-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବିନିକା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ

23-Apr-2023



ବିନିକା(ହିମାଂଶୁ ଶେଖର ପୁଟେଲ) ଆଇପିଏଲ ଢାଞ୍ଚାରେ ଚାଲୁଥିବା ବିନିକା ଅଞ୍ଚଳର ବହୁ ଚର୍ଚ୍ଚିତ ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଶନିବାର ଅପରାହ୍ନରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଉଦ୍ଘାଟିତ ହୋଇଯାଇଛି ।ପ୍ରାରମ୍ଭରେ ୮ଜଣ ମାଲିକଙ୍କ ଅଧୀନରେ ଥିବା ସମସ୍ତ ଖେଳାଳୀ,ବିନିକା ସ୍ପୋର୍ଟସ କ୍ଲବର ସଦସ୍ୟ,ଅଞ୍ଚଳର କ୍ରୀଡାପ୍ରେମୀ ବିନିକାର ଇଷ୍ଟଦେବୀ ମା ନାରାୟଣୀଙ୍କ ଠାରେ ପୂଜାର୍ଚ୍ଚନା କରିବା ପରେ ଏକ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରି ଷ୍ଟାଡିୟମକୁ ପହଞ୍ଚିଥିଲେ ।ସେଠାରେ କ୍ରୀଡା ପତାକା ବିଶିଷ୍ଟ କ୍ରୀଡାବିତ ତଥା ଶିକ୍ଷକ ସୂର୍ଯ୍ୟ ନାରାୟଣ ସାହୁଙ୍କ ଦ୍ଵାରା ଉତ୍ତୋଳନ ହେବାପରେ ଅନ୍ୟ ସମ୍ମାନିତ ଅତିଥି ଶିଳ୍ପଦ୍ୟୋଗୀ ପ୍ରଶାନ୍ତ ବାବୁ,ବିନିକା ଥାନା ସବଇନ୍ସପେକ୍ଟର ରବୀନ୍ଦ୍ର ସାହୁ,ବରୋଦା ବ୍ୟାଙ୍କ ମ୍ୟାନେଜର ଅବୀନ ମେହେର ପ୍ରମୁଖ ଖେଳକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ପ୍ରଥମ ମ୍ୟାଚ ଫ୍ରାଞ୍ଚାଇଜ ଜ୍ୟୋତି ରଂଜନ ପଣ୍ଡାଙ୍କ ସିଦ୍ଧିକଶ୍ୟା ରେବେଳସ୍ ବନାମ ଆଦିତ୍ୟ କୁମାର ଜଗଦଳାଙ୍କ ସାଗର-୧୧ ମଧ୍ୟରେ ଅନୁଷ୍ଟିତ ହୋଇଥିଲା ।ପାଗ ଯୋଗୁଁ ଖେଳ ଅମିମାଂସିତ ଭାବେ

ସମ୍ପୁର୍ଣ୍ଣ ହୋଇଥିଲା। ଖେଳକୁ ବିନୋଦ ପାତ୍ର ଓ ଜିତେନ୍ଦ୍ର ମାହାଣା ପରିଚାଳନା କରିଥିବା ବେଳେ ଅଫ ସ୍କୋରର ଭାବେ ହାଡୁ ବଢେଇ,ଅନ ଲାଇନ ସ୍କୋରର ଆଲୋକ ସେଠୀ ଦାୟିତ୍ଵ ତୁଲାଇଥିଲେ । ଟୁର୍ଣ୍ଣାମେଣ୍ଟରେ ସ୍ପୋର୍ଟସ କ୍ଲବ ସମ୍ପାଦକ ମନୋଜ ଦାସ,କୋଷାଧ୍ୟକ୍ଷ ହିମାଂଶୁ ଶେଖର ପୁଟେଲ,ଉପ ସଭାପତି ବୁଲୁ ଦଣ୍ଡିଆ,କାର୍ଯ୍ୟକାରୀ ସଦସ୍ୟ ସୃଜନ ପଣ୍ଡା,ଅଧିନାୟକ ପ୍ରତାପ ସାହୁଙ୍କ ସମେତ କ୍ଲବର ସମସ୍ତ ସଦସ୍ୟ ପରିଚାଳନାରେ ସହଯୋଗ କରିଥିଲେ। ରବିବାର ଫ୍ରାଞ୍ଚାଇଜ ରବୀନ୍ଦ୍ର କୁମାର ହୋତାଙ୍କ ଅତୁଳ-୧୧ ବନାମ ପଞ୍ଚାନନ ନାୟକ ଙ୍କ  ଆନ୍ୟା ସ୍ପୋଟିଂ ମଧ୍ୟରେ ଅନୁଷ୍ଟିତ ହେବ ।ଏଥିରେ ମୁଖ୍ୟ ଅତିଥି ଭାବରେ ସରକାରୀ ଓକିଲ ଜୟ ପ୍ରକାଶ ପ୍ରଧାନ,ସମ୍ମାନିତ ଅତିଥି ଯୁବ ଓକିଲ ରଘୁନାଥ କୁମ୍ଭାର,ଗୋବିନ୍ଦା ହୋତା ଯୋଗଦେଇ ଉଭୟ ଦଳକୁ ପୁରସ୍କାର ପ୍ରଦାନ କରିବେ  ବୋଲି ଆୟୋଜକ ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like