଆଇନଜୀବୀ ପ୍ରଦୀପ ପୁରୋହିତ  ଦୀର୍ଘ୍ୟ ବର୍ଷ ହେଲା ଏହି ସ୍କୁଲ ନିରବଚ୍ଛିନ୍ନ ଭାବରେ ଶୃଙ୍ଖଳା ଭାବରେ ଶିକ୍ଷାଦାନ ଦେବା କିଛି କମ କଥା ନୁହେଁ। ଶିକ୍ଷାଦାନ ପରେ ବି ଉକ୍ତ ସ୍କୁଲରେ ପାରିବାରିକ ଭାବରେ ଅଭିଭାବକ ଓ ଶିକ୍ଷାନୁଷ୍ଠାନ ମଧ୍ୟରେ ସୁସମ୍ପର୍କ ରହିଥାଏ ବୋଲି ମତପ୍ରକାଶ ଦେଇଥିଲେ।ଏହି ସ୍କୁଲର ଛାତ୍ର ଶିବାଷିଶ ମିଶ୍ର ଏବଂ ଛାତ୍ରୀ କ୍ରିଷ୍ଣା ମେହେର ,ସନ୍ତୋଷିନୀ ମେହେର  ସଭା କାର୍ଯ୍ୟ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଅତିଥି ପରିଚୟ ଏହି ସ୍କୁଲର ଛାତ୍ରଛାତ୍ରୀମାନେ କରିଥିଲେ। ବାର୍ଷିକ ବିବରଣୀ ଓ ଧନ୍ୟବାଦ କାର୍ଯ୍ୟକ୍ରମ ଏହି ଶିକ୍ଷାନୁଷ୍ଠାନର ପ୍ରିନ୍ସିପାଳ ସବିତା ମିଶ୍ର କରିଥିଲେ । ପରେ ଉକ୍ତ ସ୍କୁଲର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯକ୍ରମ ପରିବେଷଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like