-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||      ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା    (11-Jul-2026)       ||     

HOME   ଜିଲ୍ଲା

ରାକ୍ସି ଧରଣୀ ପୀଠରେ ପୋଢ଼ ବଳି ।

23-Apr-2023



ରୁପ୍ରାରୋଡ (ସଞ୍ଜିବ ଦାସ )
 ପବିତ୍ର ଅକ୍ଷୟ ତୃତୀୟା ପର୍ବ,ଏହି ପର୍ବ  ଚାଷୀ ଭାଇ ମାନଙ୍କ ପାଇଁ ବଡ଼ ପର୍ବ ତଥା ଖୁସିର ପର୍ବ କହିଲେ ଅତ୍ୟୁକ୍ତି ହେବନାହିଁ ,କାରଣ ଏହି ଅକ୍ଷୟ ତୃତୀୟା ଅବସରରେ ଚାଷୀ ଭାଇ ସକାଳୁ ଉଠି ଶୁଦ୍ଧ ସ୍ନାନ କରି ନିଜର ବେଶଭୂଷା ରେ ସଜ୍ଜିତ ହୋଇ ଟୋକେଇରେ ଧାନ, ଅରୁଆ ଚାଉଳ ସହିତ ଫୁଲ ଚନ୍ଦନ, ସିନ୍ଦୁର ରେ ଗୋମାତା ତଥା ବଳଦ ରେ ଯୋଷା  ହଳ ନଙ୍ଗଲକୁ ବିଧିବିଧାନ ରେ ପୂଜା ପାଠ କରି ନିଜର ଜମିରେ ଥିବା ବସୁମାତା ମାଟିକୁ  ନୀତି ଭକ୍ତିରେ ପୁଜା କରିଥାନ୍ତି । ଏବଂ ନିଜର ଜମି ରେ ହଳ ଲଙ୍ଗଳ କରି ଧାନ ବୁଣି ଥାଆନ୍ତି । ଏହି ଦିନ ପ୍ରେତେକ ଘରେ ବସୁମାତା ଙ୍କୁ ପୂଜାଚର୍ନ। କରିବା ସହିତ ଭଗବାନ ଙ୍କ ଠାରେ ମଧ୍ଯ ପୂଜାଚର୍ନା କରାଯାଇଥାଏ । ଅନ୍ୟପଟରେ ଏହି ପବିତ୍ର ଅକ୍ଷୟ ତୃତୀୟା ଦିନ ନର୍ଲା ବ୍ଳକ୍ ଅନ୍ତର୍ଗତ ରାକ୍ସସି ଓ ବାଳିଶୀଙ୍ଗା ପଂଚାୟତ ଠାରେ ଦେଖିବାକୁ ମିଳିଥିଲା ଧରଣୀ ପୀଠରେ ପୋଢବଳୀ ପ୍ରଥା । ଅକ୍ଷୟ ତୃତୀୟା ଅବସରରେ କନ୍ଧ ସମ୍ପ୍ରଦାୟରେ ପୂର୍ବଜ ମାନଙ୍କ ପରମ୍ପରା ଅନୁଯାୟୀ ଚଳି ଆସୁଅଛି ପୋଡ଼ ବଳୀ ପ୍ରଥା, ଉକ୍ତ ପ୍ରଥା ରେ ନିଜର ଇଷ୍ଟ ଦେବୀ ମା ଧରଣୀଙ୍କ ପୀଠରେ ପ୍ରତି ୧୨ ବର୍ଷରେ ଥରେ ପୋଡ଼ବଳୀ ଅର୍ପଣ କରାଯାଇଥାଏ । ଆଜି ପରମ୍ପରା ଅନୁଯାୟୀ ଅକ୍ଷୟ ତୃତୀୟା ଦିନ ୧୨ ବର୍ଷ ପୁରଣ ଅବସରରେ ଧରଣୀ ପୀଠରେ ପୋଡ଼ ବଳି ଦିଆଯାଇଥିଲା । ଏହି ପୂଜାରେ ଅଞ୍ଚଳର ଅନେକ ଶ୍ରଦ୍ଧାଳୁ ଭକ୍ତ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026
  ଜିଲ୍ଲା  
ବୃକ୍ଷରୋପଣ ଆମରି ପଣ   12-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା   12-Jul-2026

You Might Also Like