-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ମେଗା ରକ୍ତଦାନ ଶିବିର ପାଇଁ ରାମପୁର ଥାନା ଅଭ୍ୟର୍ଥନା କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

24-Apr-2023



ଡୁଙ୍ଗୁରିପାଲି/ଏସ୍‌.ରାମପୁର(ଅରବିନ୍ଦ ମିଶ୍ର)-ସୁବର୍ଣ୍ଣପୁର ଜିଲ୍ଲା ରାମପୁର ଥାନା ଅଭ୍ୟର୍ଥନା କକ୍ଷରେ ଏକ ମେଗା ରକ୍ତଦାନ ଶିବରି ଅନୁଷ୍ଠିତ ପାଇଁ ଆଜି ଥାନାଧିକାରୀ ଭାନୁଶଙ୍କର ଯାଦବକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଆସନ୍ତା ମେ ୩ତାରିଖରେ ଥାନା  ପରିସରରେ ଏହି ରକ୍ତ ଦାନ ଶିବିର ଅନୁଷ୍ଠିତ ହେବ । ଏଥିରେ ୫୫୦ ୟୁନିଟ ରକ୍ତ ସଂଗୃହିତ ହେବାର ଲକ୍ଷ୍ୟ ରଖାଯାଇଛି । ଗ୍ରୀଷ୍ମ ଋତୁୁରେ ରକ୍ତର ଆବଶ୍ୟକତା ଅଧିକ ରହିଥାଏ । ଏଣୁ ଅଧିକ ସଂଖ୍ୟାରେ ରକ୍ତ ସଂଗୃହିତକୁ ଗୁରୁତ୍ୱ ଦେବାକୁ ଆଲୋଚନା ହୋଇଥିଲା । ଏଥିରେ ଡୁଙ୍ଗୁରିପାଲି, ରାମପୁର ଅଂଚଳର ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ଯୋଗ ଦେଇ ନିଜସ୍ୱ ମତାମତମାନେ ଉପସ୍ଥାପନ କରିଥିଲେ । ରକ୍ତଦାତା ମାନଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବା ସହ ଯେଉଁ ଗ୍ରାମରେ ୧୦ରୁ ଅଧିକ ସଂଖ୍ୟକ ରକ୍ତଦାତା ବାହାରିବେ ସେମାନଙ୍କୁ ନେବା ଆଣିବା ବ୍ୟବସ୍ଥା ମଧ୍ୟ କରାଯିବା, ସେମାନଙ୍କ ଖାଇବା ଠାରୁ ଆରମ୍ଭ କରି ଉତ୍ସାହତି କରାଯିବା ପାଇଁ ପ୍ରମାଣ ପତ୍ର ମଧ୍ୟ ପ୍ରଦାନ କରାଯିବ ବୋଲି ଥାନାଧିକାରୀ ଶ୍ରୀଯୁକ୍ତ ଯାଦବ ପ୍ରକାଶ କରିଥିଲେ ।  ରାମପୁର ସରପଞ୍ଚ ମନୋଜ ପୁରୋହିତ ପ୍ରତ୍ୟେକ ସରପଞ୍ଚାୟତ ସରପଞ୍ଚମାନେ  ଅନୁନ୍ୟ ୩୦ଜଣ ଲେଖାଏ ରକ୍ତଦାତା ଆଣିବାକୁ ଅନୁରୋଧ କରାଯିବ ବୋଲି କହିଥିଲେ । ସମାଜସେବୀ ଉମେଶ ପୁଜାରୀ, ଡୁଙ୍ଗୁରିପାଲି ସେବା ଫାଉଣ୍ଡେସର ପ୍ରତିଷ୍ଠାତା ବିଭୁଦତ୍ତ ବିଶ୍ୱାଳ, କୋସଲ ସାମ୍ବାଦିକ ସଂଘର ଆବାହକ ରତ୍ନାକର ସେଠ ପ୍ରମୁଖ ଯୋଗ ଦେଇ ରକ୍ତଦାନ ଶିବିର କିପରି ସଫଳ ହୋଇ ପାରିବ ସେ ଉପରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବନମାଳୀ ବେହେରା, ସଞ୍ଜୟ କୁମାର ସାହୁ,  ଗୋଳକ ବିହାରି ସାହୁ,  କମଳ ନାଗ,  ତ୍ରୀଲୋଚନ ସାହୁ,  ସିଦ୍ଧାନ୍ତ କୁମାର ପଧାନ,  ବଳରାମ ସେଠ,  ବିକାଶ କୁମାର ପତି, ଭରତ ସାହୁ,  ଯଶୋବନ୍ତ ଛତର,  ଅକ୍ଷୟ କୁମାର ବିସି, ରାଜୀବ ସାଣ୍ଢ,  ପଲଉ ବାଗ,  ନେପାଳ କଇଁର, ଯନାର୍ଦ୍ଧନ ପଧାନ,  ଶ୍ରୀକାନ୍ତ ସାହୁ, ବ୍ଲକ ସାମ୍ବାଦିକ ସଂଘର ଅରବିନ୍ଦ ମିଶ୍ର, ସାଗର ଜେନା, ଚୌବର୍ଗ ଭୋଇ, ଗୋପାଳ ମାଝି, ନିମାଇ ଥପା, ପ୍ରଶାନ୍ତ ସେଠଙ୍କ ସମେତ ସାମ୍ବାଦିକ ପ୍ରକାଶ ହାତୀ, ସବ୍ ଇନ୍ସପେକ୍ଟର ଅବିନାଶ ପଧାନଙ୍କ ସମେତ ଥାନା କର୍ମଚାରୀମାନେ  ଉପସ୍ଥିତ ଥିଲେ ।
 


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like