-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଷ ପିଇ ପ୍ରେମିକା ମୃତ୍ୟୁ ଘଟଣା:ଅଭିଯୁକ୍ତ ପ୍ରେମିକ କୋର୍ଟ ଚାଲାଣ ।

22-Apr-2023



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )                କୋକସରା ଥାନା ନୁନପାଣି ଗ୍ରାମ ରିମା ନାଗ  ମୃତ୍ୟୁ ଘଟଣାରେ ଅଭିଯୁକ୍ତ ସମୀର ପୁଝାରୀ କୁ ଗୁରୁବାର ଦିନ ପୋଲିସ କୋର୍ଟ ଚାଲାଣ କରିଛି  । ସୂଚନା ଯେ ମୃତ ନାବାଳିକା ରୀମା ନାଗ (୧୭)  ଓ ଉକ୍ତ ଗ୍ରାମର ସମୀର ପୁଝାରୀ ଙ୍କ ମଧ୍ୟରେ ଦୀର୍ଘ ଦୁଇ ବର୍ଷ ଧରି ପ୍ରେମ ସମ୍ପର୍କ ରହିଥିଲା । ତେବେ ଉଭୟ ପୁଅ ଝିଅ ଭିନ୍ନ ଜାତିର ହୋଇ ଥିବାରୁ ପ୍ରେମ ସମ୍ପର୍କ ରେ ଫାଟ ଦେଖା ଦେଇଥିଲା । ଶେଷରେ ନାବାଳିକା ଜଣକ ବିବାହ ପାଇଁ ଅଡି ବସିବାରୁ  ସମୀର ରିମା କୁ ବିଷ ଦେଇ ଥିବା ଥାନାରେ ଅଭିଯୋଗ ହୋଇଥିଲା।ଶେଷ ରେ ଗତ ୧୯ତାରିଖ ଦିନ ସମୀର ଙ୍କ ଘର ସାମ୍ନା ରେ ରିମା ବିଷ ପିଇ ଆତ୍ମହତ୍ୟା କରିବା ଉଦ୍ୟମ କରିଥିଲା।ତାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସମୀର ପୁଝାରି ଙ୍କ ବାପା ମାଆ ଧର୍ମଗଡ ଡାକ୍ତର ଖାନା କୁ ନେଇ ଥିଲେ।ସେଠାରେ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟ ହେବା ପରେ ଭବାନୀପାଟଣା ଡାକ୍ତର ଖାନା ପରେ ବୁର୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ।ହେଲେ ଗତ ରବିବାର ଦିନ ଚିକିତ୍ସା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ରିମା ର ବାପା କୋକସରା ଥାନାରେ ଅଭିଯୋଗ କରିଥିଲେ।କୋକସରା ପୋଲିସ କେଶ ନମ୍ବର ୧୨୧/୨୩ କେଶ ରୁଜୁ କରି ଅଭିଯୁକ୍ତ ସମୀର ପୁଝାରି କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଥିଲା। ଗୁରୁବାର ଦିନ ଅଭିଯୁକ୍ତ ଙ୍କ ବିରୋଧରେ ଭାରତୀୟ ଦଣ୍ଡବିଧାନ ଧାରା ୪୯୮,୩୦୨ଓ ୩୪ରେ ଗିରଫ କରି କୋର୍ଟ ଚାଲାଣ କରିଥିବା କୋକସରା ଥାନା ଅଧିକାରୀ ପ୍ରସନ୍ନ କୁମାର ବେହେରା ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like