-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଶୀତଳଷଷ୍ଠୀ ପାଇଁ ଆଜି ଉଠିବ ଥାଳି ।

24-Apr-2023



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ/
ପବିତ୍ର ଅକ୍ଷୟ ତୃତୀୟା ଦିନ ଆଜି ପ୍ରଚଳିତ ପରମ୍ପରା ଅନୁସାରେ ସମ୍ବଲପୁର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ଆଦ୍ୟପର୍ବ ‘ଥାଳଉଠା'  କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବା ବେଳେ ଆୟୋଜନ କମିଟିଗୁଡ଼ିକ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି I ଅନ୍ୟ ବର୍ଷ ‘ଥାଳଉଠା'  କାର୍ଯ୍ୟକ୍ରମ ସନ୍ଧ୍ୟାରୁ ଆରମ୍ଭ ହୋଇ ସରିବା ବେଳକୁ ରାତି ପ୍ରାୟ ସାଢ଼େ ୯ଟା ହୋଇଯାଇଥାଏ। ତେବେ, ଚଳିତ ବର୍ଷ ଏଥିରେ ସାମାନ୍ୟ ବ୍ୟତିକ୍ରମ ଦେଖିବାକୁ ମିଳିବ I ସହରରେ ଜାରି କର୍ଫ୍ୟୁ କୋହଳ ସମୟ ସକାଳ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ରହିଥିବାରୁ ଏହି ଅବଧି ମଧ୍ୟରେ ହିଁ ଏହି ପବିତ୍ର କାର୍ଯ୍ୟକ୍ରମ ସଂପନ୍ନ କରିବାକୁ ଆୟୋଜନ କମିଟିଗୁଡ଼ିକ ସ୍ଥିର କରିଥିବା ଜଣାପଡ଼ିଛି I ଆଜି ରବିବାର ନନ୍ଦପଡ଼ାର ବଂବରାଡ଼ ବାଲୁଙ୍କେଶ୍ବର ବାବାଙ୍କ ମନ୍ଦିରରୁ ଥାଳ ଉଠିବ I ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଥାଳଉଠା କାର୍ଯ୍ୟକ୍ରମ ସଂପନ୍ନ ହେବ ବୋଲି ଆୟୋଜକ ଶୀତଳଷଷ୍ଠୀ ଯାତ୍ରା କମିଟି ଓ ଚିତ୍ରୋତ୍ପଳା ଯୁବକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି I ସେହିପରି ଝାଡ଼ୁଆପଡ଼ାର ଲୋକନାଥ ବାବାଙ୍କ ମନ୍ଦିରରେ ଅପରାହ୍ନ ୪ଟାରେ ଥାଳ ଉଠିବ I ମୁଦିପଡ଼ାର ଜାଗେଶ୍ବର ବାବାଙ୍କ ମନ୍ଦିରରେ ସନ୍ଧ୍ୟା ୭ଟାରେ ଏହି ପବିତ୍ର କାର୍ଯ୍ୟକ୍ରମ ସଂପନ୍ନ ହେବ ବୋଲି ସୂଚନା ଦିଆଯାଇଛି। ସେହିପରି ବାଲିବନ୍ଧାର ସୋମନାଥ ବାବାଙ୍କ ମନ୍ଦିରରେ ଅପରାହ୍ନ ୫ଟା, ଠାକୁରପଡ଼ାର ଗୁପ୍ତେଶ୍ବର ବାବା ମନ୍ଦିରରେ ସାଢ଼େ ୫ଟା ଏବଂ ବଡ଼ବଜାରର ଶୀତ‌ଳେଶ୍ବର ବାବାଙ୍କ ମନ୍ଦିରରେ ୬ଟାରୁ ୭ଟା ମଧ୍ୟରେ ଥାଳ ଉଠିବ ବୋଲି ସୂଚନା ଦିଆଯାଇଛି I ବୁଢ଼ାରଜାର ପାହାଡ଼େଶ୍ବର ବାବାଙ୍କ ମନ୍ଦିରରେ ମଧ୍ୟାହ୍ନ ସାଢ଼େ ୧୨ଟା ଥାଳ ଉଠିବ । ଉଲ୍ଲେଖଯୋଗ୍ୟ ଯେ, ଆସନ୍ତା ମେ ୨୦ ତାରିଖରେ ଶୀତଳଷଷ୍ଠୀ ଯାତ୍ରା ଅବସରରେ ନନ୍ଦପଡ଼ାର ପତରପେଣ୍ଡି, ୨୧ ତାରିଖ ଦିନ ନୃସିଂହ ନିଉତା ଓ ୨୩ ତାରିଖ ଦିନ ସାକ୍ଷୀଗୋପୀନାଥଙ୍କ ଆଗମନ, ୨୪ ତାରିଖରେ ବାଲୁଙ୍କେଶ୍ୱର ବାବା ଓ ଜଗତଜନନୀ ମାତା ପାର୍ବତୀ ଙ୍କ ବିବାହ, ୨୫ ତାରିଖରେ ଶୀତଳଷଷ୍ଠି ରାତ୍ର ଶୋଭାଯାତ୍ରା, ୨୬ ତାରିଖ ନଗର ପରିକ୍ରମା ଓ ମନ୍ଦିର ପ୍ରବେଶ କାର୍ଯ୍ୟକ୍ରମ ସଂପନ୍ନ ହେବ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like