-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ପିସିସିକୁ ହରାଇ ତ୍ରିରଙ୍ଗା ବିଜୟୀ (ଆଜି ସିଦ୍ଧିକ୍ଷା ବନାମ ବାଦୀ ବ୍ରଦରସ) 

25-Apr-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ସୋମବାର ଅନୁଷ୍ଟିତ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ପିସିସିକୁ ହରାଇ ତ୍ରିରଙ୍ଗା ୟୁଥ କ୍ଲବ ତାର ବିଜୟୀ ହୋଇଛି । ଟଚ ଜିଣି ପ୍ରଥମେ ପିସିସି ଦଳ ୧୦ଓଭରରେ ୮ୱିକେଟ ହରାଇ ୬୯ରନ କରିଥିଲା ।ଶେଷ ଓଭରରେ ତ୍ରିରଙ୍ଗାକୁ ଜିତିବାକୁ ୬ବଳରେ ୬ରନ ଦରକାର ଥିବାବେଳେ ଦଳର ବିଟୁ ପ୍ରଥମ ବଳରେ ବିଶାଳ ଛକ୍କା ମାରି ଦଳକୁ ବିଜୟୀ କରିବାରେ ସକ୍ଷମ ହୋଇଥିଲେ । ମ୍ୟାଚକୁ ପ୍ରଦୀପ ମହାଳୀଙ୍ଗ ଓ ସୟିଦ ବାଘ ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ଆଲୋକ ସେଠୀ ଏବଂ ମ୍ୟାଚର ଧାରାବିବରଣୀ ଶଶାଙ୍କ ଶେଖର ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ସମ୍ପାଦକ ମନୋଜ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ସାଂସଦ ପ୍ରତିନିଧି ତଥା ଆଇନଜୀବୀ ପ୍ରଶାନ୍ତ ଦଣ୍ଡସନା ମୁଖ୍ୟଅତିଥି,ବିନିକା ଓକିଲ ସଂଘ ସଂପାଦକ ହରିବଂଶ ମେହେର,ପୂର୍ବତନ ସାମ୍ବାଦିକ ତଥା ଯୁବ ଓକିଲ ବୀରେନ୍ଦ୍ର ପୋଢ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜୟୀ/ରନରଅପ ଦଳ ଏବଂ ଚମତ୍କାର ଖେଳ ପ୍ରଦର୍ଶନ

କରିଥିବା ତ୍ରିରଙ୍ଗାର ବିଟୁ କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା । ଟୁର୍ଣ୍ଣାମେଣ୍ଟ ପରିଚାଳନାରେ ଆକାଶ ବଞ୍ଛୋର,ବାବୁଲୁ ରାଉତ,ଶଶାଙ୍କ ଦାସ,ରୋନିତ ସାହୁ ସହଯୋଗ କରିଥିଲେ ।ଆଜି ମଙ୍ଗଳବାର ଅପରାହ୍ନରେ  ସିଦ୍ଧିକ୍ଷା ରେବେଲ୍ ବନାମ ବାଦୀ ବ୍ରଦରସ ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଏଥିରେ ପୂର୍ବତନ ଖେଳାଳୀ ସନ୍ତୋଷ କର,ଚକ୍ରଧର ପାଣିଗ୍ରାହୀ, କଂସ ମହାରାଜ ରାମଚନ୍ଦ୍ର ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ କରିବେ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like