-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ନନ୍ଦପଡା ଶୀତଳଷଷ୍ଠୀ ଯାତ୍ରା କମିଟି ଗଠିତ I

24-Apr-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
 ସମ୍ବଲପୁର ବିଶ୍ୱ ପ୍ରସିଦ୍ଧ ସର୍ବପୁରାତନ ନନ୍ଦପଡା ଶୀତଳଷଷ୍ଠୀ ଯାତ୍ରା କମିଟି ପକ୍ଷରୁ ରବିବାର ପୂର୍ବାହ୍ନରେ ଏକ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି I ସ୍ଥାନୀୟ ନନ୍ଦପଡା ସ୍ଥିତ ଶ୍ରୀ ଶ୍ରୀ ବାଲୁଙ୍କେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ଏହି ବୈଠକରେ ଚଳିତ ବର୍ଷର ଯାତ୍ରା ଆୟୋଜନ ନିମନ୍ତେ ନୂତନ କମିଟି ଗଠିତ ହୋଇଯାଇଛି । ସର୍ବସମ୍ମତି କ୍ରମେ ସଭାପତି ରୂପେ ପ୍ରଶାନ୍ତ ବରାଇ, ମୁଖ୍ୟ ସଂଯୋଜକ ଗୋଲକ ବିହାରୀ ମିଶ୍ର, ସମ୍ପାଦକ ଆଶିଷ ବାବୁ ଓ ସହ ସମ୍ପାଦକ ଜିତେନ୍ଦ୍ର ନନ୍ଦ ଓ ଭବାନୀ ଶଙ୍କର ମିଶ୍ର, କୋଷାଧ୍ୟକ୍ଷ ଭୂବନ ମୋହନ ମିଶ୍ର, ସହ କୋଷାଧ୍ୟକ୍ଷ ରୂପେ ପ୍ରଶାନ୍ତ ଦାଶ ଏବଂ ଗଣମାଧ୍ୟମ ସଂଯୋଜକ ବିରାଜ କୁମାର ମିଶ୍ର ଓ ସୁଶ୍ରିତ ମିଶ୍ରଙ୍କୁ ନିଯୁକ୍ତ କରାଯାଇଛି । ଉପଦେଷ୍ଟା ମଣ୍ଡଳୀରେ ଅମୂଲ୍ୟ ମିଶ୍ର, ପ୍ରଫୁଲ୍ଲ ହୋତା, ଫଣି ଭୂଷଣ ମିଶ୍ର, ମହେନ୍ଦ୍ର ମିଶ୍ର, ଚକ୍ରଧର ମିଶ୍ର, ବେଣଧର ଦାଶ ଓ ଶଶାଙ୍କ ଶେଖର ନନ୍ଦ ଙ୍କୁ ମନୋନୀତ କରାଯାଇଛି । ଚଳିତ ବର୍ଷ ନନ୍ଦପଡା ଶୀତଳଷଷ୍ଠୀ ଯାତ୍ରାକୁ ପୂର୍ବ ବର୍ଷ ଗୁଡିକ ଭଳି ଭବ୍ୟ ଓ ଆଡମ୍ବରରେ ପାଳନ କରିବାକୁ ସମସ୍ତଙ୍କର ମତାମତ ସହିତ ନିଷ୍ପତ୍ତି ନିଆଯାଇଥିବା ଗଣମାଧ୍ୟମ ସଂଯୋଜକ ବିରାଜ କୁମାର ମିଶ୍ର ସୂଚନା ଦେଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like