-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩, ଅତୁଲକୁ ହରାଇ ଆନ୍ୟା ସ୍ପୋଟିଙ୍ଗ ବିଜୟୀ 

24-Apr-2023



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ରବିବାର ଦ୍ଵିତୀୟ ମ୍ୟାଚରେ ଆନ୍ୟା ସ୍ପୋଟିଙ୍ଗ ଅତୁଳ-୧୧କୁ ୪୦ରନ ବ୍ୟବଧାନରେ ହରାଇ ବିଜୟୀ ହୋଇଛି । ଟସ୍ ଜିଣି ପ୍ରଥମେ ଆନ୍ୟା ସ୍ପୋଟିଙ୍ଗ ଦଳ ୧୦ଓଭରରେ ୩ୱିକେଟ ହରାଇ ୯୪ରନ କରିଥିଲା ତାର ଜବାବରେ ଅତୁଳ-୧୧ ମାତ୍ର ୫୪ରନ କରିବାକୁ ସକ୍ଷମ ହୋଇଥିଲା । ମ୍ୟାଚକୁ ବିନୋଦ ପାତ୍ର ଓ ଜିତେନ୍ଦ୍ର ମଣ୍ଡଳ ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ, ଆଲୋକ ସେଠୀ ଏବଂ ମ୍ୟାଚର ଧରାବିବରଣୀ ପରମାନନ୍ଦ ପ୍ରଧାନ ଓ ଭବାନୀ ଶଙ୍କର ଜଗଦଲା ପ୍ରଦାନ କରିଥିଲେ । ସ୍ପୋର୍ଟସ କ୍ଲବ ଉପସଭାପତି ବୁଲୁ ଦଣ୍ଡିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ସରକାରୀ ଓକିଲ ଜୟପ୍ରକାଶ ପ୍ରଧାନ ମୁଖ୍ୟ ଅତିଥି,ଯୁବ ଓକିଲ ରଘୁନାଥ କୁମ୍ଭାର,ଗୋବିନ୍ଦା ଅଗ୍ରୱାଲ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜୟୀ/ରନରଅପ ଦଳ ଏବଂ ସର୍ବାଧିକ  ସ୍କୋର କରିଥିବା ଆନ୍ୟା ସ୍ପୋଟିଙ୍ଗର ଦିନେଶକୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା । ଟୁର୍ଣ୍ଣାମେଣ୍ଟ ପରିଚାଳନାରେ ଆଶୁତୋଷ ଦାସ,ପ୍ରତ୍ୟୁଷ ପଟ୍ଟନାୟକ,ରଂଜନ ବେହେରା,ରଜତ ମେହେର ସହଯୋଗ କରିଥିଲେ ।

ସୋମବାର ଅପରାହ୍ନରେ ତ୍ରିରଙ୍ଗା ୟୁଥ୍ କ୍ଲବ୍ ବନାମ ପିସିସି ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ । ଏଥିରେ ବଲାଙ୍ଗୀର ସାଂସଦଙ୍କ ପ୍ରତିନିଧି ତଥା ଆଇନଜୀବୀ ପ୍ରଶାନ୍ତ ଦଣ୍ଡସନା, ବିନିକା ଓକିଲ ସଂଘ ସଂପାଦକ ହରିବଂଶ ମେହେର,ପୂର୍ବତନ ସାମ୍ବାଦିକ ତଥା ଯୁବ ଓକିଲ ବୀରେନ୍ଦ୍ର ପୋଢ ଅତିଥି ଭାବରେ ଯୋଗଦେଇ ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like