-+91-9937148622 |
prerana_bgr@rediffmail.com |
Friday 18th September 2026 |
R.N.I. Regd No. ODIODI/2010/46693
Breaking News
24-Apr-2023
ତୁରନ୍ତ ପ୍ରଦାନ କରା ଯାଇଥିଲା l ବିଡିଓ, ଉଲୁଣ୍ଡା କରିଶ୍ମା ବେଶ୍ରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ବୀରମହାରାଜପୁର ଅଶୋକ କୁମାର ଭୋଇ, ଏସଡିପିଓବୀରମହାରାଜପୁର ଡ଼ୋଲାମଣୀ ଭୋଇ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ଉଲୁଣ୍ଡା ଦିଲ୍ଲିପ ମାଝି, ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ବିଶ୍ୱରଂଜନ ପତି, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ରେଣୁବାଳା ଦାଶ, ଜିଲ୍ଳା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ପ୍ରମୁଖଙ୍କ ସହ ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l