-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ର ଜିଲ୍ଲା କାର୍ଯ୍ୟାଳୟ ଉଦଘାଟିତ

21-Apr-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ସହରର ଖାରବେଳ ନଗର ଠାରେ ଆଜି ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ଜିଲ୍ଲା କାର୍ଯ୍ୟାଳୟ ଉଦଘାଟିତ ହୋଇ ଯାଇଛି  ।ଏହି ଅବସରରେ  ଅତିରିକ୍ତ ଜିଲ୍ଲାପାଳ ନିଶି ପୁନମ ମିଂଜ ଏହି କାର୍ଯ୍ୟାଳୟକୁ ଉଦଘାଟନ କରିଥିଲେ  ।ରାଜ୍ୟ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ରାଜ୍ୟ ସଭାନେତ୍ରୀ ଭାବେ ପ୍ରାଥମିକ ଶିକ୍ଷକ ଅନିତା ମେହେର ମନୋନୀତ ହେବା ପରେ ଏହି କାର୍ଯ୍ୟାଳୟ ଉଦଘାଟନ କରାଯାଇଛି  ।ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଶିକ୍ଷା ଓ ଛାତ୍ରଛାତ୍ରୀମାନଙ୍କ ବୌଦ୍ଧିକ ଓ ମାନସିକ ବିକାଶ ପାଇଁ ଶିକ୍ଷକ ଶିକ୍ଷୟତ୍ରୀଙ୍କ ସମସ୍ୟାର ସମାଧାନ ଆବଶ୍ୟକ  ।ତେବେ ଶିକ୍ଷକ ଶିକ୍ଷୟତ୍ରୀ ବିଭିନ୍ନ ସମୟରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆଗରେ ଛାତ୍ରଛାତ୍ରୀଙ୍କ ସମସ୍ୟା ,ଶିକ୍ଷକ ଶିକ୍ଷୟତ୍ରୀଙ୍କ ସମସ୍ୟା ତଥା ବିଦ୍ୟାଳୟର ଭିତ୍ତିଭୂମୀର ବିକାଶ ପାଇଁ ଅନେକ ଦାବି ଉପସ୍ଥାପନ କରିଥାନ୍ତି  ।ତେବେ ଜିଲ୍ଲା ଓ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଜିଲ୍ଲା ସ୍ତରୀୟ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତା ସୁବର୍ଣ୍ଣପୁର ଆସି ରାଜ୍ୟ ସଭାନେତ୍ରୀଙ୍କୁ ସାକ୍ଷାତ କରିବା ସହିତ ବିଭିନ୍ନ ପ୍ରସଂଗରେ ଆଲୋଚନା କରିଥାନ୍ତି  ।ଏପରିକି ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଶିକ୍ଷକ ମାନେ ଭିନ୍ନ ଭିନ୍ନ ସମସ୍ୟା ନେଇ ରାଜ୍ୟ ସଭାନେତ୍ରୀ ଅନିତା ମେହେରଙ୍କ ପାଖକୁ ଆସିଥାନ୍ତି ତେଣୁ ଏକ କାର୍ଯ୍ୟାଳୟର ଆବଶ୍ୟକତାକୁ ଆଖି ଆଗରେ ରଖି ଏହି ଆବାସିକ କାର୍ଯ୍ୟାଳୟର ଉଦଘାଟନ କରାଯାଇଛି  ।ଅନିତା ମେହେର ବିଭିନ୍ନ ସମୟରେ ସେ କାର୍ଯ୍ୟରତ ବିଦ୍ୟାଳୟ ,ନିଜେ ଅଧ୍ୟୟନ କରିଥିବା ବିଦ୍ୟାଳୟ ତଥା ନିଜ ପୁଅ ,ଝିଅ ଓ ସ୍ବାମୀ ଅଧ୍ୟୟନ କରୁଥିବା ବିଦ୍ୟାଳୟ ଗୁଡିକୁ ଆର୍ଥିକ ଅନୁଦାନ ଦେଇ ଆସିଛନ୍ତି  ।ବିଭିନ୍ନ ବିଦ୍ୟାଳୟ ପାଇଁ ନିଜସ୍ବ ଦରମାରୁ ଛାତ୍ରଛାତ୍ରୀ ଓ ବିଦ୍ୟାଳୟର ଭିତ୍ତିଭୂମୀର ବିକାଶ ପାଇଁ ଖର୍ଚ୍ଚ କରିଥାନ୍ତି  ।ଆଜିର ଏହି ଆବାସିକ କାର୍ଯ୍ୟାଳୟର ଖର୍ଚ୍ଚାଦି ବି ସେ ନିଜେ ବହନ କରିଛନ୍ତି  ।ତେବେ ତାଙ୍କର ଏହି ପ୍ରୟାସ ଯୋଗୁଁ ତାଙ୍କୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like