-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||      ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା    (11-Jul-2026)       ||      ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   (11-Jul-2026)       ||      ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   (11-Jul-2026)       ||      ସିନାପାଲିରେ ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଚଢ଼ଉ ୪ ଲାଇସେନ୍ସ ରଦ୍ଦ, ୨ ନିଲମ୍ବିତ   (11-Jul-2026)       ||      ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା    (11-Jul-2026)       ||      ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||     

HOME   ଜିଲ୍ଲା

ଡିଗ୍ରୀ ମହାବିଦ୍ୟାଳୟ କୁଶଙ୍ଗ ଦ୍ୱାରା ପରିଚାଳିତ ଜାତୀୟ ନିଟ ସର୍ଭେର ଉଦଯାପିତ

23-Apr-2023



ବଲାଙ୍ଗିର (ଦେବାଶିଷ ବହିଦାର ):ବଲାଙ୍ଗିର ଜିଲ୍ଲାର ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ କୁଶଙ୍ଗ ଆନୁକୂଲ୍ୟରେ ଏକ ଜାତୀୟ ସ୍ତରୀୟ ନିଟ୍ ସର୍ଭେ କାର୍ଯ୍ୟକ୍ରମର ଉଦଯାପନ ହୋଇ ଯାଇଛି l

ଭାରତ ସରକାରଙ୍କ ଯୁବ କଲ୍ୟାଣ ଓ କ୍ରୀଡା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି ସର୍ଭେ କାର୍ଯ୍ୟକ୍ରମରେ ଜାତୀୟ ସେବା ଯୋଜନାର ସ୍ବେଛାସେବୀମାନଙ୍କ ଦ୍ୱାରା  ୧୫ରୁ ୨୯ ବର୍ଷ ବୟସ୍କ ଯୁବକ ଯୁବତୀ ଯେଉଁମାନେ ବିଭିନ୍ନ କାରଣରୁ ଅଧାରୁ ପାଠ ପଢା  ଛାଡ଼ିବା ସହ ବିଧିବଦ୍ଧ ଭାବେ କୋଣସି ନିଯୁକ୍ତି ପ୍ରାପ୍ତ ହୋଇ ନଥିବେ ସେମାନଙ୍କୁ ଏହି ସର୍ଭେ  ମାଧ୍ୟମରେ ଚିହ୍ନଟ କରାଯାଇ ସରକାରଙ୍କୁ ତଥ୍ୟ ପ୍ରଦାନ କରିବାର ବ୍ୟବସ୍ଥା ହାତକୁ ନିଆ ଯାଇଥିଲା l ଓଡିଶାରେ ୫୦ ହଜାର ଲୋକଙ୍କ ଉପରେ ତଥ୍ୟ ଅନୁସନ୍ଧାନ କରାଯିବାକୁ ଥିବାବେଳେ ବଲାଙ୍ଗିର ଜିଲ୍ଲା ପାଇଁ ୨ ହଜାର ଲୋକଙ୍କ ଉପରେ ଏହି ସର୍ଭେ କାର୍ଯ୍ୟକ୍ରମ ହୋଇଥିଲା l ଡିଗ୍ରୀ କଲେଜ କୁଶଙ୍ଗ ବ୍ୟତୀତ ଲୋଇସିଂହା ମହାବିଦ୍ୟାଳୟ ମଧ୍ୟ ସର୍ଭେ କାମ ନିର୍ବାହ କରିଛି l ଚଳିତ ମାସ'୧୭ ତାରିଖରେ ଏହି ଜାତୀୟ ସ୍ତରୀୟ ସର୍ଭେ କୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ବିଜୟ କଲେଟ ଉଦଘାଟନ କରି ସ୍ବେଛାସେବୀ ମାନଙ୍କୁ ନିର୍ଭୁଲ ତଥ୍ୟ ସଂଗ୍ରହ କରିବା ପାଇଁ ପରାମର୍ଶ ଦେଇଥିଲେ l କଲେଜର 50 ଜଣ ସ୍ବେଛାସେବୀ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରିଥିଲେ l ଏହି କାର୍ଯ୍ୟକ୍ରମରେ କଲେଜର ଅଧ୍ୟାପକ ଶମ୍ଭୁ ପ୍ରସାଦ ସାହୁ, ଅଜିତ କୁମାର ଭୋଇ, ଅନନ୍ତ କୁମାର ଆର୍ଯ୍ୟ ଙ୍କ ପ୍ରମୁଖ ସହଯୋଗ ରହିଥିଲା l ଛାତ୍ରନେତା ରୁପେଶ କୁମାର ସେଠ, ଶିବାନନ୍ଦ, ଜାଗୃତି, ବର୍ଷାରାଣୀ, ଈଶ୍ବରଙ୍କ ଅକ୍ଲାନ୍ତ ପରିଶ୍ରମ ବଳରେ ଏହା ସଫଳ ହୋଇପାରି ଥିଲା l ଏହି କାର୍ଯ୍ୟକ୍ରମର ସଫଳ ପରିସମାପ୍ତି ପାଇଁ ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ଲକ୍ଷ୍ମଣ ମେହେର ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବୃକ୍ଷରୋପଣ ଆମରି ପଣ   12-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା   12-Jul-2026
  ଜିଲ୍ଲା  
*ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   12-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ   12-Jul-2026
  ଜିଲ୍ଲା  
କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   12-Jul-2026
  ଜିଲ୍ଲା  
ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   12-Jul-2026
  ଜିଲ୍ଲା  
ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   11-Jul-2026
  ଜିଲ୍ଲା  
*ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   11-Jul-2026
  ଜିଲ୍ଲା  
ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   11-Jul-2026
  ଜିଲ୍ଲା  
ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା   11-Jul-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   11-Jul-2026
  ରାଜ୍ୟ  
ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   11-Jul-2026

You Might Also Like