-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

କର୍ଡୋଲାରେ ଚବିଶ ପ୍ରହରୀ ନାମଯଜ୍ଞ,୪ଦିନ ଧରି ଅନ୍ନକୋଟ, ନଗରକୀର୍ତ୍ତନରେ ଦର୍ଶକ ବିମୋହିତ I

24-Apr-2023



ଚିପିଲିମା (ସଂଜୀବ ପାଣିଗ୍ରାହୀ )
 ସମ୍ବଲପୁର ଜିଲା ଧନକଉଡା ବ୍ଲକ କର୍ଡୋଲା ଗ୍ରାମରେ ୨୪ ପ୍ରହରୀ ନାମଯଜ୍ଞ ହସଉଳ୍ଲାସରେ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ଗତ ରବିବାର ପୂର୍ବାହ୍ନରେ ନିକଟସ୍ଥ ମହାନଦୀରୁ କଳସ ବୁଡାଇ ପୂଜାର୍ଚ୍ଚନାପରେ ଗ୍ରାମର ଶତାଧିକ ମହିଳା କଳଶ ଶୋଭାଯାତ୍ରା ମାଧ୍ୟମରେ କଳସ ଆଣି ନାମଯଜ୍ଞ ମଣ୍ଡପରେ ସ୍ଥାପନ କରାଯାଇଥିଲା I ପରେ ଷଡବୈଷ୍ଣବ ପୂଜା,ରାଧାକୃଷ୍ଣ ପୂଜା ପରେ ହରେ କୃଷ୍ଣ,  ହରେ ରାମ ମହାମନ୍ତ୍ର ନାମ ଶୁଭାରମ୍ଭ କରାଯାଇଥିଲା I ସମଗ୍ର ପୂଜାକାର୍ଯ୍ୟକୁ ପଣ୍ଡିତ ସୁଧାଂଶୁ ପାଣିଗ୍ରାହୀ ପରିଚାଳନା କରିଥିବାବେଳେ, ଗଉଁନ୍ତିଆ ସୁରେନ୍ଦ୍ର ନାୟକ ସପତ୍ନିକ କର୍ତ୍ତାଦାୟିତ୍ବ ସଂପାଦନ କରିଥିଲେ I ଜପକ ଭାବରେ ପ୍ରଫୁଲ୍ଲ କୁମାର ନାୟକ, କିଶୋର ପୁରୋହିତ,ସନ୍ତୋଷ ବିଶି, ସଂଜୟ ନାୟକ, ସୁରେନ୍ଦ୍ର ନାୟକ ଦାୟିତ୍ବ ସଂପାଦନ କରିଥିଲେ I ଚାରିଦିନ ଧରି ଗ୍ରାମରେ ସଂହଶ୍ରାଧିକ ଭକ୍ତଙ୍କ ପାଇଁ ଅନ୍ନକୋଟ ସହ ଜଳଖିଆ ବ୍ୟବସ୍ଥା ହୋଇଥିଲା।ପ୍ରତ୍ୟହ ସଂଧ୍ୟାରେ ଆଖପାଖର ଆଞ୍ଚଳିକ ସଂକୀର୍ତ୍ତନ୍ୟ ମଣ୍ଡଳି ଆସି ନାମଯଜ୍ଞରେ ସହଯୋଗ କରିଥିବାବେଳେ, ପୂର୍ଣ୍ଣାହୂତି ଦିବସରେ ନିମନ୍ତ୍ରୀତ ସମ୍ବଲପୁର ଖୁଲିଆ,କୁଦୋପାଲି,ଚିପିଲିମା,ଓ କଳମୀ ଗ୍ରାମର ଉଦଣ୍ଡ ସଂକୀର୍ତ୍ତନ୍ୟ ମଣ୍ଡଳୀ ଯୋଗଦାନ କରି ନଗର କୀର୍ତ୍ତନ ପ୍ରଦର୍ଶନ କରିଥିଲେ।ସଂହଶ୍ରାଧିକ ସଂକୀର୍ତ୍ତନ ପ୍ରେମୀ ରାତିତମାମ ସଂକୀର୍ତ୍ତନ୍ୟ ଉପଭୋଗ କରିଥିଲେ। ସମଗ୍ର ନାମଯଜ୍ଞ ରେ ସମସ୍ତ ଗ୍ରାମବାସୀ ପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like