-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ବିଶ୍ୱ ଶାନ୍ତି ମହାଯଜ୍ଞ ଓ ସାଧୁ ସନ୍ଥ ସମ୍ମିଳନୀ

23-Apr-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ବିଶ୍ୱ ଶାନ୍ତି ମହା ଯଜ୍ଞ ଅବସର ରେ ଆଜି ପଶ୍ଚିମ ଓଡିଶା ର 300 ରୁ ଊର୍ଧ୍ୱ ସାଧୁ ସନ୍ଥ ହଜାର ଭକ୍ତ ଶ୍ରଦ୍ଧାଳୁ ମାନଙ୍କୁ ନେଇ ଏକ ନଗର ପରିକ୍ରମା ରେ ବିରାଟ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି l ସହର ର ବିଭିନ୍ନ ଛକ ରେ ସହର ର ଲୋକେ ସାଧୁ ସନ୍ଥ ମାନଙ୍କୁ ଭବ୍ୟ ସ୍ଵାଗତ କରିଥିବା ବେଳେ ଅନେକ ଜାଗାରେ ଜଳ ଛତ୍ର ର ଆୟୋଜନ କରି ଥଣ୍ଡା ସର୍ବତ ପାନୀୟ ର ସୁ ବ୍ୟବସ୍ଥା କରାଯାଇଥିଲା l ଦୂର ଦୁରାନ୍ତ ରୁ ଆସିଥିବା ସାଧୁ ସନ୍ଥ ଙ୍କୁ ଦର୍ଶନ ଲାଗି ସହର ବାସୀ ଉତ୍କଣ୍ଠା ର ସହିତ ଅପେକ୍ଷା କରିଥିଲେ l ସେହିପରି ସୁବର୍ଣ୍ଣପୁରର ପବିତ୍ର ତ୍ରିବେଣୀ ସଙ୍ଗମ ସ୍ୱର୍ଣ୍ଣ ପ୍ରୟାଗ ପୀଠ ଠାରେ  ଗତ କାଲି ବିଶ୍ୱ ଶାନ୍ତି ମହାଯଜ୍ଞ ସହ ପ୍ରାଦେଶିକ ସନ୍ଥ ସମ୍ମିଳନୀର ଓଁକାର ପର୍ବ ଆରମ୍ଭ ହୋଇଥିଲା l  ସଂପୂର୍ଣ୍ଣ ଆଧ୍ୟାତ୍ମିକ ପରିବେଶରେ ଶନିବାର ସକାଳେ ସଙ୍ଗମ ସ୍ଥଳ ରୁ ଶତାଧିକ ମହିଳାଙ୍କ ଦ୍ୱାରା ଜଳପୂର୍ଣ୍ଣ କଳସ ଅଣାଯାଇ ରାମେଶ୍ୱର ମନ୍ଦିର ପରିସରରେ ନିର୍ମିତ ଯଜ୍ଞସ୍ଥଳରେ ସ୍ଥାପନ ପରେ ପଞ୍ଚ କୁଣ୍ଡିୟ ଘୃତଯଜ୍ଞ ଆରମ୍ଭ ହୋଇଛି । ଏଥି ସହ ଉଭୟ ସନ୍ଧ୍ୟାରେ ଶ୍ରୀଭାଗବାନଙ୍କ କଥାମୃତକୁ ନେଇ ପ୍ରବାଚକ ମଣ୍ଡଳୀ ଦ୍ୱାରା ପ୍ରବଚନ ଓ ଭଜନ ଆୟୋଜିତ ହୋଇଛି । ଓଡିଶାର ବିଭିନ୍ନ ପ୍ରାନ୍ତ ଓ ପଡୋଶୀ ଛତିଶଗଡ଼ ଓ ପଶ୍ଚିମ ବଙ୍ଗରୁ ଆସିଥିବା ଶହ ଶହ  ସାଧୁସନ୍ଥଙ୍କ ସମାଗମ ହୋଇଥିବାବେଳେ ଆଜି ଏକ ଧର୍ମସଭାରେ ସାଧୁସନ୍ଥମାନେ "ବିଶ୍ୱ ସନାତନ ଧର୍ମ ଓ ଭାରତ" ଉପରେ ଚର୍ଚ୍ଚା ହୋଇଛି । ଶନିବାର ଠାରୁ ଆରମ୍ଭ ହୋଇଥିବା ଏହି ଧର୍ମୀୟ ସମାବେଶ ରବିବାର ରାତିରେ ସମାପନ ହୋଇଛି । ନୂଆଦିଲ୍ଲୀ ରୁ ସ୍ୱାମୀଜୀ ଅଶୋକ ତିୱାରୀ, ଡ଼, ରାଜ କୁମାର ବଡ଼ପଣ୍ଡl, ଅଶୋକ ଗାନ୍ଧୀ, ପୁରୀ ରୁ ସ୍ୱାମୀ ଜୀବନ ମୁକୁତା ନନ୍ଦ ପ୍ରମୁଖ 300 ରୁ ଊର୍ଧ୍ୱ ସାଧୁ ଙ୍କ ସମାଗମ ହୋଇଥିଲା l ସାଧୁ ସନ୍ଥ ସମିତି ସାଭପତି ମନୋଜ ଅଗ୍ରୱାଲl, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱl ବଧାନ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ସୋନପୁର କଲେଜ ଏନ ସି ସି  ଲେଫ୍ଟନାଣ୍ଟ ଆଶିଷ ଆଗ୍ରୱାଲ, ସଞ୍ଜୟ ମହାପାତ୍ର, ସ୍ୱରୂପ ପାତ୍ର, ମାରୱାଡି ଯୁବା ମଞ୍ଚ ସଭାପତି ଅମିତ ଅଗ୍ରୱାଲା, ସଭ୍ୟ ନନ୍ଦ ଲାଲ କମlଣୀ, ଆନନ୍ଦ ଭୁତ, ରଜତ ଆଗ୍ରୱାଲ, ଅଜିତ ଅଗ୍ରୱାଲ, ଅଭିଷେକ, କହେଁୟl, ସନ୍ତୋଷ ଅଗ୍ରୱାଲା, ମୀରାଦେବୀ, ରାମ ଚନ୍ଦ୍ର ଅଗ୍ରୱାଲ, ନାରାୟଣ ରଥ ପ୍ରମୁଖ ସମେତ  ସହର ର ସମସ୍ତ ସ୍ବେଛାସେବୀ ଅନୁଷ୍ଠାନ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like