-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଶାସ୍ତ୍ରୀ ନଗର ର ବିଶ୍ୱ ମ୍ୟାଲେରିଆ ଦିବସ ପାଳନ 

25-Apr-2023



ବଲାଙ୍ଗିର(ଦେବାଶିଷ ବହିଦାର ):  ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଏପ୍ରିଲ ୨୫ରେ ବିଶ୍ଵ ମେଲେରିଆ ଦିବସ ବଲାଙ୍ଗିର ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର  ପରିସର ମଧ୍ୟରେ ପାଳନ କରାଯାଇଛି l  ମ୍ୟାଲେରିଆ ରୋଗ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଲାଗି ଏହି ଦିବସରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଥାଏ ଏବଂ ବିଶ୍ଵ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ,ସମଗ୍ର ବିଶ୍ୱକୁ ମ୍ୟାଲେରିଆ ମୁକ୍ତ କରିବା ହେଉଛି ମୂଳ ଲକ୍ଷ ଓ ପ୍ରତ୍ୟେକ ଗ୍ରାମ ଠୁଁ ଆରମ୍ଭ କରି ସହର ପର୍ଯ୍ୟନ୍ତ ଆମ ଲୋକ ମାନଙ୍କୁ ମେଲେରିଆ ସମ୍ପର୍କିତ ସଚେତନ କରାଇ ପାରିଲେ ମେଲେରିଆ ଦୂର ହୋଇ ପାରିବ  ବୋଲି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ର ମେଡିକାଲ ଅଫିସର ଡା. ଆଶିଷ ବିଶ୍ୱାସ ସଭାରେ  ଅଧ୍ୟକ୍ଷତା କରି ଉପସ୍ଥିତ ସବୁ ଜନସାଧାରଣ ତଥା ରୋଗୀ ମାନଙ୍କୁ ଜଣାଇଥିଲେ l

ସଚେତନତା ଦୃଷ୍ଟି ରୁ କାର୍ଯ୍ୟକ୍ରମ ଗୁଡିକର ମୁଖ୍ୟ ଉଦ୍ଦେଶ୍ୟ ହେଲା ଗ୍ରାମବାସୀ ମାନଙ୍କୁ ମ୍ୟାଲେରିଆ ରୋଗର କାରଣ, ଏହାର ଲକ୍ଷଣ, ଚିକତ୍ସା ଏବଂ ନିରାକରଣ ଏବଂ ଏହାକୁ କିପରି ବିଭିନ୍ନ ଅଭିନଵ ପନ୍ଥା ଅନୁସରଣ କରି ମ୍ୟାଲେରିଆ ପ୍ରକୋପ କମାଇ ହେବ ଓ ଲୋକଙ୍କ ଜୀବନ ରକ୍ଷା କରିବା ସେ ବିଷୟରେ ମୁଖ୍ୟ ସ୍ୱାସ୍ଥ୍ୟ ସେବିକା, ଶ୍ରୀମତୀ ମାମୀ ସିଂଦେଓ ଓ ରୋଜାଲିନା ହୋତା ଜଣାଇ ଥିବାବେଳେ ମେଲେରିଆ କୁ କିଭଳି ଚିହ୍ନଟ କରାଯିବ ଏହାର ସଠିକ ପଦକ୍ଷେପ ନିଆଯାଇପାରିବ ସେ ସମ୍ପର୍କରେ ସ୍ୱାସ୍ଥ୍ୟ କେନ୍ଦ୍ରର ପ୍ରଯୁକ୍ତି ରିରୀକ୍ଷକ ସତ୍ୟବ୍ରତ ଷଡ଼ଙ୍ଗୀ ସଭିଙ୍କୁ ଅବଗତ କରାଇଥିଲେ l
ମେଲେରିଆ ର ମୂଳତ୍ପାଟନ କରିବା ଅତି ଆବଶ୍ୟକ ଓ ଏହା ପାଇଁ ଜନ ସମୂହ ଙ୍କ ସହଯୋଗ ଓ ସଚେତନତା କରାଯିବା ସଂଗେ ସଂଗେ ସରକାର ଙ୍କ ସହଯୋଗରେ ନିର୍ଧାରିତ କାର୍ଯ୍ୟକ୍ରମ ମାନେ ସଠିକ କରାଇ ପାରିଲେ ମେଲେରିଆ ଜନିତ ରୋଗ କୁ ଦୂର କରାଯାଇ ପାରିବ ବୋଲି ନେସନାଲ ପିସ ଊନୀସନ ର ନିର୍ଦ୍ଧେଶକ ଓ ଚେୟାର୍ରମେନ ଶ୍ରୀ ସତ୍ୟ ରଞ୍ଜନ ମିଶ୍ର ଓ ରବି ରଞ୍ଜନ ପୂଜାରୀ ଜଣାଇଥିଲେ l
ଉପରୋକ୍ତ ଦିବସ ରେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ସତ୍ୟ ବ୍ରତ ଷଡ଼ଙ୍ଗୀ,ରୋନି ବଗର୍ତ୍ତୀ,ଅଞ୍ଜଳି ନାଗ, ବିପିନ ବିହାରୀ ସେଟ ଦାଶରଥି ପ୍ରଧାନ,ସଭ୍ୟ ସଭ୍ୟା ବୃନ୍ଦ, ସ୍ଥାନୀୟ ଆଶା ଦିଦି, ସ୍ୱାସ୍ଥ୍ୟ କର୍ମୀ, ଜନସାଧାରଣ ଉପସ୍ଥିତ ରହି ଦିବସ କୁ ସାଫଲ୍ୟ କରାଇଥିଲେ l ସଭା ଶେଷରେ ସ୍ୱାସ୍ଥ୍ୟ କେନ୍ଦ୍ର ର ଯୁଗ୍ମ ସମ୍ପାଦିକା ଶ୍ରୀମତୀ ସୂର୍ଯ୍ୟାଶ୍ମି ହୋତା ସଭିଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like