-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଭାଗୀଟିକିରା ଗ୍ରାମରେ ଅକ୍ଷୟ ତୃତୀୟା ଉପଲକ୍ଷେ କୃଷକ ଦିବସ ପାଳିତ

24-Apr-2023



ଡୁଙ୍ଗୁରିପାଲି/ଏସ୍‌.ରାମପୁର(ଅରବିନ୍ଦ ମିଶ୍ର)-  ଭାଗିଟିକିରା ଗ୍ରାମରେ ଆଜି ଅକ୍ଷୟ ତୃତୀୟା ଦିବସ ଅବସରରେ କୃଷକ ଦିବସ ପାଳିତ ହୋଇଯାଇଛି । କୃଷକ ପରାମର୍ଶଦାତା କମିଟିର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କୃଷକ ସଚେନତା ସଭାରେ ମୁଖ୍ୟ ଅତିଥି ଭାବେ କୃଷି ଜିଲ୍ଲା ଅଧିକାରୀ ଦିଲ ରଞ୍ଜନ ମହାଲିକ, ସମ୍ମାନିତ ଅତିଥି ଭାବେ ବାଙ୍କିପାଲି ସରପଞ୍ଚ ଲକ୍ଷ୍ମୀ ପାଣ୍ଡେ, ମୁଖ୍ୟ ବକ୍ତା ଭାବେ ଶସ୍ୟ ସଂରକ୍ଷଣ ସହାକରୀ ସୁଦାମ ଚରଣ ଦିଶ୍ରୀ ଯୋଗ ଦେଇ ଚାଷୀମାନଙ୍କୁ ଅକ୍ଷୟ ତୃତୀୟା ଦିବସର ମହତ୍ୱ ଏବଂ ଖରିଫ ଚାଷ ଋତୁର ପାଇଁ ଆଗୁଆ ପ୍ରସ୍ତୁତି ଉପରେ ଆଲୋକପାତ କରିଥିଲୋ କୃଷି ଅଧିଦର୍ଶକ ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ ସ୍ୱାଗତ ଅଭିଭାଷଣ ଏବଂ ସଭା ସଂଯୋଜନା କରିଥିଲେ । ଗ୍ରାମ୍ୟ କୃଷି କର୍ମଚାରୀ ରଞ୍ଜନ  କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ସର୍ବ ପ୍ରଥମେ ମହିଳା ଚାଷୀ ତଥା ମହିଳା ଚାଷୀମାନେ ଏକ ଶୋଭାଯାତ୍ରାରେ ଭାଗିଟିକିରା ଗ୍ରାମର ଅଗ୍ରଣୀ ଚାଷୀ ଗୋବିନ୍ଦ ପଧାନଙ୍କ କ୍ଷେତରେ ଧରିତ୍ରୀ ମାତାଙ୍କ ପୂଜା ସହିତ ହଳ ଲଙ୍ଗଳ ପୂଜା କରିବା ପରେ ଅଖିମୁଠୀ ଅନୁକୂଳ କରାଯାଇଥିଲା ।  ଚାଷୀଙ୍କ ହଳିଆ ଗୀତ ଏବଂ  ମହିଳା  କୃଷକଙ୍କ ହୁଳହୁଳି ଧ୍ୱନୀରେ ପୂଜାସ୍ଥଳ ମୁଖରିତ ହୋଇ ଉଠିଥିଲା । ଏହି କାର୍ଯ୍ୟକ୍ରମରେ ଗ୍ରାମ କୃଷି କର୍ମଚାରୀ ଗୁରୁଦେବ ସା, ପ୍ରତାପ କୁମାର ଦୀପ,ସାମାଜିକ କର୍ମୀ ରମେଶ ପଧାନ ଏବଂ ଭାଗିଟିକିରା ଗ୍ରାମର ଚାଷୀ ଭାଇ ଭଉଣୀମାନେ ସକ୍ରୀୟ ସହ ଯୋଗ  କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like