-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

କଵି ଜୟଦେବ ଙ୍କ କାଳଜୟୀ ଲେଖା ପାଇଁ ଓଡ଼ିଆଜାତି ଆଜି ଗର୍ବିତ,  ବଲାଙ୍ଗିର ରେ ଜିଲ୍ଲା ସ୍ତରୀୟ କବି ଜୟଦେବଙ୍କ  ଜୟନ୍ତୀ  ସମାରୋହ 

23-Apr-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର )ଜିଲ୍ଲା ସଂସ୍କୃତି  ପରିଷଦ, ବଲାଙ୍ଗିର ର ଆୟୋଜନରେ ଆଜି କୋଶଳ କଳାମଣ୍ଡଳ  ସ୍ଥିତ  ସଂସ୍କୃତିଭବନ ଠାରେ  କଵି ଜୟଦେବଙ୍କ ଜିଲ୍ଲା ସ୍ତରୀୟ ଜନ୍ମ ଜୟନ୍ତୀ  ସମାରୋହ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ବକ୍ତା ଭାବରେ ଗୁରୁଶ୍ରୀ ଡକ୍ଟର ଘାସିରାମ ମିଶ୍ର, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ଶିକ୍ଷାବିଦ ସନାତନ ଠାକୁର ଯୋଗଦେଇ କଵି ଜୟଦେବଙ୍କ ସରଳ ଜୀବନ ତଥା କାଳଜୟୀ ଲେଖା ସମ୍ପର୍କରେ ସୁନ୍ଦର ଆଲୋଚନା କରି ଗୀତ ଗୋବିନ୍ଦ ସମଗ୍ର ବିଶ୍ବ ସାହିତ୍ୟ ପାଇଁ ଏକ ମହାର୍ଘ ଅବଦାନ ବୋଲି କହିଥିଲେ। ପ୍ରାରମ୍ଭରେ ଜୟଦେବ କଳାସଂସଦ ର କଳାକାର ମାନେ  ଜୟଦେବଙ୍କ ଗୀତଗୋବିନ୍ଦ ଓ ଭଜନ ପରିବେଷଣ କରିଥିଲେ l ସଭା ପରିଚାଳନା କରିଥିଲେ ରତ୍ନମୟ ତ୍ରିପାଠୀ l ପ୍ରାରମ୍ଭରେ ସମସ୍ତଙ୍କୁ ସ୍ଵାଗତ  ଜଣାଇବା ସହ ଶେଷରେ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ର  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like