-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସୋନପୁର ର ଶ୍ରୀ ରାମେଶ୍ୱର ତ୍ରିବେଣୀ ସଙ୍ଗମ ସ୍ଥଳ ରେ ଆରମ୍ଭ ହେଲା ବିଶ୍ୱ ଶାନ୍ତି ମହାଯଜ୍ଞ

22-Apr-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ସୋନପୁର ର ଶ୍ରୀ ରାମେଶ୍ୱର ତ୍ରିବେଣୀ ସଙ୍ଗମ ସ୍ଥଳ ରେ ଆରମ୍ଭ ହୋଇଥିବା ବିଶ୍ୱ ଶାନ୍ତି ମହାଯଜ୍ଞ ଓ ସାଧୁ ସନ୍ଥ ସମ୍ମିଳନୀ ର ସଫଳତା, ଶାନ୍ତି ଶୃଙ୍ଖଳା ପାଇଁ ଆଜି ସକାଳ ଭୋରରେ ଏକାଠି ହେଲେ ସ୍ୱଚ୍ଛ ଭାରତ ସଂଗଠନ, ସୋନପୁର କଲେଜ ଏନ ସି ସି  ଛାତ୍ର ଛାତ୍ରୀ, ରକ୍ତ ଦାତା ସଂଘ, ଓଡିଶା ସାମ୍ବାଦିକ ସଂଘ, ଶ୍ରୀ ଗୋପାଳଜୀ ଯୋଗାଳୟ, ଶ୍ରୀ ସତ୍ୟସାଇ ସମିତି, ପତଞ୍ଜଳି ଯୋଗ ସମିତି, ଯୋଗ ଶିକ୍ଷକ ସଂଘ, ଓ ଆର ଏସ ଏସ ସମେତ  ବିଭିନ୍ନ ସ୍ବେଛାସେବୀ ସଂଗଠନ l ଶ୍ରୀ ରାମେଶ୍ୱର

ଶୈବ ପୀଠ ରେ ବିଶ୍ୱ କଲ୍ୟାଣ ଲାଗି ସାମୁହିକ ପ୍ରାର୍ଥନା କରିବା ପରେ ଆଜି ର ପ୍ରବଳ ଭକ୍ତ ସମାଗମ କୁ ଦୃଷ୍ଟି ରେ ରଖି ମନ୍ଦିର ଚାରିପାଖ ପରିଦର୍ଶନ କରିଥିଲେ l ଏବଂ ସ୍ୱଛତା, ଗାଡି ମୋଟର ପାର୍କିଙ୍ଗ, ଶୃଙ୍ଖଳା ଓ ସାଧୁ ସନ୍ଥ ଓ ଭକ୍ତ ମାନଙ୍କ ଉତ୍ତମ ସେବା ଉପରେ ଧ୍ୟାନ ରଖିବାକୁ ବିଶେଷ ଯତ୍ନବାନ ହୋଇ ସୁବର୍ଣ୍ଣପୁର ଜ଼ିଲ୍ଲା ର  ସମ୍ମାନ ଗୌରବ ଓ ପୂର୍ଵ  ର ରେକର୍ଡ ସବୁ କୁ ବଜାୟ ରଖିବା ଦିଗରେ ଆଲୋଚନା ହୋଇଥିଲା l ଏହି କାର୍ଯ୍ୟକ୍ରମ ରେ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶୁଭ୍ରାଂଶୁ ରୁଟ, ଜ଼ିଲ୍ଲା ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଡକ୍ଟର ସରୋଜ ପଟେଲ, ସଂସ୍କୃତି ବିଭାଗ ର ଦୁଃଖୀ ଶ୍ୟାମ ସେଠି, ସୋନପୁର କଲେଜ ଏନ ସି ସି ଲେଫ୍ଟନାଣ୍ଟ ଆଶିଷ ଅଗ୍ରୱାଲା, ସାଧୁ ସନ୍ଥ ସମ୍ମିଳନୀ ସମିତି ସଭାପତି ମନୋଜ ଅଗ୍ରୱାଲା , ସ୍ୱଚ୍ଛ ଭାରତ ଉପଦେଷ୍ଟା ଗରିବ ଲୋଇ, କୃଷକ ନେତା ବୈକୁଣ୍ଠ ଶତପଥି ଙ୍କ ସମେତ ବିଭିନ୍ନ ସ୍ବେଛାସେବୀ ସଂଗଠନ ର  କର୍ମକର୍ତ୍ତା ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like