-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||     

HOME   ଜିଲ୍ଲା

ୱେଷ୍ଟ ଜୋନ ଟାଇକଣ୍ଡୋ ଚମ୍ପିୟାନସିପ୍ ରେ ବଲାଙ୍ଗିର କୁ ୧୩ ପଦକ

25-Apr-2023



ବଲାଙ୍ଗିର(ଦେବାଶିଷ ବହିଦାର ): ଗତ ୨୧ ରୁ ୩୦ ତାରିଖ ତିନି ଦିନ ଧରି ବରଗଡର ଗଣପତି ଭିଲ୍ଲା ଠାରେ ଦ୍ୱିତୀୟ ୱେଷ୍ଟ ଜୋନ ଟାଇକଣ୍ଡୋ ଚମ୍ପିୟାନସିପ୍ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ତରଫରୁ ଏକ ୧୩ ଜଣିଆ ଦଳ ଭାଗ ନେଇ ସଫଳତା ହାସଲ କରିଥିବା ବଲାଙ୍ଗିର ଜିଲ୍ଲା

ଟାଇକଣ୍ଡୋ ସଂଘର ସାଧାରଣ ସଂପାଦକ ତଥା କୋଚ ଅସୀମ କୁମାର ଭୋଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏଥିରେ ବାଳିକା ଖିରୋଗୀ ( ଫାଇଟ) ବିଭାଗରେ ସାନ୍‌ଭି ପ୍ରଧାନ, ପରିମିତା ବିଶ୍ୱାଲ ସ୍ୱର୍ଣ୍ଣ ପଦକ, କୌଶଲ୍ୟା ଷାଣ୍ଢ, ମଞ୍ଜିଲ ସେଠ

ରୌପ୍ୟ ପଦକ, ସୋନାକ୍ଷି ସନ୍ଧ୍ୟା ଭୋଇ ବ୍ରୋଞ୍ଚ ପଦକ ପାଇଥିବା ବେଳେ ବାଳକ ବିଭାଗରେ ପ୍ରନିତ କୁମାର ଦାଶ, ସୀମାଦ୍ରି ଆଦେଶ ସ୍ୱର୍ଣ୍ଣ ପଦକ, ଶ୍ରେୟାଂଶ କୁମାର ସିଂଭଞ୍ଜ, ଆଶିର୍ବାଦ ଅର୍ପଣ ମିଶ୍ର, ବିଭୁବ୍ରତ ସାହୁ, ଓମ୍ ପ୍ରକାଶ ପୃଷ୍ଟି ରୌପ୍ୟ ପଦକ ଏବଂ କ୍ରିଷ୍ଣା ଅର୍ଜୁନ ବନଛୋର, ଶଙ୍କିତ୍ତନ ଷାଣ୍ଢ ବ୍ରୋଞ୍ଚ ପଦକ ପାଇଛନ୍ତି । ଏହି ଅବସରରେ ରାଜ୍ୟ ଟାଇକଣ୍ଡୋ ସଂଘ ସାଧାରଣ ସଂପାଦକ ମନମୋହନ ଭଞ୍ଜ ଟାଇକଣ୍ଡୋ କୋଚ ଅସୀମ କୁମାର ଭୋଇଙ୍କୁ ମମେଣ୍ଟୋ ସହିତ ସମ୍ମାନିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026

You Might Also Like